ଧନୀ ମନ୍ଦିରଗୁଡ଼ିକ ସୁନା ଦାନ କରନ୍ତୁ କହି ଟ୍ରୋଲ୍‌ ହେଲେ ଫିଲ୍ମନିର୍ମାତା

ବମ୍ବେ: ସାରା ବିଶ୍ୱ ଏବେ କରୋନା କବଳରେ। ପ୍ରତ୍ୟେହ ହଜାର ହଜାର ସଂଖ୍ୟାରେ ଲୋକ ଏଥିରେ ପ୍ରାଣ ହରାଉଛନ୍ତି। ଭାରତରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାର ମୁକାବିଲା ଲାଗି ଲକ୍‌ଡାଉନ୍‌ ଜାରି ରହିଥିବାରୁ ଲୋକମାନେ ଖାଦ୍ୟ ବିନା ଆଉଟୁପାଉଟୁ ହେଉଥିବା ନଜରକୁ ଆସୁଛି। ବିଶେଷକରି ଖଟିଖିଆ ତଥା ଶ୍ରମିକ ଶ୍ରେଣୀୟ ଲୋକେ ଏଥିରେ ପ୍ରଭାବିତ ହେଉଛନ୍ତି। ଏଭଳିସ୍ଥିତିରେ ସରକାରଙ୍କୁ ଅନେକେ ସହଯୋଗର ହାତ ବଢ଼ାଉଛନ୍ତି। ହେଲେ ଦେଶର ଧନୀ ମନ୍ଦିରଗୁଡ଼ିକ ଏହି ସମୟରେ ଗଚ୍ଛିତ ନବେ ପ୍ରତିଶତ ସୁନା ଦାନ କରନ୍ତୁ ବୋଲି ମତ ପ୍ରକାଶ କରିଛନ୍ତି ଫିଲ୍ମ ନିର୍ମାତା ସୁଭାଷ ଘାଇ।

ସୁଭାଷ ଏକ ଟୁଇଟ୍‌ କରି କହିଛନ୍ତି, ଭଗବାନଙ୍କ ମନ୍ଦିର ଯିବା ପାଇଁ ଏହା ଠିକ୍‌ ସମୟ ନୁହେଁ କି? ଯେତେସବୁ ଧନୀ ମନ୍ଦିର ରହିଛି ଏବଂ ଯେଉଁମାନଙ୍କ ପାଖରେ ପର୍ଯ୍ୟାପ୍ତ ସୁନା ମହଜୁଦ ଅଛି। ସେମାନେ ଆଗକୁ ଆସି ସରକାରଙ୍କୁ ନିଜର ନବେ ପ୍ରତିଶତ ସୁନା ଦିଅନ୍ତୁ। ଏହାଦ୍ୱାରା ଗରିବ ଲୋକମାନଙ୍କର କଷ୍ଟ ଦୂର ହୋଇପାରିବ। ଭଗବାନଙ୍କୁ ଦେଖି ସବୁ ଲୋକ ମଧ୍ୟ ସେସବୁ ଦାନ କରିଛନ୍ତି। ଏହାଛଡ଼ା ଟୁଇଟ୍‌ରେ ସେ ପ୍ରଧାନମନ୍ତ୍ରୀଙ୍କ ଅଫିସକୁ ଟ୍ୟାଗ୍‌ କରିଥିବା ଦେଖାଯାଇଛି।

ସୁଭାଷଙ୍କ ଏହି ଟୁଇଟକୁ କିଛି ଲୋକ ପସନ୍ଦ କରୁଥିବା ବେଳେ ଅନେକେ ଏହାକୁ ବିରୋଧ କରି ଟ୍ରୋଲ୍‌ କରିଛନ୍ତି। ସେ ନିଜେ ଦାନ କରିବା ଉଚିତ୍‌। ଏପରିକି ଏହାକୁ ନେଇ ସେ ରାଜନୀତି କରନ୍ତୁ ନାହିଁ ବୋଲି ଟ୍ରୋଲର୍‌ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ୟାଲେଣ୍ଟାଇନ୍‌ ଡେ’ର ଦିନକ ପୂର୍ବରୁ ଏକା ହୋଇଗଲେ ହ୍ରିତିକ୍‌! ସବାଙ୍କ ସହ ବ୍ରେକ୍‌ଅପ୍‌ ନେଇ…

ମୁମ୍ବାଇ: ବଲିଉଡର ‘ଗ୍ରୀକ ଗଡ୍‌’ ହ୍ରିତିକ ରୋଶନ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଏହା ପଛରେ ରହିଛି ତାଙ୍କର ଏକ ରହସ୍ୟମୟ ସୋସିଆଲ ମିଡିଆ ପୋଷ୍ଟ ।…

ରଣବୀର ସିଂହଙ୍କୁ ହତ୍ୟା ନୁହେଁ, ଏମିତି ଧମକ ଦେଲେ ବିଷ୍ନୋଇ ଗ୍ୟାଙ୍ଗ, କହିଲେ..

ମୁମ୍ବାଇ,୧୩।୨: ଚଳଚ୍ଚିତ୍ର ନିର୍ମାତା ରୋହିତ ଶେଟ୍ଟୀଙ୍କ ଘର ବାହାରେ ଗୁଳିକାଣ୍ଡ ପରେ, ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ ବଲିଉଡ ଅଭିନେତା ରଣବୀର ସିଂହ ଏବଂ ରୋହିତ ଶେଟ୍ଟୀଙ୍କୁ ଏକ…

ଚମତ୍କାର ଅଭିନୟ ପରେ MBBS ଡିଗ୍ରୀ ହାସଲ କଲେ ଏହି ଅଭିନେତ୍ରୀ: ଚାରିଆଡ଼ୁ ପ୍ରଶଂସା

‘ପୁଷ୍ପା-୨’ର ଆଇଟମ ଗୀତଟି ବହୁତ ହିଟ ହୋଇଥିଲା। ଏଥିରେ ଅଭିନୟ କରିଥିବା ନାୟିକା ରାତାରାତି ନ୍ୟାଶନାଲ କ୍ରଶ୍‌ ପାଲଟିଯାଇଥିଲେ। ଏହି ସୁନ୍ଦରୀ ଆଉ କେହି ନୁହଁନ୍ତି, ସେ…

ଉଦିତ ନାରାୟଣଙ୍କ ପ୍ରଥମ ପତ୍ନୀଙ୍କ ବଡ଼ ଖୁଲାସା, ଜୋରଜବରଦସ୍ତ ଗର୍ଭପାତ…

ନୂଆଦିଲ୍ଲୀ,୧୨ା୨: ପ୍ରସିଦ୍ଧ ବଲିଉଡ୍ ପ୍ଲେବ୍ୟାକ୍ ଗାୟକ ଉଦିତ ନାରାୟଣ ପୁଣି ଥରେ ବିବାଦରେ ଫସିଛନ୍ତି । ତାଙ୍କ ପ୍ରଥମ ପତ୍ନୀ ରଞ୍ଜନା ବିହାରର ସୁପୌଲ ଜିଲାର ମହିଳା…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି।…

ରାଜପାଲ ଯାଦବଙ୍କୁ ସହାୟତାର ହାତ ବଢ଼ାଇଲେ ସଲମାନ ଓ ଅଜୟ, ଗୁରୁବାର ଜାମିନ ଶୁଣାଣି

ମୁମ୍ବାଇ,୧୧।୨: ବିଷଣ ଆର୍ଥିକ ସଂକଟରେ ଫସିଥିବା ରାଜପାଲ ଯାଦବଙ୍କୁ ସହଯୋଗ ପାଇଁ ଆଗେଇ ଆସିଛି ବଲିଉଡ। ଚେକ୍-ବାଉନ୍ସ ମାମଲାରେ ୬ ମାସର ଜେଲ ଦଣ୍ଡାଦେଶ ପରେ ଗତ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri