ଧରାପଡ଼ିଲେ ନିଶାସକ୍ତ ୨ ଗାଡ଼ି ଚାଳକ

ଗୋପାଳପୁର,୨୪ା୧୧: ଗୋଳନ୍ଥରା ଥାନା ପୋଲିସ ରଣ୍ଢା, ଚିକରଡ଼ା ରାସ୍ତାରେ ଶୁକ୍ରବାର ରାତିରେ ପାଟ୍ରୋଲିଂ କରୁଥିବା ବେଳେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ୨ ଚାଳକଙ୍କୁ ଅଟକାଇଥିଲା। ବ୍ରେଥ୍‌ ଆନାଲାଇଜର ମେଶିନରେ ପରୀକ୍ଷା କରାଯିବାରୁ ପଞ୍ଚମା ଓ ଢେପନୂଆପଡ଼ା ଗ୍ରାମର ଏହି ଚାଳକ ମଦ ପିଇଥିବା ଜଣାପଡ଼ିଥିଲା। ଶନିବାର ଏ ନେଇ ପୋଲିସ ନଂ.୪୪, ୪୫/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଦ୍ୱୟଙ୍କୁ ଅପରାହ୍ନରେ କୋର୍ଟଚାଲାଣ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଉଦ୍ଧାର, ଚାଇଲ୍ଡ ଲାଇନକୁ ହସ୍ତାନ୍ତର

ଗଞ୍ଜାମ,୨୯ା୬(ଡି.ଏନ.ଏ.)-ଗଞ୍ଜାମ ସହରସ୍ଥିତ ତ୍ରିବେଣୀ ମଠଛକଠାରେ ଶୁକ୍ରବାର ଅସହାୟ ଭାବେ ବୁଲୁଥିବା ଜଣେ ନାବାଳିକା (୧୫ବର୍ଷ)ଙ୍କୁ ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରାଯାଇଛି। ନାବାଳିକା ଜଣକ ମଠଛକ ଠାରେ...

ଗଞ୍ଜାମରେ ସମସ୍ତ ଧର୍ମାନୁଷ୍ଠାନ ୯ରୁ ବନ୍ଦ

ଛତ୍ରପୁର,୮।୧(ଡି.ଏନ୍‌.ଏ.): ରାଜ୍ୟରେ କରୋନା ଏବଂ ଓମିକ୍ରନ୍‌ ଭାରିଆଣ୍ଟ ବୃଦ୍ଧିକୁ ନେଇ ଚିନ୍ତା ବଢ଼ୁଥିବା ବେଳେ ପ୍ରଶାସନିକ ରଖି କଟକଣା କଡ଼ାକଡ଼ି କରାଯାଇଛି। ଏ ନେଇ ଗଞ୍ଜାମ...

ଚା’ ଦୋକାନରେ ଚଢ଼ାଉ କଲେ ତହସିଲଦାର

ଶେରଗଡ଼,୧୨ା୭(ଡି.ଏନ୍‌.ଏ.) : ଦିନକୁ ଦିନ ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଅଦ୍ୟାବଧି ବ୍ଲକର ୨୦ରୁ ଅଧିକ ଗ୍ରାମରେ ୪୫ଜଣ ଆକ୍ରାନ୍ତ ଚିହ୍ନଟ...

ବଢୁଛି ଋଷିକୁଲ୍ୟାର ଜଳସ୍ତର: ଆତଙ୍କିତ ଅବସ୍ଥାରେ ୩ ପଞ୍ଚାୟତବାସୀ

ଶେରଗଡ଼,୬।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକର ତିନି ପଞ୍ଚାୟତ ପିତ୍ତଳ, ତହଁର, ବ୍ରାହ୍ମଣ ଦେଇ ଋଷିକୁଲ୍ୟା ନଦୀ ପ୍ରବାହିତ ହେଉଛି। ଏବେ ନଦୀର ଜଳସ୍ତର ବଢିବାରେ...

ଆଦିବାସୀଙ୍କୁ ମିଳିନି ସହାୟତା, ପତ୍ରରେ ତିଆରି ମାସ୍କ ସାହାରା

ଛତ୍ରପୁର,୧୯ା୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ ଆଦିବାସୀମାନେ ଜଙ୍ଗଲ ଜମି ଅଧିକାରଠାରୁ ଆରମ୍ଭ କରି ପାଣି, ବିଭିନ୍ନ ସରକାରୀ ସହାୟତା ଆଦି ପାଇବାରୁ ବଞ୍ଚିତ ଥିବାବେଳେ ବର୍ତ୍ତମାନର ଲକ୍‌ଡାଉନ ସମସ୍ୟା...

କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇଲା ଗଞ୍ଜାମ ପୋଲିସ

ଛତ୍ରପୁର,୩୦ା୫(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧକ୍ରମେ ଶନିବାର ଅପରାହ୍ନରେ ଛତ୍ରପୁରସ୍ଥିତ ପୋଲିସ ପଡିଆରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ବିଦ୍ୟୁତ୍‌ ସର୍ଟ ସର୍କିଟରୁ ଲାଗିଲା ନିଆଁ: ପରିବାରର ୧ ମୃତ: ୩ ଗୁରୁତର

ଫୁଲବାଣୀ ଅଫିସ/ଫିରିଙ୍ଗିଆ: ୧୯।୬: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଗେରୁପଡ଼ା ଗ୍ରାମରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାର ଲୋକେ...

ଡ୍ରାଇଭର ମହାସଂଘ ଖଲ୍ଲିକୋଟ ଶାଖା ପକ୍ଷରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଖଲ୍ଲିକୋଟ,୧୫।୩(ଡି.ଏନ୍‌.ଏ.): ଓଡ଼ିଶା ଡ୍ରାଇଭର ମହାସଂଘ ଖଲ୍ଲିକୋଟ ଶାଖା ପକ୍ଷରୁ ଗୁରାପଲି ଟୋଲ୍‌ଗେଟ୍‌ ନିକଟ ଖଲ୍ଲିକୋଟ ଡ୍ରାଇଭର ସଙ୍ଘ କାର୍ଯ୍ୟାଳୟ ସମ୍ମୁଖରେ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ହୋଇଛି।...

Advertisement
Archives

Model This Week