ଧକ୍‌ ଧକ୍‌ ଗର୍ଲ ୫୨ ବର୍ଷରେ କଲେ ପଦାର୍ପଣ

ମୁମ୍ବାଇ, ୧୫।୫: ବଲିଉଡ୍‌ ଅଭିନେତ୍ରୀ ମାଧୁରୀ ଦୀକ୍ଷୀତ୍‌ ବୁଧବାର ୫୨ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୫ ମେ ୧୫ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ୧୯୮୪ରେ ଫିଲ୍ମ ଅବୋଧରେ ଅଭିନୟ କରି ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ନିଜ ଡ୍ର଼୍ୟାନ୍ସ ପାଇଁ ବେଶ୍‌ ପ୍ରସିଦ୍ଧି ହାସଲ କରିଥିଲେ। ସେ ଏଥିରେ ୮ ବର୍ଷ ଧରି ଟ୍ରେନିଂ ମଧ୍ୟ ନେଇଥିଲେ। ଏକ ଦୋ ତିନ୍‌… ଗୀତରେ ମାଧୁରୀଙ୍କ ଡ୍ୟାନ୍ସ ବଲିଉଡ୍‌ରେ ହଇଚଇ ସୃଷ୍ଟି କରିଥିଲା। ଏହା ତାଙ୍କ ପଛରେ ଫିଲ୍ମ ନିର୍ମାତାଙ୍କ ଲମ୍ବା ଲାଇନ୍‌ ଲାଗିଯାଇଥିଲା। ୧୯୯୯ରେ ମାଧୁରୀ ଡାକ୍ତର ଶ୍ରୀରାମ ମାଧବ ନେନେଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ୬ ବର୍ଷ ପରେ ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ଅଭିନୟ ସହିତ ଦର୍ଶକଙ୍କ ହୃଦୟରେ ଏକ ଭିନ୍ନ ସ୍ଥାନ ସୃଷ୍ଟି କରିଛନ୍ତି ଅଭିନେତ୍ରୀ ଇଶିତା ଦତ୍ତ। ଦୃଶ୍ୟମ୍‌-୨ରେ ନିଜ ଅଭିନୟର ଯାଦୁ ଦେଖାଇଥିବା ଇଶିତା ପ୍ରଶଂସକଙ୍କୁ...

ରାକେଶ ମାରିଆଙ୍କ ବାୟୋପିକ ନିର୍ମାଣ କରିବେ ରୋହିତ ସେଟ୍ଟି

ମୁମ୍ବାଇ: ସିଂଘମ, ଚେନ୍ନାଇ ଏକ୍ସପ୍ରେସ ଓ ବ୍ଲକବଷ୍ଟର ହିଟ ଗୋଲମାଲ ଫ୍ରାଞ୍ଚାଇଜର ନିର୍ଦ୍ଦେଶକ ରୋହିତ ସେଟ୍ଟି ପୂର୍ବତନ ପୋଲିସ କମିଶନର ରାକେଶ ମାରିଆଙ୍କ ବାୟୋପିକ୍ ନିର୍ମାଣ...

୭ ବର୍ଷ ଚାଲିଥିଲା ପ୍ରେମ ସମ୍ପର୍କ; ହଠାତ୍‌ ଅଲଗା ହୋଇ ଚମକାଇଥିଲେ ଏହି ଲୋକପ୍ରିୟ ଯୋଡ଼ି; ଏବେ ପରସ୍ପରର…

ବମ୍ବେ: ଏକଦା ଅଭିନେତ୍ରୀ ଆଶା ନେଗି ଏବଂ ଅଭିନେତା ରିତ୍ୱିକ ଧନଜାନୀ ଟେଲି ପରଦାର ଲୋକପ୍ରିୟ ଯୋଡ଼ି ଥିଲେ। ଉଭୟଙ୍କ ପ୍ରେମସମ୍ପର୍କ ଗଣମାଧ୍ୟମର ଶିରୋନାମା ପାଲଟୁଥିଲା।...

ଇଦ୍‌ରେ ଶୈଫ ବନିଲେ ରୋଷେୟା

ମୁମ୍ବାଇ: ଦେଶରେ କରୋନା ଭାଇରସ ଯୋଗୁ ଲକ୍‌ଡାଉନ ଚାଲିଥିବାରୁ ଏଥର ଇଦ୍‌ ପର୍ବ ସମାନ୍ୟ ଫିକା ପଡିଯାଇଛି। ବିଶେଷ ଭାବେ ମାୟାନଗରୀରେ ସେଲିବ୍ରିଟିମାନେ ନିଜ ନିଜ...

ଗ୍ରାମୀ ପୁରସ୍କାର ବିଜେତାଙ୍କ ପରଲୋକ

କିମ୍ବଦନ୍ତୀ ସଙ୍ଗୀତ ନିର୍ଦ୍ଦେଶକ ବର୍ଟ ବାଚାରାଚଙ୍କ ୯୪ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କେବଳ ଗ୍ରାମି ନୁହେଁ ଓସ୍କାର ମଧ୍ୟ ଜିତିଛନ୍ତି। ସେ ହିଟ...

୨୬୦ କୋଟିର ପ୍ରାଇଭେଟ୍‌ ଜେଟ୍‌, ୮୦ କୋଟି ବଙ୍ଗଳାର ମାଲିକ ହେଉଛନ୍ତି ବଲିଉଡ୍‌ର ଏହି ଅଭିନେତା: ମୋଟ ସମ୍ପତ୍ତିର ମୂଲ୍ୟ ହଜାରେ କୋଟିରୁ ଅଧିକା

ବଲିଉଡ୍‌ର ଖିଲାଡି କିଙ୍ଗ ଭାବେ ପରିଚିତ ଅକ୍ଷୟ କୁମାରଙ୍କର ଆଜି ଜନ୍ମଦିନ। ୧୯୬୭ ସେପ୍ଟେମ୍ବର ୯ରେ ଅମୃତସରରେ ଅକ୍ଷୟ ଜନ୍ମଗ୍ରହଣ କରିଥିଲେ। ଏହି ଖାସ୍‌ ଦିନ...

ଦିଶାଙ୍କ ପ୍ରତି ଫଟୋ-ଭିଡିଓରେ କମେଣ୍ଟ କରନ୍ତି ଟାଇଗରଙ୍କ ପରିବାର ସଦସ୍ୟ

ମୁମ୍ବାଇ: ବଲିଉଡ୍‌ ନାୟିକା ଦିଶା ପାଟନି ତାଙ୍କ ବୋଲ୍ଡ ନେସ୍‌ ପାଇଁ ବେଶ୍‌ ପରିଚିତ। ଫିଲ୍ମ କୁହନ୍ତୁ ଅବା ସୋସିଆଲ ମିଡିଆ ତାଙ୍କ ବୋଲ୍ଡ ଫଟୋ...

ଲତାଙ୍କ ଦେହାନ୍ତ ଗୁଜବ

ନୂଆଦିଲ୍ଲୀ,୧୯ା୧୧: ଭାରତରତ୍ନ ଲତା ମଙ୍ଗେସ୍‌କରଙ୍କ ଦେହାନ୍ତ ହୋଇଥିବା ନେଇ ଗୁଜବ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ହେଲେ ଲତା ସମ୍ପୂର୍ଣ୍ଣ ସୁସ୍ଥ ଥିବା ପରିବାର...

Advertisement
Archives

Model This Week