ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ବରୀ

ବରଗଡ଼ ଅଫିସ, ୨୮।୯: ବରଗଡ଼ ତଳିପଡ଼ାସ୍ଥିତ ଶ୍ରାଶ୍ରୀ ସମଲେଶ୍ବରୀ ଦେବୀଙ୍କ ମନ୍ଦିରରେ ଶନିବାରଠାରୁ ଶାରଦୀୟ ପୂଜନୋତ୍ସବ ଆରମ୍ଭ ହୋଇଯାଇଛି। ଏହି ଅବସରରେ ମହାଳୟା ତିଥିରେ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ କଲେ ଗଙ୍ଗା ଦର୍ଶନର ସୌଭାଗ୍ୟ ପ୍ରାପ୍ତି ହୋଇଥାଏ ବୋଲି ଭକ୍ତମାନଙ୍କ ବିଶ୍ୱାସ ରହିଛି। ଫଳରେ ଦେବୀଙ୍କୁ ଉକ୍ତ ବେଶରେ ଦର୍ଶନ ପାଇଁ ମନ୍ଦିର ପରିସରରେ ଭୋରରୁ ସହସ୍ରାଧିକ ଭକ୍ତଙ୍କ ସମାଗମ ହୋଇଛି। ପୂଜକ ହେମଚନ୍ଦ୍ର ଝାଙ୍କର, ପଣ୍ଡିତ ଶିବ ଶଙ୍କର ଦାଶ, ଚୂଡାମଣି ରଥ ପ୍ରମୁଖ ପୂଜାର୍ଚ୍ଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର,୧।୯: ସାମ୍ବାଦିକମାନଙ୍କ ପାଇଁ ପ୍ରଚଳିତ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ମିଶ୍ରଣ କରାଯିବ ନାହିଁ। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ…

ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିପାରିନାହାଁନ୍ତି ମୟଙ୍କ ଅଗ୍ରୱାଲ; ଏବେ, ଖେଳିବା ପାଇଁ ଏହି ଦେଶକୁ ଯିବେ

ନୂଆଦିଲ୍ଲୀ,୧।୯: ଗତ ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିବା ପାଇଁ ଆଶା ରଖିଥିବା ମୟଙ୍କ ଅଗ୍ରୱାଲ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେ ଏବେ ଇଂଲଣ୍ଡରେ…

ଭଞ୍ଜନଗର ସ୍ବତନ୍ତ୍ର କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କର୍ମଚାରୀ ଅଭାବ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ବେସରକାରୀ ପରିଦର୍ଶକମାନେ ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର କାରାଗାରକୁ ଯାଇ ସେମାନଙ୍କ ଖାଦ୍ୟ, ସ୍ବାସ୍ଥ୍ୟସେବା, ସର୍ବୋପରି ଜେଲ ପରିସର ପରିଷ୍କାର ଓ ପରିଚ୍ଛନ୍ନତା ଉପରେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଆଗରେ ବର୍ଷିଲେ ମୋଦି: କହିଲେ, ବନ୍ଦ କର ନଚେତ୍‌…

ନୂଆଦିଲ୍ଲୀ,୧।୯: ସାଂଘାଇ ସହଯୋଗ ସଂଗଠନ (SCO)ର ୨୬ତମ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତଙ୍କବାଦ ପ୍ରସଙ୍ଗରେ ଏକ ଦୃଢ଼ ମତ ଗ୍ରହଣ କରି କହିଛନ୍ତି। କେବଳ…

ବଦଳିବ ବ୍ୟାଙ୍କିଂ -UPI ସିଷ୍ଟମ! କ’ଣ ଏହି ‘ୱାନ ନେଶନ, ୱାନ ଟାଇମ’ ନୀତି, ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ଡିଜିଟାଲ ଦୁନିଆରେ ଏକ ସେକେଣ୍ଡର ହଜାର ଭାଗରୁ ମଧ୍ୟ ଛୋଟ ସମୟର ପାର୍ଥକ୍ୟ ଅନେକ ସମୟରେ ବଡ଼ ପ୍ରଭାବ ପକାଇଥାଏ। କେତେବେଳେ UPI ପେମେଣ୍ଟ ଅଟକିଯାଏ,…

ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆହତ; ଆଫଗାନିସ୍ତାନ ଟି-୨୦ ସିରିଜ ପାଇଁ ଫେରିବେ ନାହିଁ!

ନୂଆଦିଲ୍ଲୀ,୧।୯: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ପରେ ଆଉ ଏକ ଝଟକା ଲାଗିଛି। ସେପ୍ଟେମ୍ବର ୧୩ରୁ ଆରମ୍ଭ ହେଉଥିବା ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜରେ ସେ…

ମଝି ଆକାଶରେ IndiGo ଫ୍ଲାଇଟ୍‌ର ଇଞ୍ଜିନ୍‌ ହେଲା ଖରାପ! ତା’ପରେ…

ନୂଆଦିଲ୍ଲୀ,୧।୯: ଇଣ୍ଡିଗୋର ବିମାନ 6E 2102 ମଙ୍ଗଳବାର ସକାଳେ ଗୋଆରୁ ଦିଲ୍ଲୀ ଅଭିମୁଖେ ଉଡ଼ାଣ ଭରିଥିଲା। ଉଡ଼ାଣର କିଛି ସମୟ ପରେ ବିମାନର ଗୋଟିଏ ଇଞ୍ଜିନ୍‌ରେ ତ୍ରୁଟି…

ନେପାଳ ବନ୍ୟାର ଛାତିଥରା ଦୃଶ୍ୟ; ଗୋଟିଏ ଘରୁ ମିଳିଲା ୨୩ ମୃତଦେହ, ମା’ କୋଳକୁ ଜାବୁଡ଼ି ଧରିଥିଲା ଛୁଆ

କାଠମାଣ୍ଡୁ,୧।୯: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଧ୍ୱଂସର ଚିତ୍ର ଦିନକୁ ଦିନ ସାମ୍ନାକୁ ଆସୁଛି । ବନ୍ୟାରେ ଏପର୍ଯ୍ୟନ୍ତ ୯୬୨ ଜଣଙ୍କ ମୃତ୍ୟୁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri