Posted inଜାତୀୟ

ଦ୍ୱିତୀୟ ବିବାହ କରୁଥିବା ଯୁବକଙ୍କୁ ବେଦୀରେ ଚପଲରେ ପିଟିଲେ ପ୍ରଥମ ସ୍ତ୍ରୀ

ଲକ୍ଷ୍ନୌ,୨୮।୪: ଉତ୍ତରପ୍ରଦେଶ ଗାଜିଆବାଦ୍‌ରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଦ୍ୱିତୀୟ ବିବାହ କରୁଥିବା ଜଣେ ଯୁବକଙ୍କୁ ବେଦୀରେ ଚପଲରେ ପିଟିଛନ୍ତି ତାଙ୍କ ପ୍ରଥମ ସ୍ତ୍ରୀ। ନୀତିନ ବର୍ମା ନାମକ ଜଣେ ଯୁବକ ସ୍ଥାନୀୟ ସିହାଣି ଗେଟ୍‌ ଥାନା ଅଞ୍ଚଳରେ ବିବାହ କରିବାକୁ ଆସିଥିବାବେଳେ ଏହା ଘଟିଥିଲା। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ପ୍ରଥମ ସ୍ତ୍ରୀଙ୍କ ପ୍ରମାଣ ଆଧାରରେ ବିବାହ ଉତ୍ସବକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମିରଠ ବ୍ରହ୍ମପୁରୀ ଅଞ୍ଚଳରେ ରହୁଥିବା ସୋନିଆଙ୍କ ସହିତ ୪ ବର୍ଷ ତଳେ ନୀତିନଙ୍କର ବିବାହ ହୋଇଥିଲା। ତେବେ ଦୁଇଜଣଙ୍କ ମଧ୍ୟରେ ଲଗାତାର ଗଣ୍ଡଗୋଳ ଲାଗି ରହିଥିଲା। ଏନେଇ ସୋନିଆ ସ୍ଥାନୀୟ ଥାନାରେ ମଧ୍ୟ ମାମଲା ଦାଏର କରିଥିଲେ। ପୋଲିସ ଅଭିଯୁକ୍ତ ନୀତିନଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ଦେଶ ସବୁଠୁ ଅଧିକ କିଣନ୍ତି ଅସ୍ତ୍ରଶସ୍ତ୍ର, ଜାଣନ୍ତୁ କେତେ ନମ୍ବରରେ ରହିଛି ଭାରତ

ନୂଆଦିଲ୍ଲୀ,୨ା୧: ଷ୍ଟକ୍‌ହୋମ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ (SIPRI)ର ସଦ୍ୟତମ ରିପୋର୍ଟ ଅନୁଯାୟୀ, ବିଶ୍ୱ ଅସ୍ତ୍ରଶସ୍ତ୍ର ବାଣିଜ୍ୟ ଉପରେ ଆଲୋକପାତ କରିଛି। ରିପୋର୍ଟ ଅନୁଯାୟୀ, ୨୦୨୦ରୁ...

‘ମୁଁ ନୁହେଁ, ସେ ମୋତେ ଭେଟିବାକୁ ଆସିଥିଲେ…’ ଜୟଶଙ୍କରଙ୍କ କରମର୍ଦ୍ଦନକୁ ନେଇ ଗର୍ବ କଲା ପାକିସ୍ତାନ, କଲା ଏମିତି ଦାବି

ନୂଆଦିଲ୍ଲୀ/ଇସଲାମାବାଦ,୨।୧: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ମଧ୍ୟରେ, ଢାକାରୁ ଆସିଥିବା ଏକ ଫଟୋ ପାକିସ୍ତାନରେ ଆଲୋଚନାର ବିଷୟ ପାଲଟିଛି।...

ପ୍ରିୟଙ୍କା ଗାନ୍ଧୀଙ୍କ ଜିପ୍‌ ସାମ୍ନାକୁ ଚାଲିଆସିଲା ବାଘ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୧: କଂଗ୍ରେସ ମହାସଚିବ ଏବଂ ଏମପି ପ୍ରିୟଙ୍କା ଗାନ୍ଧୀ ତାଙ୍କ ପୁଅର ନିର୍ବନ୍ଧ ପାଳନ କରିବା ଏବଂ ଏକ ବ୍ୟକ୍ତିଗତ ଯାତ୍ରାରେ ନୂତନ ବର୍ଷ ଛୁଟି...

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri