Posted inଜାତୀୟ

ଧରାପଡ଼ିଲେ ୩ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀ: ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ,୯।୧: ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ପୋଲିସ୍‌ ଟିମ୍‌ ୩ ଜଣ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀଙ୍କୁ ଗିରଫ କରିଛି। ସ୍ଥାନୀୟ ବଜିରାବାଦ୍‌ ଅଞ୍ଚଳରୁ ସନ୍ଦିଗ୍ଧଙ୍କୁ ଗିରଫ କରାଯିବା ସହିତ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି। ଦିଲ୍ଲୀ ପୋଲିସ ଟିମ୍‌ ସନ୍ଦିଗ୍ଧଙ୍କୁ ପଚରାଉଚରା ଜାରି ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୂଚନାଯୋଗ୍ୟ, ଗତ ନଭେମ୍ବରରେ ଦିଲ୍ଲୀ ପୋଲିସ ପକ୍ଷରୁ ଗୋପାଳପୋରା ଅଞ୍ଚଳରେ ଚଢ଼ାଉ କରାଯାଇ ୩ ଆଇଏସ୍‌ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଥିଲା। ସେମାନେ ରାସମେଲ ଅଞ୍ଚଳରେ ହେବାକୁଥିବା ମେଳାରେ ଆଇଇଡି ବିସ୍ଫୋରଣ ଷଡ଼ଯନ୍ତ୍ର ରଚିଥିବା ପୋଲିସ ପକ୍ଷରୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

ତାଜ ହୋଟେଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ତଦନ୍ତ ଆରମ୍ଭ କରିଛି ପୋଲିସ

ମୁମ୍ବାଇ,୧୨।୭: ମୁମ୍ବାଇର ତାଜ ହୋଟେଲକୁ ଉଡାଇ ଦେବାକୁ ବୋମା ଧମକ ଦିଆଯାଇଛି। ରବିବାର (୧୨ ଜୁଲାଇ) ମଧ୍ୟରାତ୍ରିରେ କଣ୍ଟ୍ରୋଲ ରୁମକୁ ଏହି ହୋଟେଲ ସମ୍ପର୍କରେ ବୋମା ଧମକ…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri