Posted inଜାତୀୟ

ଧନୁଷ ତୋପ ସେନାରେ ସାମିଲ୍‌: ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଲା

ନୂଆଦିଲ୍ଲୀ,୧୭।୧୦: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇଁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଧନୁଷ ତୋପକୁ ସେନାରେ ସାମିଲ୍‌ କରାଯାଇଛି। ଏହାକୁ ନେଇ ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଛି। ଏହା ୫୦ କିମିରୁ ଅଧିକ ଦୂର ଲକ୍ଷ୍ୟଭେଦ କରିବାକୁ ସକ୍ଷମ। ଏଥିରେ ବ୍ୟବହାର କରାଯାଉଥିବା ଗାଇଡ଼େଡ୍‌ ଗୋଳା ଭାରତ ଆମେରିକାଠାରୁ କିଣିଛି। ଏଥିରେ ଜେପିଏସ୍‌ ସିଷ୍ଟମ୍‌କୁ ସଂଲଗ୍ନ କରାଯାଇଛି। ଏହାକୁ ଭାରତ-ଚାଇନା ଏବଂ ଭାରତ-ପାକିସ୍ତାନ ସୀମାରେ ମୁତୟନ କରାଯିବାରେ ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯବାନଙ୍କ ବଦାନ୍ୟତା

ବିଜାପୁର,୩୧।୫: ଛତିଶଗଡ଼ ବିଜାପୁରରେ ସିଆର୍‌ପିଏଫ୍‌ କୋବ୍ରା ବାଟାଲିୟନର ଯବାନଙ୍କ ବଦାନ୍ୟତା ଦେଖିବାକୁ ମିଳିଛି। ରାସ୍ତା ସୁବିଧା ନ ଥିବାରୁ ଟ୍ରାକ୍ଟରରୁ ପଡି ଆହତ ହୋଇଥିବା ଜଣେ...

ସରକାର ଗଢ଼ିବାକୁ ମନାକଲା ଭାଜପା

ମୁମ୍ବାଇ,୧୧ା୧୧(ପି.ଟି.): ମହାରାଷ୍ଟ୍ରରେ ସରକାର ଗଢ଼ିବାକୁ ଭାଜପା ରବିବାର ମନା କରିଦେବା ପରେ ରାଜ୍ୟପାଳ ଭଗତ ସିଂ କୋଶୟାରୀ ଦ୍ୱିତୀୟ ବୃହତ୍‌ ଦଳ ଶିବସେନାକୁ ଆମନ୍ତ୍ରଣ କରିଛନ୍ତି।...

ପନିପରିବା-ଫଳ ବିକ୍ରେତାଙ୍କର ହେବ କରୋନା ଟେଷ୍ଟ

ଦୋଡା,୩୧।୫: କରୋନା ଭାଇରସ ସଂକ୍ରମଣ ଧିରେ ବୃଦ୍ଧି ପାଉ ଥିବାରୁ ଏବେ ଏହା ସରକାରଙ୍କ ସମେତ ସାଧାରଣ ଜନତାଙ୍କୁ ମଧ୍ୟ ଚିନ୍ତାରେ ପକାଇ ଦେଇଛି। ଜମ୍ମୁ-କଶ୍ମୀରର...

‘କରୋନା ଭ୍ୟାକ୍ସିନ କରିବ ନପୁସଂକ’ ବିଧାୟକଙ୍କ ଟିପ୍ପଣିର ଉତ୍ତର ଦେଲା ଡିସିଜିଆଇ

ନୂଆଦିଲ୍ଲୀ,୩ ।୧: ଦେଶ ପ୍ରାୟ ୧ ବର୍ଷ ହେବ କରୋନା ମହାମାରୀ ସହ ଲଢି ଚାଲିଥିବା ବେଳେ ରବିବାର ସ୍ୱେଦେଶୀ ଭ୍ୟାକ୍ସିନକୁ ଜରୁରୀକାଳିନ ପରିସ୍ଥିତିରେ ବ୍ୟବହାର...

ଭାଜପା ବିନା ମହାରାଷ୍ଟ୍ରରେ ସରକାର ଗଠନ ଅସମ୍ଭବ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ଏବେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି। ଏହାପରେ ବି ଭାରତୀୟ ଜନତା ପାର୍ଟି(ଭାଜପା) ଚୁପ୍‌ ହୋଇ ବସିନାହିଁ। ଏବେବି ସେ ସରକାର ଗଢିବାର...

ଜାତି ଭିତ୍ତିକ ଜନଗଣନା ଥରେ ହେବା ଆବଶ୍ୟକ: ନୀତୀଶ କୁମାର

ପାଟନା,୨୪ ।୭: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଗୁରୁବାର ପୁଣିଥରେ ଜାତି ଭିତ୍ତିକ ଜନଗଣନାକୁ ନେଇ ବୟାନ ଦେଇଛନ୍ତି । ସେ କହିଛନ୍ତି ଜାତି ଆଧାରିତ...

ଅଭିନେତା ଜଗଦୀପଙ୍କ ପରଲୋକ

ମୁମ୍ବାଇ,୯।୭: ବଲିଉଡ୍‌ର ଜଣାଶୁଣା ଅଭିନେତା ଜଗଦୀପଙ୍କ ମୁମ୍ବାଇରେ ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ପୂର୍ବରୁ ସେ କର୍କଟ ରୋଗରେ ପୀଡ଼ିତ ଥିଲେ।...

କମଲନାଥ ସରକାରଙ୍କୁ ବଞ୍ଚାଇଦେଲା କରୋନା

ଭୋପାଳ,୧୬।୩: ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ବହୁମତ ସାବ୍ୟସ୍ତ କରିବାର ଥିଲା। ହେଲେ ଯାହା ଅନୁମାନ କରାଯାଉଥିଲା ତାହାହିଁ ହେଲା। ଏବେ ସାରା ଦେଶରେ...

Advertisement
Archives

Model This Week