Posted inଖେଳ

ଦ୍ୱିଶତକ କରିବାରେ ଯଶସ୍ବୀ ସର୍ବକନିଷ୍ଠ

ବେଙ୍ଗାଲୁରୁ,୧୬୧୦- ମୁମ୍ବାଇ ଟିନଏଜର ଯଶସ୍ବୀ ଜୈସ୍ବାଲ ଏଠାରେ ବୁଧବାର ଖେଳାଯାଇଥିବା ଝାଡ଼ଖଣ୍ଡ ବିପକ୍ଷ ବିଜୟ ହଜାରେ ଟ୍ରଫିର ମ୍ୟାଚ୍ରେ ଦ୍ୱିଶତକ କରି ରେକର୍ଡ ବୁକ୍ରେ ସ୍ଥାନ ପାଇଛନ୍ତି ପ୍ରଥମ ଶ୍ରେଣୀ କ୍ରିକେଟରେ ଦ୍ୱିଶତକ କରିବାରେ ସେ ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ ପ୍ରଥମ ଥର ବିଜୟ ହଜାରେ ଟ୍ରଫିରେ ଖେଳୁଥତ୍ବା ୧୭ ବର୍ଷୀୟ ଯଶସ୍ବୀ ୧୫୪ ବଲର ସମ୍ମୁଖୀନ ହୋଇ ୨୦୪ ରନ୍ କରିଛନ୍ତି ତାଙ୍କର ବିସ୍ଫୋରକ ଇନିଂସରେ ୧୨ ଛକା ଓ ୧୭ ଚୌକା ସାମିଲ ଥତ୍ଲା ଝାଡ଼ଖଣ୍ଡ ବୋଲିଂ ଲାଇନଅଫ୍ରେ ବରୁନ ଅାରୋନ ଓ ଶାହବାଜ ନଦୀମଙ୍କ ଭଳି ବୋଲର ଥତ୍ଲେ ଓପନରଙ୍କ ଦ୍ୱିଶତକ ଓ ଅଧତ୍ନାୟକ ଅାଦିତ୍ୟ ତାରେଙ୍କ ୭୮ ରନ୍ର ଇନିଂସ ବଳରେ ମୁମ୍ବାଇ ଧାଯର୍ୟ ୫୦ ଓଭରରେ ୩ ଉଇକେଟ ହରାଇ ୩୫୮ ରନ୍ କରିଥତ୍ଲା ଜବାବରେ ଝାଡ଼ଖଣ୍ଡ ଦଳ ୪୬.୪ ଓଭରରେ ୩୧୯ ରନ୍ରେ ଅଲଅାଉଟ୍ ହୋଇଯାଇଥତ୍ଲା ଦଳ ପାଇଁ ବିରାଟ ସିଂ ୧୦୦ ଓ ସୌରଭ ତିଓ୍ବାରୀ ୭୭ ରନ୍ କରିଥତ୍ଲେ ଉଲ୍ଲେଖଥାଉ କି, ଗତ ସପ୍ତାହରେ କେରଳର ସଞ୍ଜୁ ସାମସନ ୨୧୨ ରନ୍ର ଅପରାଜିତ ଦ୍ୱିଶତକୀୟ ଇନିଂସ ଖେଳିଥତ୍ଲେ


Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri