ଧରିତ୍ରୀ ପୋର୍ଟାଲ ପ୍ରଭାବ: ତାଲା ପକାଯାଇଥିବା ଗୋରୁଙ୍କୁ ଛାଡ଼ିଲା ଗଞ୍ଜାମ ଏନ୍‌ଏସି , ଭୋକ ଉପାସରେ ବୁଲୁଥିବାରୁ ଖାଦ୍ୟପେୟ ବ୍ୟବସ୍ଥା କରିବାକୁ ଦାବି

ଗଞ୍ଜାମ,୨୯।୩(ଡି.ଏନ୍‌.ଏ.): କରୋନା କଟକଣା ଲାଗି ଗଞ୍ଜାମ ସହର ଶୂନଶାନ। ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା ପରେ ଘରୁ ବାହାରୁନାହାନ୍ତି ଲେକେ। ଗତ ୨୨ ତାରିଖରେ ହୋଇଥିବା ଜନତା କର୍ଫ୍ୟୁଠାରୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ସହର ମଧ୍ୟରୁ ଗୋରୁଙ୍କୁ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମ ଭିତରେ ଭର୍ତ୍ତିକରି ତାଲା ପକାଯାଇଥିଲା। ମାତ୍ର ସେମାନଙ୍କ ପାଇଁ କୌଣସି ଖାଦ୍ୟ କିମ୍ବା ପାଣିର ବ୍ୟବସ୍ଥା କରାଯାଇ ନ ଥିବା ଯୋଗୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଥିଲା l ଏ ନେଇ ଧରିତ୍ରୀ ପୋର୍ଟାଲରେ ଖବର ପ୍ରକାଶିତ ପରେ ଏନ୍‌ଏସି ଏବଂ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ସଙ୍ଗେ ସଙ୍ଗେ ଗୋରୁଙ୍କୁ ଛାଡ଼ି ଦିଆଯାଇଥିଲା l ବର୍ତ୍ତମାନ ବଜାର ଶୂନଶାନ ଥିବା ବେଳେ ପଲପଲ ଗୋରୁ ବୁଲୁଥିବା ଦେଖିବାକୁ ମିଳିଛି l ସେମାନେ ଭୋକ ଉପାସରେ ବୁଲୁଥିବା ବେଳେ ମାଲିକମାନେ ସେମାନଙ୍କୁ ଘରକୁ ନେଉ ନାହାନ୍ତି l ଏଭଳି ପରିସ୍ଥିତିରେ ପ୍ରଶାସନ ପକ୍ଷରୁ ପାନୀୟ ଜଳ ଓ ଖାଦ୍ୟ ବ୍ୟବସ୍ଥା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂରଣ ହେଲା ଦାବି, ଗଡ଼ିିଲା ନୂଆ ୧୦୮ ଆମ୍ବୁଲାନ୍ସ

ଚିତ୍ରଡ଼ା,୬ା୫(ଡି.ଏନ୍‌.ଏ.)- ବହୁ ଦିନର ଦାବି ପରେ ମୟୂରଭଞ୍ଜ ଜିଲାର କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ୨ଟି ନୂଆ ୧୦୮ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି। ପୂର୍ବରୁ ରାସଗୋବିନ୍ଦପୁର ଏବଂ...

ଆସିଲାନି ଆମ୍ବୁଲାନ୍ସ; ସାଇକେଲ୍‌ରେ ବୁହାହେଲେ ରୋଗୀ

ଯୋଡ଼ା, ୨୩।୯ (ଡି.ଏନ.ଏ.)-କେନ୍ଦୁଝର ଜିଲାର ଯୋଡା ଯୋଡା ବ୍ଲକ ଲହଣ୍ଡା ଅଞ୍ଚଳର ଜଣେ ରୋଗୀଙ୍କୁ ଡାକ୍ତରଖାନା ନେବା ପାଇଁ ଆମ୍ବୁଲାନ୍ସ ନଆସିବାରୁ ପରିବାର ଲୋକେ ରବିବାର...

ସ୍ବାବ ନମୁନା ପରୀକ୍ଷା ପାଇଁ ପ୍ରଶାସନର ସ୍ବତନ୍ତ୍ର ବ୍ୟବସ୍ଥା: ବରଗଡ଼ ସହରର କଲ୍ୟାଣ ମଣ୍ଡପରେ ହେବ ଟେଷ୍ଟ

ବରଗଡ଼ ଅଫିସ,୨୯।୪: ବରଗଡ଼ ସଦର ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମରେ କରୋନା (କୋଭିଡ-୧୯) ପଜିଟିଭ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୧୬ ତାରିଖ...

ପଦ୍ମପୁର ଉପନିର୍ବାଚନ: ୧୧ ରାଉଣ୍ଡ ସୁଦ୍ଧା ବିଜେଡି ଆଗରେ, ଭୋଟ୍‌ ବ୍ୟବଧାନ ୨୧ ହଜାର ଟପିଲା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୧୧ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା...

କେବିକେ ଅଞ୍ଚଳକୁ କେନ୍ଦ୍ରୀୟ ସହାୟତା କମିଛି

ବଲାଙ୍ଗୀର ଅଫିସ,୨୦ା୩: ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା(ପିଏମକେଏସୱାଇ)ର ଏକ ଉପାଦାନ ହେଉଛି ଏଆଇବିପି (ତ୍ୱରିତ ସିଞ୍ଚାଇ ଲାଭ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମକୁ ବନ୍ଦ କରାଯାଇନାହିଁ। କେନ୍ଦ୍ର...

ଭାଉଜଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଦିଅର ଗିରଫ

ପାଟଣା,୧୮।୧୧(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି ା ଭାଉଜଙ୍କ ତଣ୍ଟି କାଟି ଜଣେ ଯୁବକ ହତ୍ୟା ଉଦ୍ୟମ କରିଛନ୍ତି।...

ପାଣି ପାଇଁ ଡହଳବିକଳ

ରାଉରକେଲା,୨୪।୬(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା ଶିଳ୍ପାଞ୍ଚଳ ତଥା ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ଅଧୀନ ସେକ୍ଟର-୧ ଖରିଆବାହାଲ ବସ୍ତିରେ ପାଣି ସମସ୍ୟା ଉତ୍କଟ ହୋଇଛି। ଖରାଦିନ...

ପାଟଣାରେ ବିଜୁବାବୁଙ୍କ ଜୟନ୍ତୀ

ପାଟଣା,୫ା୩(ସ୍ବ.ପ୍ର.): ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସ ପାଳନ କରାଯାଇଛି। ଏହି ଅବସରରେ ରବିବାର...

Advertisement
Archives

Model This Week