ଧରମପୁରରେ ଚଢ଼ାଉ: ପଚାଶ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର କାଠ ଜବତ

ହାଟଡ଼ିହୀ,୧୮।୫(ଡ଼ି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ହଦଗଡ଼ ବନଖଣ୍ଡ ଅନ୍ତର୍ଗତ ଢେଙ୍କା ପଞ୍ଚାୟତ ଧରମପୁର ଗ୍ରାମରେ ଶନିବାର ଚଢ଼ାଉ କରାଯାଇ ମୂଲ୍ୟବାନ କାଠ ଜବତ ହୋଇଛି। ବନ ବିଭାଗ ରେଞ୍ଜର ସୁରେନ୍ଦ୍ରନାଥ ହେମ୍ବ୍ରମଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କର କାଠ ଜବତ ହୋଇଛି।
ସୂଚନାଯୋଗ୍ୟ, ଉକ୍ତ ଗ୍ରାମର ଅଭିରାମ ବେହେରା ବେଆଇନ କାଠ ବେପାର କରୁଥିଲେ। ଏ ସମ୍ପର୍କରେ ଖବର ପାଇବା ପରେ ରେଞ୍ଜର ହେମ୍ବ୍ରମଙ୍କ ସମେତ ଫରେଷ୍ଟର ଅନନ୍ତ ଚରଣ ପରି, ଡମ୍ବରୁଧର ମହାନ୍ତ, ଫରେଷ୍ଟ ଗାର୍ଡ ବନ୍ଦିତା ଦାସ, ବାପୁଜୀ ସାହୁ ପ୍ରମୁଖ ପହଞ୍ଚି ଚଢ଼ାଉ କରିଥିଲେ। ତେବେ ପୂର୍ବରୁ ଖବର ପାଇ କାଠ ବେପାରୀ ଫେରାର ହୋଇଯାଇଥିବା ହେମ୍ବ୍ରମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ ବିଜ୍ଞାନରେ ବିଘ୍ନେଶ ଚୌଧୁରୀ ଛତ୍ରପୁର ବ୍ଲକ ଟପ୍ପର, ମିଷ୍ଟାନ ବାଣ୍ଟି ଖୁସି ଜାହିର କଲେ ବିଦ୍ୟାର୍ଥୀ

ଛତ୍ରପୁର, ୨୧।୫(ଦିଲ୍ଲୀପ ସାମଲ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ସିଏଚଏସଇ ) ଦ୍ୱାରା +୨ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ…

ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିଲେ ପ୍ରଫୁଲ୍ଲ ପଣ୍ଡା, କହିଲେ ଭାରତକୁ ସମଗ୍ର ବିଶ୍ୱରେ…

ଦିଗପହଣ୍ଡି, ୨୧।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା। ପୁଞ୍ଜିକଂୟା ଛକ…

ଭାରତର ଆଉ ଜଣେ ଶତ୍ରୁ ନିପାତ, ପୁଲୱାମା ଆକ୍ରମଣର ଥିଲେ ମାଷ୍ଟରମାଇଣ୍ଡ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ୧୪ ଫେବୃଆରୀ, ୨୦୧୯ରେ ପୁଲୱାମା ଆତଙ୍କବାଦୀ ଆକ୍ରମଣ ସହିତ ଜଡିତ ବୋଲି ବିଶ୍ୱାସ କରାଯାଉଥିବା ଆତଙ୍କବାଦୀ ହମଜା ବୁରହାନଙ୍କୁ ପାକ ଅଧିକୃତ କଶ୍ମୀରରେ ଗୁଳି କରି…

ଏହି ରାଶିଙ୍କ ପାଇଁ ଜୁନ ମାସରେ ଘଟିବାକୁ ଯାଉଛି ଏମିତି, ଲିଷ୍ଟରେ ଆପଣଙ୍କ ରାଶି ଅଛି କି?

ଜୁନ ମାସ ଆରମ୍ଭ ହେବାକୁ ଯାଉଛି। ମାସ ଆରମ୍ଭରେ ବୃହସ୍ପତି କର୍କଟ ରାଶିରେ ପ୍ରବେଶ କରିବେ, ଯାହା ଅନେକ ରାଶିର ଭାଗ୍ୟକୁ ଉଜ୍ଜ୍ୱଳ କରିପାରେ। ଏହା ବ୍ୟତୀତ,…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ…

ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା

ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ…

୩ ବର୍ଷ ପରେ ଧାନ ଖଳା ନିର୍ମାଣ ଶେଷ: ବିଡିଓଙ୍କୁ ଧନ୍ୟବାଦ ଜଣାଇଲେ ଚାଷୀବୃନ୍ଦ

କେସିଙ୍ଗା,୨୧।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ମେଲୋଡି ଦେଖିବାକୁ ଯାଇଥିଲେ ଦିନେଶ, ହଠାତ୍‌ ହେଲା ମରଣାନ୍ତକ ଆକ୍ରମଣ: ଆଉ ତା’ପରେ…

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆଠାରେ ବୁଧବାର ରାତିରେ ଭବାନୀପାଟଣା ସଦର ବିଧାୟକଙ୍କ ଦ୍ୱାରା ଖେଳ ମେଳା କାର୍ଯ୍ୟକ୍ରମ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri