‘ଦ ଜୋୟା ଫ୍ୟାକ୍ଟର’ ଫିଲ୍ମ ଟ୍ରେଲରକୁ ପ୍ରଶଂସା କଲେ ସଚିନ ତେନ୍ଦୁଲକର

ଅଭିନେତ୍ରୀ ସୋନମ କପୁରଙ୍କ ଅଭିନୀତ ‘ଦ ଜୋୟା ଫ୍ୟାକ୍ଟର’ ଫିଲ୍ମର ଟ୍ରେଲର ରିଲିଜ୍‌ ହୋଇଯାଇଛି। ଏହି ଫିଲ୍ମଟି କ୍ରିକେଟ ଏବଂ ଭାଗ୍ୟ ଉପରେ ଆଧାରିତ ହୋଇଥିବାରୁ ଫିଲ୍ମର ଟ୍ରେଲର ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ପସନ୍ଦ ଆସିଛି। ସେ ଫିଲ୍ମର ଟ୍ରେଲରକୁ ପ୍ରଶଂସା କରିବା ସହ ସୋନମ କପୁର ଏବଂ ଦୁଲକର ସଲମାନଙ୍କ ଅଭିନୟକୁ ମଧ୍ୟ ତାରିଫ୍‌ କରିଛନ୍ତି। ସଚିନଙ୍କ ପୂର୍ବରୁ ବିରେନ୍ଦ୍ର ସେହଓ୍ବାଗ୍‌ ମଧ୍ୟ ଫିଲ୍ମର ଟ୍ରେଲରକୁ ମଜାଦାର ବୋଲି କହିଥିଲେ। ଅଭିଷେକ ଶର୍ମାଙ୍କ ନିର୍ଦ୍ଦେଶିତ ଫିଲ୍ମରେ ଜୋୟା ଭୂମିକାରେ ଅବତ୍ତୀର୍ଣ୍ଣ ହୋଇଛନ୍ତି ସୋନମ। ଗୋଟିଏ ଇନିଂଶ ଯୋଗୁ ଜଣେ କ୍ରିକେଟର ଭାଗ୍ୟ କେମିତି ବଦଳିଯାଏ ତାହା ଉପରେ ର୍ନିମିତ ହୋଇଛି। ଫିଲ୍ମରେ ବିରାଟ କୋହଲି ଭଳି ଅବିକଳ ଦେଖାଯାଉଥିବା ଗୌରବ ଆରୋଡା ବିରାଟ କେହଲିଙ୍କ ଭୂମିକାରେ ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୁନାଲ ପାଣ୍ଡ୍ୟା କରୋନା ପଜିଟିଭ୍‌: ଭାରତ-ଶ୍ରୀଲଙ୍କା ଦ୍ୱିତୀୟ ଟି-୨୦ ସ୍ଥଗିତ

କଲମ୍ବୋ,୨୭।୭: ମଙ୍ଗଳବାର ଖେଳାଯିବାକୁ ଥିବା ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟି -୨୦ ମ୍ୟାଚ ସ୍ଥଗିତ ରଖାଯାଇଛି। ଭାରତୀୟ କ୍ରିକେଟର କ୍ରୁନାଲ ପାଣ୍ଡ୍ୟା କରୋନା...

ଇଣ୍ଡିଆନ ସୁପର ଲିଗ୍‌: ମୁମ୍ବାଇ- ଏଟିକେ ଫାଇନାଲ

ମାର୍ଗାଓ,୧୦।୩: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଚଳିତ ସପ୍ତମ ସଂସ୍କରଣ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲରେ ମୁମ୍ବାଇ ସିଟି ଏଫ୍‌ସି ଓ...

ବାବା କି ଢାବାରେ ପହଞ୍ଚିଲେ ବଲିଉଡ୍‌ ଷ୍ଟାର୍‌

ଗତ କିଛିଦିନ ହେବ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ୍‌ ହୋଇଛି ‘ବାବା କା ଢାବା’। ସୋସିଆଲ ମିଡିଆରେ ‘ବାବା କି ଢାବା’କୁ ନେଇ ଚର୍ଚ୍ଚା ହେବା...

ଭାଇଜାନଙ୍କୁ ବିବାହ କରିବାକୁ ଚାହାନ୍ତି ପାକିସ୍ତାନର ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ ଅର୍ଥାତ ଭାଇଜାନ୍‌ଙ୍କୁ କିଏ ବା ପସନ୍ଦ ନ କରେ। ଆଜିବି ତାଙ୍କ ଫିଲ୍ମକୁ ଦର୍ଶକ ପାଗଳ ଭଳିି ଅପେକ୍ଷା କରି...

ପାକିସ୍ତାନରୁ ଡେଭିସ୍‌ କପ୍‌ ମ୍ୟାଚ୍‌ ସ୍ଥାନାନ୍ତର କରିବାକୁ ଭାରତର ଅନୁରୋଧ

ନୂଆଦିଲ୍ଲୀ,୧୧।୮: ପାକିସ୍ତାନରେ ଆୟୋଜିତ ହେବାକୁ ଥିବା ଡେଭିସ୍‌ କପ୍‌ ମ୍ୟାଚ୍‌ ସ୍ଥାନାନ୍ତର ପାଇଁ ଏବେ ଅଲ ଇଣ୍ଡିଆ ଟେନିସ ଆସୋସିଏଶନ (ଏଆଇଟିଏ) ଅନ୍ତର୍ଜାତୀୟ ଟେନିସ ଫେଡେରେଶନ (ଆଇଟିଏଫ୍‌)କୁ...

ମା’ଙ୍କ ମୃତ୍ୟୁରେ ଭାଙ୍ଗି ପଡିଲେ ଅକ୍ଷୟ

ଅକ୍ଷୟ କୁମାରଙ୍କ ମା ଅରୁଣା ଭାଟିଆଙ୍କ ଦେହାନ୍ତ ହୋଇଛି। ବୁଧବାର ସକାଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଏହି ଦୁଃଖଦ ଖବର ବିଷୟରେ ଅକ୍ଷୟ...

ପ୍ରଭାସଙ୍କ ବିପକ୍ଷରେ ଅନୁଷ୍କା

ବମ୍ବେ: ସାଉଥ୍‌ର ମେଗା ବଜେଟ୍‌ ଫିଲ୍ମରେ ନଜର ଆସିବେ ଅଭିନେତ୍ରୀ ଅନୁଷ୍କା ଶର୍ମା। ନିର୍ଦ୍ଦେଶକ ଓମ୍‌ ରାଉତଙ୍କ ‘ଆଦିପୁରୁଷ’ରେ ସେ ନାୟିକା ସାଜିବେ। ତାଙ୍କ ଚରିତ୍ରର...

ଜୁନିୟର ହକି ବିଶ୍ୱକପ୍‌ ଭେନ୍ୟୁ ଦୌଡ଼ରେ ଭୁବନେଶ୍ୱର

ନୂଆଦିଲ୍ଲୀ,୧୪।୯: ଚଳିତ ବର୍ଷ ନଭେମ୍ବର ୨୫ରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଭାରତରେ ଆୟୋଜନ ହେବାକୁ ଯାଉଛି ଜୁନିୟର ପୁରୁଷ ହକି ବିଶ୍ୱକପ୍‌। କିନ୍ତୁ ଏହି...

Advertisement
Archives

Model This Week