ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ସୁନାବେଶ : ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ବାରିପଦା ଅଫିସ,୧୨।୭ : ଦିତୀୟ ଶ୍ରୀକ୍ଷେତ୍ର ବାରିପଦାର ମାଉସୀ ମା’ ମନ୍ଦିରରେ ଶୁକ୍ରବାର ଠାକୁରମାନେ ଜନ୍ମବେଦିରେ ସୁନାବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଇଛନ୍ତି। ଆଡ଼ପମଣ୍ଡପରେ ଠାକୁରମାନଙ୍କ ସୁନାବେଶ ଦର୍ଶନ କଲେ ସାତ ଜନ୍ମର ଫଳ ମିଳେ ବୋଲି ବିଶ୍ୱାସ ରହିଛି । ଏଥିପାଇଁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ସେହିପରି ସୁନାବେଶ କାର୍ଯ୍ୟକ୍ରମ ପରେ ଅପରାହ୍ନ ସୁଦ୍ଧା ଠାକୁରମାନଙ୍କୁ ବାହୁଡ଼ା ପହଣ୍ଡି କରି ରଥାରୂଢ଼ କରାଯିବ। ପରେ ଶନିବାର ଓ ରବିବାର ଦୁଇ ଦିନ ଧରି ବାହୁଡ଼ା ରଥଯାତ୍ରା ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?