ଦ ଲାୟନ କିଙ୍ଗ୍‌: ପୁଅ ଆର୍ଯ୍ୟନ୍‌ଙ୍କ ପାଇଁ ଶାହରୁଖ୍‌ଙ୍କୁ ୨ ଥର କରିବାକୁ ପଡ଼ିଲା ଡବିଂ

କିଙ୍ଗ୍‌ ଖାନ୍‌ ଶାହରୁଖ୍‌ ଏବଂ ତାଙ୍କ ପୁଅ ଆର୍ଯ୍ୟନ୍‌ ହଲିଉଡ୍‌ ଫିଲ୍ମ ‘ଦ ଲାୟନ କିଙ୍ଗ୍‌’ର ହିନ୍ଦୀ ଡବିଂ ପାଇଁ ସ୍ବର ଦେଇଛନ୍ତି। ଇତିମଧ୍ୟରେ ଫିଲ୍ମର ଟିଜର୍‌ ମଧ୍ୟ ସମ୍ମୁଖକୁ ଆସିସାରିଛି। ହେଲେ ଫିଲ୍ମରେ ଆର୍ଯ୍ୟନ୍‌ଙ୍କ ସକାଶେ ଶାହରୁଖ୍‌ଙ୍କୁ ଗୋଟିଏ ସିନ୍‌ ପାଇଁ ୨ ଥର ଡବିଂ କରିବାକୁ ପଡ଼ିଥିଲା। ଶାହରୁଖ୍‌ କୁହନ୍ତି, ମୋର ଏବଂ ଆର୍ଯ୍ୟନ୍‌ର ସ୍ବର ଏକାପରି ଲାଗୁଥିବା ଥିଏଟରର ସମସ୍ତ ସଦସ୍ୟ କହିଥିଲେ। ଏଥିପାଇଁ ମୋତେ ଆଉ ଥରେ ଉକ୍ତ ଦୃଶ୍ୟର ଡବିଂ କରିବାକୁ ପଡ଼ିଥିଲା। ଆର୍ଯ୍ୟନ୍‌ର ସ୍ବର ମୋ ସ୍ବର ସହ ଏତେମାତ୍ରାରେ ମିଶୁଛି, ତାହା ମୁଁ କେବେହେଲେ ଭାବି ନ ଥିଲି ବୋଲି ଶାହରୁଖ୍‌ କହିଛନ୍ତି।
ଦ ଲାୟନ କିଙ୍ଗ୍‌ରେ ମୁଫାସା(ବାପା) ଚରିତ୍ରରେ ଶାହରୁଖ୍‌ କଣ୍ଠଦାନ କରିଥିବା ବେଳେ ସିମ୍ବା ଚରିତ୍ରରେ ପୁଅ ଆର୍ଯ୍ୟନ୍‌ କଣ୍ଠଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଗ୍‌ବସ ୧୩ରେ ସଲମାନଙ୍କ ସହ ହୋଷ୍ଟ କରିବେ ଏହି ଦୁଇ ଅଭିନେତ୍ରୀ

କ୍ୟାଟ୍ରିନା ଏବଂ ସଲମାନଙ୍କ ଯୋଡ଼ିକୁ ଦର୍ଶକ ବହୁ ପସନ୍ଦ କରିଥାନ୍ତି। ସେ ବଡ଼ପରଦା ହେଉ କି ଛୋଟପରଦା। ଏହି ଯୋଡ଼ି ଯେତେବେଳେ ପରଦା ଉପରକୁ ଆସିଥାନ୍ତି...

ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲା ତାଙ୍କ ସ୍କୁଲ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ କେହି ସହଜରେ ଗ୍ରହଣ କରିପାରୁନାହାନ୍ତି। ବିଶେଷକରି ତାଙ୍କ ପ୍ରଶଂସକ ଏବଂ କିଛି ଫିଲ୍ମ କଳାକାର ଆଦୌ...

ସୋନୁ ସୁଦଙ୍କ ନାଁରେ ଏଫ୍‌ଆଇଆର୍‌

ମୁମ୍ବାଇ: କରୋନା ଲକ୍‌ଡାଉନ ସମୟରେ ପ୍ରବାସୀଙ୍କ ପାଇଁ ଦେବଦୂତ ସାଜିଥିବା ବଲିଉଡ୍ ଅଭିନେତା ସୋନୁ ସୁଦଙ୍କ ନାଁରେ ଏଫ୍‌ଆଇଆର୍ ଦିଆଯାଇଛି । ଏକ ୬ ମହଲା...

ଅମିତ ଶାହଙ୍କୁ ଟିପ୍ସ ଦେଲେ ଅକ୍ଷୟ କୁମାର, ସନ୍ଧ୍ୟା ୬.୩୦ ପରେ ଖାଦ୍ୟ ଖାଆନ୍ତୁ ନାହିଁ

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜ ଫିଟ୍‌ନେସ୍‌ ଉପରେ ସର୍ବଦା ଧ୍ୟାନ ଦିଅନ୍ତି। ଠିକ୍‌ ସମୟରେ ଖାଇବା ଏବଂ ଶୋଇବାକୁ ନେଇ ସେ ବେଶ୍‌ ସତର୍କ...

କେଏଲ୍‌ ରାହୁଲଙ୍କୁ ଡେଟ୍‌ କରୁଥିବା କଥାକୁ ଅସ୍ବୀକାର କଲେ ସୋନଲ୍‌

ମୁମ୍ବାଇ: ବଲିଉଡ ନାୟିକାଙ୍କ ସହ ଭାରତୀୟ କ୍ରିକେଟ ଦଳର ଖେଳାଳୀଙ୍କ ସମ୍ପର୍କ କଥା କିଛି ନୂଆ ନୁହେଁ। ଅନୁଷ୍କା ଶର୍ମା-ବିରାଟ କୋହଲୀ, ସାଗରିକା ଘାଟକେ-ଜାହୀର ଖାନ୍‌,...

‘ଓ୍ବାର’ର ଟ୍ରେଲର ରିଲିଜ୍‌

ମୁମ୍ବାଇ: ଅଭିନେତା ହ୍ରିତିକ୍‌ ରୋଶନ ଓ ଟାଇଗର ଶ୍ରଫଙ୍କ ଭିତରେ ଏବେ ଓ୍ବାର ଆରମ୍ଭ ହୋଇଯାଇଛି। ଅର୍ଥାତ୍‌ ବଲିଉଡ୍‌ର ଆକ୍ସନ ଷ୍ଟାର ହ୍ରିତିକ୍‌ ଓ ଟାଇଗରଙ୍କ...

ମହିଳା କ୍ରିକେଟରଙ୍କ ବାୟୋପିକ୍‌ରେ କାମ କରିବେ ଅନୁଷ୍କା!

ମୁମ୍ବାଇ: ବଲିଉଡ୍‌ ନାୟିକା ଅନୁଷ୍କା ଶର୍ମା ବିବାହ ପରଠାରୁ ବଡ ପରଦାରୁ ଏକ ପ୍ରକାର ଦୂରେଇ ଯାଇଛନ୍ତି କହିଲେ ଚଳେ। କିଛି ବର୍ଷ ପରେ ଏହି...

ଖୁବ୍‌ଶୀଘ୍ର ବାଜିବ ସାହାନାଇ: ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: ବିବାହ କରିବାକୁ ଯାଉଛନ୍ତି ଲୋକପ୍ରିୟ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ। ପ୍ରେମିକ ବିକ୍କି ଜୈନଙ୍କ ସେ ହାତ ଧରିବେ। ଦୀର୍ଘ ୩ ବର୍ଷ ଧରି ଉଭୟ...

Advertisement


Archives

Model This Week

Why Dharitri