ଧମକ, ଆକ୍ରମଣ ଘଟଣା, ଜଣେ ଗିରଫ

ଛତ୍ରପୁର,୯ା୯(ଡି.ଏନ.ଏ.): ଏକ କାର ଅଟକାଇ ଧମକ ଦେବା ସହ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ଛତ୍ରପୁର ଥାନା ପୋଲିସ ସୋମବାର ଗିରଫ କରିଛି। ସେ ହେଲେ ରାଜେଶ ମହାରଣା। ରବିବାର ରାତିରେ ରେଡ୍ଡୀସାହି ଛକ ନିକଟରେ ରାଜେଶ ଏକ କାରକୁ ଅଟକାଇ ଚାଳକଙ୍କୁ ଧମକ ଦେବା ସହ ମାରପିଟ କରିଥିବା ଅଭିଯୋଗ ହୋଇଥିଲା । ଏ ସମ୍ପର୍କରେ କାର ମାଲିକ ଛତ୍ରପୁର ଥାନାରେ ଏତଲା ଦେଇଥିଲେ। ପୋଲିିସ ଏକ ମାମଲା (ନଂ.୧୩/୨୧୯) ରୁଜୁ କରି ସୋମବାର ରାଜେଶଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ଣ୍ଣମାତ୍ରାରେ କାମ କରୁନି ସ୍ୱାସ୍ଥ୍ୟକାର୍ଡ

ଖଇରା,୧୨।୨(ଡି.ଏନ.ଏ.): ଦିନକୁ ଦିନ ସ୍ବାମୀଙ୍କ ସ୍ବାସ୍ଥ୍ୟରେ ଅବନତି ଘଟୁଛି। ଏପଟେ ୨ନାବାଳକ ସନ୍ତାନଙ୍କୁ ଲାଳନପାଳନ ଚିନ୍ତା। ସ୍ବାମୀଙ୍କ ଚିକିତ୍ସା ଚିନ୍ତାରେ ଖାଇବା ପିଇବା ଭୁଲିଗଲେଣି ବାଲେଶ୍ୱର...

ସାର ଗୋଦାମରେ କେନ୍ଦୁପତ୍ର ରଖିବା ଘଟଣା: ନିଲମ୍ବିତ ହେଲେ ଶିଖପାଲି ଲ୍ୟାମ୍ପ ପରିଚାଳକ

ମାଲକାନଗିରି, ୩୧ା୫(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଶିଖପାଲି ଲାମ୍ପ ପରିଚାଳକ ଧନେଶ୍ୱର ପଟ୍ଟନାୟକଙ୍କୁ ଲ୍ୟାମ୍ପ ପ୍ରଶାସକ ସାମଲ ମାରାଣ୍ଡି କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଚଲାଣଗୁଡା ପଞ୍ଚାୟତ ନୁଆଗୁଡାଠାରେ ଥିବା...

ନିଆରା ପଥର କାରିଗର ବୀରବର ବେହେରା: କାରିଗରି ପାଇଁ ଛାଡ଼ିଥିଲେ ଚାକିରି

ଛେଣ୍ଡିପଦା,୧୯ା୭ – ତାଙ୍କ ହାତ ଛୁଆଁରେ ପଥର ମୂର୍ତ୍ତି ହୋଇଉଠେ ଜୀବନ୍ତ। ଯେ କୌଣସି ଚେହେରାର ପୂରା ଅବିକଳ ନକଲ ସେ ଗଢ଼ି ଦେଇପାରନ୍ତି ପଥରରେ।...

ଟ୍ରକ୍‌ ଚାପାରେ ଚାଲିଗଲା କଲେଜ ଛାତ୍ରୀଙ୍କ ଜୀବନ

ସିନାପାଲି,୧୭।୧୧(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ସିନାପାଲି ଥାନା ଅଧୀନ ଚଟିଆଗୁଡ଼ା ନିକଟ ଫୋରୱେ ରାସ୍ତାରେ ଗୁରୁବାର ଏକ ଟ୍ରକ୍‌ ଚାପାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି।...

ଥାନାକୁ ଡାକି ପୋଲିସ ପିଟିବା ଘଟଣାକୁ ୭ଦିନ ବିତିଲା

ନୟାଗଡ଼ ଅଫିସ,୧୮ା୫:ସ୍ବାମୀ ସ୍ତ୍ରୀ ମଧ୍ୟରେ ହୋଇଥିବା ଝଗଡ଼ାକୁ ସମାଧାନ ପାଇଁ ଥାନାକୁ ଡକାଇ ଭାପୁରର ସୁନିଲ କୁମାର ମହାନ୍ତିଙ୍କୁ ମାଡ଼ମରା ଘଟଣାକୁ ସପ୍ତାହେ ବିତିଛି ।...

ପଥର, ମାଟିଅତଡ଼ା ଖସି ଟ୍ରେନ୍‌ ଚଳାଚଳ ଠପ୍‌ 

କୋରାପୁଟ,୨୪।୯(ଅମିତାଭ ବେହେରା ): ରେଳ ଧାରଣାରେ  ମାଟି ଅତଡା ଓ ପଥର ଖସି ଗାଡ଼ି ଚଳାଚଳ ବନ୍ଦ ହୋଇଛି। କୋରାପୁଟ ଜିଲା ମାନବର ଓ ଜରତି...

ପୁଣି ମାତିଲେ ମାଓବାଦୀ, ଜଣଙ୍କୁ କଲେ ହତ୍ୟା, ମୃତଦେହ ନିକଟରେ ଛାଡ଼ିଗଲେ ପୋଷ୍ଟର

ନୂଆପଡ଼ା ଅଫିସ,୧୯ା୮: ନୂଆପଡ଼ା ଜିଲା କୋମନା ଥାନା ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ଢେକୁନପାନି ଗାଁ ନିକଟରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣକୁ ହତ୍ୟା କରିଛନ୍ତି...

ସମସ୍ୟା ଘେରରେ ପିବିକେ ଉଚ୍ଚ ବିଦ୍ୟାଳୟ: ୬୪୪ ଛାତ୍ରୀଛାତ୍ରଙ୍କୁ ୮ ଶ୍ରେଣୀଗୃହ

ବଅଁରପାଳ,୯।୮ (ଡିି.ଏନ୍‌.ଏ.)-ବଅଁରପାଳ ବ୍ଲକ ଅଫିସ ନିକଟରେ ଥିବା ପିବିକେ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ସମସ୍ୟାରେ ଗତି କରୁଛି। ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନ ଥିବା ବେଳେ...

Advertisement
Archives

Model This Week