ଧରିତ୍ରୀରେ ଖବର ପ୍ରକାଶିତ ହେବାପରେ ଚେତିଲା ପୂର୍ତ୍ତ ବିଭାଗ: ରାତିଅଧିଆ ରାସ୍ତା ମରାମତି କାର୍ଯ୍ୟ ଶେଷ

ଦାରିଙ୍ଗବାଡ଼ି,୨୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି-ବ୍ରାହ୍ମଣୀଗାଁକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଦବି ଯାତାୟାତରେ ସମସ୍ୟା ହେଉଥିଲା। ତେବେ ରାସ୍ତା ମରାମତି ଦିଗରେ ବିଭାଗ ପଦକ୍ଷେପ ନେବା ବଦଳରେ ବର୍ଷା ଛାଡ଼ିଲେ ମରାମତି କରାଯିବ ବୋଲି କହିଥିଲା। ଏ ନେଇ ଶୁକ୍ରବାର ଧରିତ୍ରୀ ଓ୍ବେବ୍‌ ପୋର୍ଟାଲରେ ଖବର ବାହାରିବା ସହ ଶନିବାର ଧରିତ୍ରୀରେ ଖବର ପ୍ରକାଶିତ ହୋଇଥିଲା। ବିଭାଗୀୟ ଯନ୍ତ୍ରୀଙ୍କ ମତାମତ ଲୋଡ଼ାଯାଇଥିଲା। ତେବେ ଏ ନେଇ ରାତିଅଧିଆ ଉକ୍ତ ରାସ୍ତାର ମରାମତି କାର୍ଯ୍ୟ କରାଯାଇଥିବା ଦେଖିବାକୁ ମିଳିଛି । ବିଭାଗୀୟ ଯନ୍ତ୍ରୀ ବର୍ଷା ହେଉଛି, ବର୍ଷା ଛାଡ଼ିଗଲେ ଉକ୍ତ ରାସ୍ତା ମରାମତି କରାଯିବ ବୋଲି ତାଙ୍କ ପ୍ରତିକ୍ରିୟାରେ କହୁଥିବା ବେଳେ ଖବର ପ୍ରକାଶ ଯୋଗୁ ସେ ଉକ୍ତ କାର୍ଯ୍ୟକୁ ଶୀଘ୍ର ଶେଷ କରିଦେଇଥିବା କହି ଅଞ୍ଚଳବାସୀ ବିଭାଗ ଏବଂ ପ୍ରକାଶିତ ଖବରକୁ ନେଇ ସାଧୁବାଦ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ରାଜ୍ୟରେ ୨୧୮ ନୂଆ ଆକ୍ରାନ୍ତ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୬ ହଜାର ଟପିଲା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୧୯୮ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୨୦ ଲୋକାଲ୍‌ କେସ୍‌ ରହିଛି। ଏହାକୁ...

ଜୁଲାଇ ୧୬ ପର୍ଯ୍ୟନ୍ତ ଆଂଶିକ ଲକ୍‌ଡାଉନ୍‌, ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ବନ୍ଦ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ ହ୍ରାସ ପାଉଥିବାରୁ ଅନଲକ୍‌ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ରଣନୀତି ଆପଣାଇଥିଲେ। ରାଜ୍ୟର ସମସ୍ତ ଜିଲାକୁ ୨ ଭାଗରେ...

ଅଧା ବାଟରେ ରୋଗୀଙ୍କୁ ଛାଡ଼ି ଚାଲିଗଲା ଆମ୍ବୁଲାନ୍ସ

ଛତ୍ରପୁର/ ଗଞ୍ଜାମ,୨୫ା୧(ଡି.ଏନ.ଏ.)-ଟଙ୍କା ନ ଦେବାରୁ ୧୦୮ ଆମ୍ବୁଲାନ୍ସ ରୋଗୀଙ୍କୁ ଅଧାବାଟରେ ଓହ୍ଲାଇ ଦେଇ ଚାଲିଗଲା। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲାରେ। ଜିଲାପାଳଙ୍କ ନିର୍ଦ୍ଦେଶ...

ମାଷ୍ଟର୍ସ ସେଫ୍‌ରେ ଅନୁଗୋଳର ଲଳନା ସ୍ମୃତିଶ୍ରୀ:ବିଚାରକଙ୍କ ମନ ଜିଣିଲା ‘କୁଟ୍ଟୁ-ଏ-ପାସ୍ତା’

ଅନୁଗୋଳ ଅଫିସ, ୧୭।୧୨ ଷ୍ଟାର ପ୍ଲସର ରିଏଲିଟି ଶୋ’ ମାଷ୍ଟର୍ସ ସେଫ୍‌ର ଶ୍ରେଷ୍ଠ ୧୫ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଅନୁଗୋଳର ଲଳନା ସ୍ମୃତିଶ୍ରୀ ସିଂହ...

ପର୍ଯ୍ୟଟନ ବିକାଶକୁ ପ୍ରଶାସନିକ ଅଣଦେଖା

କେନ୍ଦୁଝର, ୧।୧୧(ସ୍ବ.ପ୍ର.)-କେନ୍ଦୁଝରରେ ପଡ଼ିଲାଣି ଶୀତ। ଏହାହେଉଛି ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ବଣପାହାଡ ଘେରା କେନ୍ଦୁଝର ଜିଲାର ପ୍ରତିଟି ସ୍ଥାନ ରମଣୀୟ । ଏହି ଜିଲାର...

ପୂର୍ବ ଶତ୍ରୁତାକୁ ନେଇ ଘର ଉପରକୁ କରିଥିଲେ ଗୁଳିମାଡ଼: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୁରୁଷୋତ୍ତମପୁର ପୋଲିସ

ପୁରୁଷୋତ୍ତମପୁର, ୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଗୁଳିକାଣ୍ଡ ଘଟଣା ଘଟିଛି। ଏଥିରେ କେହି ଆହାତ ହୋଇ...

ପଶ୍ଚିମ ଓଡ଼ିଶାରେ ଧାନର ଅଭାବୀ ବିକ୍ରି ନେଇ ବିଧାନସଭାରେ ଉଦ୍‌ବେଗ: ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଧାନ ଅମଳ ହୋଇ ବାହାରେ ପଡ଼ି ପଡ଼ି ଗଜା ହେଲାଣି। ଧାନ ରଖିବା ପାଇଁ ମଣ୍ଡିର କୌଣସି ବ୍ୟବସ୍ଥା ନାହିଁ। ଚାଷୀଙ୍କଠାରୁ ସରକାର...

ଉପଜିଲାପାଳଙ୍କ ହସ୍ତକ୍ଷେପ ପରେ ବ୍ଲକ କର୍ମଚାରୀଙ୍କ ଧାରଣା ପ୍ରତ୍ୟାହୃତ

ଗୋପାଳପୁର/କନିଷି,୨୦ା୧୨(ଡି.ଏନ.ଏ.)- ରଙ୍ଗେଇଲୁଣ୍ଡା ବିଡିଓଙ୍କୁ ମଙ୍ଗଳବାର ଅପରାହ୍ନରେ ଇନ୍ଦ୍ରାକ୍ଷୀ ସରପଞ୍ଚ ଗାଳିଗୁଲଜ ଓ ଠେଲାପେଲା କରିଥିବା ପ୍ରତିବାଦରେ ବୁଧବାର ବ୍ଲକ କର୍ମଚାରୀ, ସମନ୍ବିତ ଶିଶୁ ବିକାଶ କର୍ମଚାରୀ,...

Advertisement
Archives

Model This Week