Posted inଜାତୀୟ

ଧରାପଡିଲେ ୪ ଆତଙ୍କବାଦୀ

ଶ୍ରୀନଗର, ୭।୧୧: ଜମ୍ମୁ-କଶ୍ମୀରର ସୋପାରରେ ଭାରତୀୟ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଗୁରୁବାର ୪ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସୋପାରରେ ସେମାନେ ବଡ ଆକ୍ରମଣ ଯୋଜନା କରୁଥିଲେ ବୋଲି ଭାରତୀୟ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଗିରଫ ଆତଙ୍କବାଦୀମାନେ ହେଲେ ରମିଜ ଅହମଦ ମଲ୍ଲା, ରିୟାଜ୍‌ ଖାଲିଲ ପାରେ, ଓ୍ବାସିମ୍‌ ମଞ୍ଜୁର ଗାଜି ଏବଂ ଇଖଲାକ ଇମତିଆଜ୍‌। ସେମାନଙ୍କଠାରୁ ବିଭିନ୍ନ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଗୁଇନ୍ଦା ବିଭାଗ ସୁତ୍ରକୁ ଖବର ମିଳିବା ପରେ ସୋପାରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri