Posted inଜାତୀୟ

ଧନ୍ୟବାଦ ଦେଲେ ମୋଦି

ନୂଆଦିଲ୍ଲୀ,୨୫-୧୦:ମହାରାଷ୍ଟ୍ର ଓ ହରିୟାଣା ନିର୍ବାଚନ ଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇରାଜ୍ୟର ମତଦାତାଙ୍କୁ ଧନ୍ୟବାଦ ଦେଇଛନ୍ତି। ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଏକ ସଭାକୁ ସମ୍ବୋଧିତ କରି ମୋଦି କହିଛନ୍ତି, ମହାରାଷ୍ଟ୍ର ଓ ହରିୟାଣାର ଲୋକେ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଉପରେ ପୁନଃ ଆସ୍ଥା ପ୍ରକଟ କରିଛନ୍ତି। ଉଭୟ ଦେବେନ୍ଦ୍ର ଫଡ୍‌ନବିସ ଓ ମନୋହରଲାଲ ଖଟ୍ଟର ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ ଅଧିକ ଭଲ କାମ କରିବେ। ହରିୟାଣାରେ ସଂଖ୍ୟାଗରିଷ୍ଠତା ନ ମିଳିବା ଅପ୍ରତ୍ୟାଶିତ। ସେହିପରି ମହାରାଷ୍ଟ୍ରରେ ଗତ ୫୦ ବର୍ଷରେ ପ୍ରଥମଥର ପାଇଁ ଜଣେ ମୁଖ୍ୟମନ୍ତ୍ରୀ ପୂରା ୫ ବର୍ଷ ଶାସନ କରିବା ସହ ସ୍ଥିର ସରକାର ଦେଇଥିବା ମୋଦି ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ ଚେତାବନୀ ଦେଲେ ଚାଷୀ: ଟୋକନ ସମସ୍ୟାର ସମାଧାନ ନ ହେଲେ…

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଅନ୍ୟବର୍ଷ ଅପେକ୍ଷା ଏଥର ଧାନବିକ୍ରି ଟୋକନରେ ହୋଇଥିବା ଅନିୟମିତତା ଚାଷୀଙ୍କୁ ଅଡୁଆରେ ପକାଇ ଦେଇଛି। ଅନେକ…

ଏହି ଦେଶର ଉପ-ପ୍ରଧାନମନ୍ତ୍ରୀ ବିରାଟଙ୍କର ଜଣେ ବଡ଼ ଫ୍ୟାନ, IPL ମ୍ୟାଚ ବିଜୟ ପରେ ସେ କହିଛନ୍ତି…

ନୂଆଦିଲ୍ଲୀ.୨।୬: ଅଷ୍ଟ୍ରେଲିଆର ଉପ-ପ୍ରଧାନମନ୍ତ୍ରୀ ରିଚାର୍ଡ ମାର୍ଲେସ, IPL 2026 ଫାଇନାଲରେ 75 ରନର ଏକ ଚମତ୍କାର ଇନିଂସ ସହିତ RCBକୁ ଚାମ୍ପିୟନସିପ ଟାଇଟଲ ହାସଲ କରିଥିବା ବିରାଟ…

ଇରାନ ଦେଲାଣି ଏମିତି ଚେତାବନୀ ଏବେ ଚୁଲି ଜଳିବା ହେବ ମୁସ୍କିଲ

ତେହରାନ,୨।୬: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଚାଲିଥିବା ଆଲୋଚନା ମଧ୍ୟରେ, କୌଣସି ଦେଶ ଅନ୍ୟକୁ ଭୟଭୀତ କରିବାକୁ କୌଣସି ପ୍ରୟାସ ଛାଡ଼ୁନାହାଁନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ…

ସୁସ୍ମିତା ସେନଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଲଳିତ ମୋଦି, କହିଲେ ଏମିତି କଥା ସଭିଏଁ ଚକିତ

ନୂଆଦିଲ୍ଲୀ,୨।୬: ୨୦୨୨ ମସିହାରେ, ଏକ ଇନଷ୍ଟାଗ୍ରାମ ପୋଷ୍ଟ ଏତେ ଝଡ଼ ସୃଷ୍ଟି କରିଥିଲା ଯେ ଏହା ସୋସିଆଲ ମିଡିଆ ଠାରୁ ଆରମ୍ଭ କରି ମନୋରଞ୍ଜନ ଜଗତ ପର୍ଯ୍ୟନ୍ତ…

ମଣ୍ଡିରୁ ଉଠୁନି ଧାନ,ଚାଷୀଙ୍କ ରାସ୍ତାରୋକୋ: ଅଟକି ରହିଛି ଶହ ଶହ ଯାନବାହନ

ଭବାନୀପାଟଣା,୨।୬(ଉତ୍ତମ କୁମାର ଦାଶ):ଧାନ ବିକ୍ରି ପ୍ରକ୍ରିୟାରେ ଅନିୟମିତତାକୁ ନେଇ ମଙ୍ଗଳବାର ସକାଳୁ କଳାହାଣ୍ଡି ଜିଲା ମୋଟର -ଜୟପାଟଣା ମୁଖ୍ୟ ରାସ୍ତା ବଡକୁଟରୁ ଛକ ନିକଟରେ ସ୍ଥାନୀୟ ଚାଷୀ…

ଦିଲ୍ଲୀ ଗଲେ ନବୀନ, ବଢୁଛି ଚର୍ଚ୍ଚା: ଦେବୀ କହିଲେ…

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର):ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ…

ଅସରପା ଗୋଟେ ଚଢ଼େଇ

କକ୍‌ରୋଚ ବା ଅସରପା ଏକ ପତଙ୍ଗ। ପରମାଣୁ ବିସ୍ଫୋରଣରେ ମଧ୍ୟ ତା’ର ମୃତ୍ୟୁ ଘଟେନାହିଁ। ଯେତେ ଅପରିଷ୍କାର ସ୍ଥାନ ସେଠାରେ ସେତିକି ଅସରପାର ବଂଶବୃଦ୍ଧି ଘଟିଥାଏ। ଓଡ଼ିଆରେ…

ଆସିଲା ମୌସୁମୀ, ଖୁବଶୀଘ୍ର ଛୁଇଁବ କେରଳ

ନୂଆଦିଲ୍ଲୀ,୨।୬: ଦେଶର ପାଣିପାଗ ଢାଞ୍ଚାରେ ଏକ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଯେକୌଣସି ମୁହୂର୍ତ୍ତରେ କେରଳରେ ପହଞ୍ଚିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri