Posted inଜାତୀୟ

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ: ସୁରକ୍ଷା ଦୃଷ୍ଟିରୁ ଜମ୍ମୁ-କଶ୍ମୀରରେ ମୋବାଇଲ୍‌ ଇଣ୍ଟରନେଟ୍‌ ସେବା ଠପ୍‌

ଶ୍ରୀନଗର,୧୮।୪: ଜମ୍ମୁ-କଶ୍ମୀର ଉଧାମପୁର ଲୋକ ସଭା ଆସନ ପାଇଁ ମତଦାନ ଗୁରୁବାର ସକାଳୁ ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଏଠାରେ ମୋବାଇଲ୍‌ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଛି। ଏଠାରେ ୧୨ଲକ୍ଷ ୯୫ ହଜାର ଭୋଟର ୧୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ପ୍ରାର୍ଥୀମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲା ମଧ୍ୟ ଅଛନ୍ତି। ଏହି ଲୋକସଭା ଆସନରେ କେନ୍ଦ୍ରୀୟ କଶ୍ମୀର ଗଣ୍ଡେରବଲ, ଶ୍ରୀନଗର ଏବଂ ବୁଡ଼ଗାଓଁ ଆଦି ୩ ଜିଲା ରହିଛି। ଏହି ଆସନ ପାଇଁ ଏକ ହଜାର ୭ଶହ ୧୬ଟି ପୋଲିଂ ବୁଥ୍‌ରେ ମତଦାନ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦିଲେ ମୁଖ୍ୟମନ୍ତ୍ରୀ…

ବେଙ୍ଗାଲୁରୁ,୨୯।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବାସବରାଜ ବୋମାଇ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏବେ ସୋସିଆଲ୍‌ ମିଡ଼ିଆରେ ମୁଖ୍ୟମନ୍ତ୍ରୀଙ୍କ ପୋଷା କୁକୁର ସନି ବେଶ୍‌ ଭାଇରାଲ...

ଅପରାହ୍ନ ୩ଟା ସୁଦ୍ଧା ନାଗାଲାଣ୍ଡରେ ୭୩ ପ୍ରତିଶତ, ମେଘାଳୟରେ ୬୪ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୨୭ା୨: ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ସକାଳ ୭ରୁ ଆରମ୍ଭ ହୋଇଛି। ଉଭୟ ରାଜ୍ୟରେ ୬୦-୬୦ ଆସନ ରହିଛି। ଏଥିମଧ୍ୟରୁ କେବଳ...

କଂଗ୍ରେସରୁ ଇସ୍ତଫା ଦେଲେ ଦେଶର ପ୍ରଥମ ରାଜ୍ୟପାଳଙ୍କ ଅଣନାତି

ନୂଆଦିଲ୍ଲୀ,୨୩।୨: ଦେଶର ପ୍ରଥମ ରାଜ୍ୟପାଳ ଜେନେରାଲ ସି ରାଜାଗୋପାଲାଚାରିଙ୍କ ଅଣନାତି ତଥା କଂଗ୍ରେସ ନେତା ସିଆର କେଶବନ ଗୁରୁବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। କେଶବନ ତାଙ୍କ...

ଭାରତ ଉପରେ ଖରାପ ନଜର ରଖୁଥିବା ଦେଶକୁ ମୁହଁତୋଡ ଜବାବ ଦେବ ସେନା: ରାଜନାଥ ସିଂ

ନୂଆଦିଲ୍ଲୀ,୧୫।୮: ପୂର୍ବ ଲଦାଖରେ ଚାଇନା ସହ ସୀମା ବିବାଦ ଏବଂ ସୀମାପାର ଆତଙ୍କବାଦକୁ ପାକିସ୍ତାନର ସମର୍ଥନ ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନାଁ ନ...

ଟ୍ରମ୍ପ-ମୋଦିଙ୍କ ରୋଡ ଶୋ’ରେ ହାଇଟେକ୍‌ ସିକ୍ୟୁରିଟି: ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କୁ ମିଳିଲାନି ଅନୁମତି!

ଅହମଦାବାଦ,୨୧।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗୁଜରାଟ ଅହମଦାବଦରେ ଅନୁଷ୍ଠିତ ରୋଡ ଶୋ’କୁ ନେଇ ଆସୁଛି ନୂଆ...

ୟୁସିସି ଏକ ରାଜନୈତିକ ଅସ୍ତ୍ର, ସାମ୍ପ୍ରଦାୟିକ ଧ୍ରୁବୀକରଣ ପାଇଁ ବ୍ୟବହାର କରୁଛି ଭାଜପା: ସୀତାରାମ ୟେଚୁରୀ…

କୋଝିକୋଡେ,୧୫।୭ : ସମ୍ପ୍ରତି ଦେଶରେ ୟୁନିଫର୍ମ ସିଭିଲ କୋଡ (ୟୁସିସି) ବିଷୟରେ ଆଲୋଚନା ଚାଲିଛି। ଏହି ସମୟରେ, ଆଇନ ଆୟୋଗ ଜୁଲାଇ ୧୪ ରୁ ଜୁଲାଇ...

ଜବାହରଲାଲ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସୋନିଆ ଗାନ୍ଧୀ…

ନୂଆଦିଲ୍ଲୀ,୧୪।୧୧ : ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଜନ୍ମ ବାର୍ଷିକୀରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ସୋନିଆ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।...

ଥରିଲା ପଶ୍ଚିମବଙ୍ଗ

କୋଲକାତା,୨୯।୭: ପଶ୍ଚିମବଙ୍ଗର ପୁରୁଲିଆ ଜିଲାରେ ଭୋର୍‌ ୨ଟା ୫୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା...

Advertisement
Archives

Model This Week