ଧରମ୍‌ପାଲ୍‌ ଗୁଲାଟିଙ୍କୁ ‘କିସ୍‌ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ସମ୍ମାନ’

ଭୁବନେଶ୍ୱର, ୨୯।୯(ବ୍ୟୁରୋ): କିସ୍‌ ପକ୍ଷରୁ ‘କିସ୍‌: ଗାନ୍ଧୀ ଦର୍ଶନର ବାସ୍ତବ ପ୍ରତିଫଳନ’ ଶୀର୍ଷକ ଦିନିକିଆ ଆଲୋଚନାଚକ୍ର, ପ୍ରଦର୍ଶନୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଶନିବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁ ନନ୍ଦନ ଦାସ, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ତଥା ପର୍ଯ୍ୟଟନ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ପ୍ରଫେସର ଶାନ୍ତନୁ ଆଚାର୍ଯ୍ୟ, ଶିଶୁ ସାହିତି୍ୟକ ଦାସ ବେନହୂର, ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ, କିସ୍‌ ଓ କିଟ୍‌ ସଭାପତି ଶାଶ୍ୱତୀ ବଳ, ଉପସଭାପତି ଉମାପଦ ବୋଷ ପ୍ରମୁଖ ଯୋଗଦେଇଥିଲେ। ଗାନ୍ଧିଜୀ ସର୍ବଦା କହିଥିଲେ, ସମାଜର ଅବହେଳିତଙ୍କ ଉନ୍ନତି ନିମନ୍ତେ ଶିକ୍ଷା ହିଁ ମୁଖ୍ୟ ଆୟୁଧ, ଯାହା କିସ୍‌ରେ ଆଜି ପ୍ରତିଫଳିତ ହୋଇଛି ବୋଲି ବକ୍ତାମାନେ କହିଥିଲେ। ଏହି ଅବସରରେ ଏମ୍‌ଡିଏଚ୍‌ କମ୍ପାନୀର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ପଦ୍ମଭୂଷଣ ମହାଶୟ ଧରମପାଲ୍‌ ଗୁଲାଟିଙ୍କୁ କିସ୍‌ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ସମ୍ମାନ ପ୍ରଦାନ କରାଯାଇଥିଲା। ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ କିସ୍‌ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ହରେକୃଷ୍ଣ ଶତପଥୀ ସଭା ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏମ୍‌ପି ଅନୁଭବ ମହାନ୍ତିଙ୍କ ସମେତ ସମାଜର ବିଭିନ୍ନ ବର୍ଗର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରୁ ବୁଲା କୁକୁର ହଟାଅ: ମନ୍ତ୍ରୀ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ହାଇଦ୍ରାବାଦରେ ୪ ବର୍ଷର ଶିଶୁପୁତ୍ରକୁ ବୁଲା କୁକୁର ଝୁଣି ମାରିଦେବା ଘଟଣା ସାମ୍ନାକୁ ଆସିବା ପରେ ଓଡ଼ିଶା ସରକାର ତତ୍ପରତା ଦେଖାଇଛନ୍ତି। ରାଜ୍ୟରେ...

୧୧ଲକ୍ଷ ଟଙ୍କା ନ ଫେରାଇ ମହିଳାଙ୍କୁ ଅସଦାଚରଣ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବାଉନ୍ସରମାନଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ବାର୍‌ର ବାଉନ୍ସରମାନେ ମାଡ଼ ମାରି ଜଣେ ବ୍ୟକ୍ତିଙ୍କ ଗୋଡ଼...

ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ: କାହାକୁ ମିଳିଲା କେଉଁ ଦାୟିତ୍ୱ ଜାଣନ୍ତୁ …

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କରୋନା ମହାମାରୀ ସମୟରେ ମଙ୍ଗଳବାର ରାଜ୍ୟ ସରକାର ଆଇପିଏସ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଓ କଟକ...

ଝିଅ ବାହାଘର ପରେ କର୍ମଚାରୀଙ୍କୁ ଦେଲେ ୨ଲକ୍ଷ ଟଙ୍କାର ଉପହାର

ଅମରପାଲି,୧୯ା୧୨(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧୀନ ମୁର୍ଷୁଣ୍ଢି ଗ୍ରାମର ବିଶିଷ୍ଟ ବ୍ୟବସାୟୀ କୁଶ କୁମାର ସାହୁଙ୍କ ଝିଅ ଶତାଦ୍ଦୀର ବାହାଘର ସରିଛି। ବାହାଘର ପରେ...

ଇବ୍‌ ନଦୀକୁ ଖସିଲା ହାଇୱା: ୨ ନିଖୋଜ

ଲଖନପୁର,୮।୯(ଡି.ଏନ.ଏ)-ଝାରସୁଗୁଡା ଜିଲା ବନହରପାଲି ଥାନା ରମ୍ପେଲା ବ୍ରିଜ ଉପରୁ ମଙ୍ଗଳବାର ଏକ ହାଇଓ୍ବା (ନଂ.ଓଡି ୨୩କେ୧୫୪୭) ଭାରସାମ୍ୟ ହରାଇ ଇବ ନଦୀକୁ ଖସିପଡିଛି। ଫଳରେ ହାଇଓ୍ବାଟି...

ଧାମନଗରରେ ଲାଗିଲା ୧୪୪ ଧାରା, ୭ ତାରିଖ ଯାଏ ବଳବତ୍ତର

ଭଦ୍ରକ ଅଫିସ,୫।୪: ଭଦ୍ରକ ଜିଲା ଧାମନଗରରେ ୧୪୪ ଧାରା ଜାରି ହୋଇଛି। ମଙ୍ଗଳବାର ରାତି ୯ଟାରୁ ୭ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ଏହା ବଳବତ୍ତର...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ମିଶିବ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୯।୫(ବ୍ୟୁରୋ):ଅସ୍ତିତ୍ୱ ହରାଇବ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ। ଆସନ୍ତା ସେପ୍ଟେମ୍ବର ୧ରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ମିଶିଯିବ ଏହି ପ୍ରମୁଖ ଉଚ୍ଚ ଶିକ୍ଷାନୁଷ୍ଠାନ। ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ମିଶ୍ରଣ...

ଘର ପାଖରେ ପହଞ୍ଚିବ ପନିପରିବା: କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଭ୍ରାମ୍ୟମାଣ ପରିବା ଦୋକାନର ଶୁଭାରମ୍ଭ

କେନ୍ଦୁଝର,୨।୪(ସ୍ବ.ପ୍ର.): କରୋନା ମୁକାବିଲାକୁ ନେଇ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ସମୟରେ ଖାଉଟି ସାମଗ୍ରୀ, ପନିପରିବା, ମାଛମାଂସ, ଔଷଧ ଆଦି ଦୋକାନ ଖୋଲା...

Advertisement
Archives

Model This Week