Posted inଜାତୀୟ

ଦ୍ୱିତୀୟ ବିବାହ କରୁଥିବା ଯୁବକଙ୍କୁ ବେଦୀରେ ଚପଲରେ ପିଟିଲେ ପ୍ରଥମ ସ୍ତ୍ରୀ

ଲକ୍ଷ୍ନୌ,୨୮।୪: ଉତ୍ତରପ୍ରଦେଶ ଗାଜିଆବାଦ୍‌ରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଦ୍ୱିତୀୟ ବିବାହ କରୁଥିବା ଜଣେ ଯୁବକଙ୍କୁ ବେଦୀରେ ଚପଲରେ ପିଟିଛନ୍ତି ତାଙ୍କ ପ୍ରଥମ ସ୍ତ୍ରୀ। ନୀତିନ ବର୍ମା ନାମକ ଜଣେ ଯୁବକ ସ୍ଥାନୀୟ ସିହାଣି ଗେଟ୍‌ ଥାନା ଅଞ୍ଚଳରେ ବିବାହ କରିବାକୁ ଆସିଥିବାବେଳେ ଏହା ଘଟିଥିଲା। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ପ୍ରଥମ ସ୍ତ୍ରୀଙ୍କ ପ୍ରମାଣ ଆଧାରରେ ବିବାହ ଉତ୍ସବକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମିରଠ ବ୍ରହ୍ମପୁରୀ ଅଞ୍ଚଳରେ ରହୁଥିବା ସୋନିଆଙ୍କ ସହିତ ୪ ବର୍ଷ ତଳେ ନୀତିନଙ୍କର ବିବାହ ହୋଇଥିଲା। ତେବେ ଦୁଇଜଣଙ୍କ ମଧ୍ୟରେ ଲଗାତାର ଗଣ୍ଡଗୋଳ ଲାଗି ରହିଥିଲା। ଏନେଇ ସୋନିଆ ସ୍ଥାନୀୟ ଥାନାରେ ମଧ୍ୟ ମାମଲା ଦାଏର କରିଥିଲେ। ପୋଲିସ ଅଭିଯୁକ୍ତ ନୀତିନଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଚିଠି ଲେଖିଲେ ମୋଦି,କହିଲେ ନାରୀ ଦେଶର ପ୍ରଗତିର ମୂଳଦୁଆ

ନୂଆଦିଲ୍ଲୀ,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ମହିଳାମାନଙ୍କୁ ସମ୍ବୋଧିତ କରି ଏକ ଚିଠି ଲେଖିଛନ୍ତି, ଯେଉଁଥିରେ ସେ ବିଧାନସଭା ସଂସ୍ଥା (ସଂସଦ, ବିଧାନସଭା ଏବଂ ବିଧାନସଭା ପରିଷଦ)ରେ…

ଆସିଲା ଖୁସି ଖବର, ବଢିଲା କର୍ମଚାରୀଙ୍କ ଦରମା, ଜାଣନ୍ତୁ କାହାକୁ ମିଳିବ…

ନୋଏଡା,୧୪।୪: ନୋଏଡା ଏବଂ ଗାଜିଆବାଦର ଶ୍ରମିକମାନଙ୍କ ପାଇଁ ଏକ ବଡ଼ ଖବର, ଯେଉଁମାନେ ଦରମା ଏବଂ ସୁବିଧା ପାଇଁ ପ୍ରତିବାଦ କରୁଛନ୍ତି। ଏକ ଉଚ୍ଚ କ୍ଷମତାସମ୍ପନ୍ନ କମିଟି…

ଲତା-ଆଶାଙ୍କ ସ୍ମୃତିରେ ନିର୍ମାଣ ହେବ ଏସିଆର ସର୍ବବୃହତ ହସ୍ପିଟାଲ; ଘୋଷଣା କଲେ ଭାଇ ହୃଦୟନାଥ

ମୁମ୍ବାଇ,୧୪।୪: ମଙ୍ଗେସକର ପରିବାରର ସଙ୍ଗୀତ ଐତିହ୍ୟ ଏବେ ସମାଜ ସେବା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିବାକୁ ପ୍ରସ୍ତୁତ। ‘ସ୍ବର କୋକିଳ’ ଲତା ମଙ୍ଗେସକର ଏବଂ…

ଭୋଟିଂ ପାଇଁ ଫିଙ୍ଗରପ୍ରିଣ୍ଟ: କେନ୍ଦ୍ର, ଇସିକୁ ଜବାବ ତଲବ

ନୂଆଦିଲ୍ଲୀ,୧୪ା୪(ପି.ଟି./ଲାଇଭ୍‌ ଲ): ଦେଶରେ ଭବିଷ୍ୟତରେ ଅନୁଷ୍ଠିତ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନଗୁଡ଼ିକରେ ମତଦାନ କେନ୍ଦ୍ରରେ ଭୋଟିଂ ଜାଲିଆତି ଏଡ଼ାଇବା ପାଇଁ ଫିଙ୍ଗରପ୍ରିଣ୍ଟ (ଅଙ୍ଗୁଳିଚିହ୍ନ) ସହ…

୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ଉଗ୍ର ପ୍ରଦର୍ଶନ, ପୋଲିସ ଉପରକୁ ପଥର ମାଡ଼

ନୋଏଡା,୧୩।୪: ନୋଏଡାର ବିଭିନ୍ନ ସେକ୍ଟରର ବିଭିନ୍ନ କମ୍ପାନୀର କର୍ମଚାରୀମାନେ ସୋମବାର ଦରମା ବୃଦ୍ଧି ଦାବିରେ ରାସ୍ତାକୁ ଓହ୍ଲାଇଥିଲେ। ଗତ ତିନିରୁ ଚାରି ଦିନ ଧରି ଚାଲିଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri