ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଅଲଗା ହୋଇଯାଇଥିବା ୨ ଭଉଣୀ ୭୮ ବର୍ଷ ପରେ ହେଲେ ଏକାଠି

ମସ୍କୋ, ୮।୨: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ପରସ୍ପରଠାରୁ ଅଲଗା ହୋଇଯାଇଥିବା ୨ ଭଉଣୀ ଦୀର୍ଘ ୭୮ ବର୍ଷ ପରେ ପୁଣି ଏକାଠି ହୋଇଛନ୍ତି। ଏନେଇ ସେମାନେ ଟିଭି ଏବଂ ପୋଲିସକୁ କୃତଜ୍ଞତା ଜଣାଇଛନ୍ତି। ଏବେ ବଡ଼ଭଉଣୀ ରୋଜଲିନା ସ୍ବାରିତୋନୋଭାଙ୍କୁ ୯୪ ବର୍ଷ ହୋଇଥିବାବେଳେ ସାନଭଉଣୀ ୟୁଲିୟା ସ୍ବାରିତୋନୋଭାଙ୍କୁ ୯୨ ବର୍ଷ ହୋଇଛି। ୧୯୪୨ରେ ବିଶ୍ୱଯୁଦ୍ଧ ସମୟରେ ସେମାନଙ୍କ ପରିବାର ଷ୍ଟେଲିନ୍‌ଗ୍ରାଡ୍‌ରେ ବାସ କରୁଥିଲେ। ତେବେ ଜର୍ମାନୀ ସୈନ୍ୟ ଏଠାରେ ଆକ୍ରମଣ କରିବା ଯୋଗୁ ୨ ଭଉଣୀ ଅଲଗା ହୋଇଯାଇଥିଲେ। ୟୁଲିୟା ୧୯୨୮ରେ ଜନ୍ମହୋଇଥିବାବେଳେ ରୋଜଲିନା ୧୯୨୬ରେ ଜନ୍ମ ହୋଇଥିଲେ। ଦୁହେଁ ପରସ୍ପରଠାରୁ ୧୯୦୦ କିମି ଦୂରରେ ବାସ କରୁଥିଲେ। ତେବେ ପୋଲିସ ପ୍ରବକ୍ତା ଇରିନା ଓ୍ବୋଫଙ୍କ ଉଦ୍ୟମ ଯୋଗୁ ସେମାନଙ୍କ ମିଳନ ସମ୍ଭବ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri