Posted inଜାତୀୟ

ଧନତେରାସ୍‌ରେ ଲକ୍ଷେ ୩୦ ହଜାର ସରକାରୀ କର୍ମଚାରୀଙ୍କ ଜମାଖାତାକୁ ଗଲାନି ଦରମା: ଆଇଏମ୍‌ଏଫ୍‌ଏସ୍‌ ସର୍ଭର ଡାଉନ୍‌

ଭୋପାଳ,୨୬।୧୦: ଧନତେରାସ୍‌ରେ ମଧ୍ୟପ୍ରଦେଶର ଲକ୍ଷେ ୩୦ ହଜାର ସରକାରୀ କର୍ମଚାରୀଙ୍କ ଜମା ଖାତାକୁ ଅକ୍ଟୋବର ମାସର ଦରମା ଯାଇ ପାରିନି। ସରକାରଙ୍କ ତାଗିଦ୍‌ ସତ୍ତ୍ୱେ ଏହା ସମ୍ଭବ ହୋଇ ପାରି ନାହିଁ। ଆଇଏମ୍‌ଏଫ୍‌ଏସ୍‌ ସର୍ଭର ଡାଉନ୍‌ ରହିବା ଯୋଗୁ ଦରମା ଜମାଖାତାକୁ ଯାଇ ପାରି ନ ଥିବା କୁହାଯାଉଛି। ଫଳରେ ମାତ୍ର ୫୦ ପ୍ରତିଶତ କର୍ମଚାରୀଙ୍କ ଖାତାରେ ଦରମା ଜମା ହୋଇପାରିଛି। ଶୁକ୍ରବାର ଦରମା ଖାତାକୁ ଯାଇ ନ ଥିବାବେଳେ ଶନିବାର ଏହା ହେବ ବୋଲି କୁହାଯାଉଛି। ତେବେ ସର୍ଭରରେ ଦରମା ଜମା ସମୟରେ ପ୍ଲିଜ୍‌ ଓ୍ବେଟ୍‌ ଲେଖା ହେଉଥିବା ଅର୍ଥ ବିଭାଗ ପକ୍ଷରୁ ସଫେଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା…

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଆନ୍ତଃଜିଲା ବାଇକ ଚୋରି ର଼୍ୟାକେଟ୍‌ର ପର୍ଦ୍ଦାଫାଶ, ୭ ଗିରଫ

ରିଷିଡା ୧୭।୬: (ସୁଶାନ୍ତ ମଲ୍ଲିକ): ମ.ରାମପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଆନ୍ତଃ ଜିଲା ବାଇକଚୋରି ର଼୍ୟାକେଟ ବର୍ତ୍ତମାନ ପୋଲିସ ହାତରେ । ଦୀର୍ଘଦିନ ଧରି…

ସ୍ବାଧୀନତାର ୭୮ ବର୍ଷ ପରେ ବି ଅନ୍ଧାରରେ ଗ୍ରାମବାସୀ: ଦେଲେ ଏଭଳି ଚେତାବନୀ, ବିଜୁଳି ନ ମିଳିଲେ …

ଥୁଆମୁଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୁଳ ରାମପୁର ବ୍ଲକ ଅଧୀନସ୍ଥ ‘ତୁମୋନୀଖୋଲ’ ଗ୍ରାମକୁ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri