Posted inଜାତୀୟ

ଧନୀ ଶିଳ୍ପପତିଙ୍କୁ ସନ୍ତୁଷ୍ଟ କରିବା ଲାଗି ଗରିବଙ୍କ ପେଟରେ ଲାତ ମାରୁଛି ଭାଜପା: ପ୍ରିୟଙ୍କା

ନୂଆଦିଲ୍ଲୀ,୨।୧୨: ଟେଲିକମ୍‌ କମ୍ପାନୀଗୁଡ଼ିକ ଇଣ୍ଟରନେଟ୍‌ ତଥା କଲ୍‌ ରେଟ୍‌ ବଢ଼ାଇଛନ୍ତି। ଏହାକୁ ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାଜପା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଧନୀ ଶିଳ୍ପପତିଙ୍କୁ ସନ୍ତୁଷ୍ଟ କରିବା ଲାଗି ଭାଜପା ସରକାର ଗରିବଙ୍କ ପେଟରେ ଲାତ ମାରୁଥିବା ସେ ଅଭିଯୋଗ କରିଛନ୍ତି। ଦେଶର ୧୨୦ କୋଟି ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ଏହା ଦ୍ୱାରା ପ୍ରଭାବିତ ହେବ ବୋଲି ସେ କହିଛନ୍ତି। ଦେଶରେ ଇଣ୍ଟରନେଟ୍‌ ଏବଂ କଲ୍‌ ରେଟ୍‌ ଶସ୍ତା କରିବା ପାଇଁ ଭାଜପା ଗତ ୬ ବର୍ଷ ଧରି କହିବୁଲୁଥିଲା। ଏବେ ଏହାର ପର୍ଦ୍ଦାଫାଶ୍‌ ହୋଇଥିବା ପ୍ରିୟଙ୍କା କହିଛନ୍ତି। ୧୯୯୯ଠାରୁ ପ୍ରଥମ ଥର ପାଇଁ ଟେଲିକମ୍‌ କ୍ଷେତ୍ରରେ ୩୦ରୁ ୩୫ ପ୍ରତିଶତ ପର୍ଯ୍ୟନ୍ତ ଟାରିଫ୍‌ ପ୍ରାଇସ୍‌ ଭାଜପା ସରକାର ବଢ଼ାଇଥିବା ପ୍ରିୟଙ୍କା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଟେନସା/ବଣାଇଁ,୧୧।୪(ସମୀର କୁମାର ପାଢ଼ୀ/ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri