ଧର୍ମଘଟ ଯୋଗୁ ପ୍ରଭାବିତ ହୋଇପାରେ ବ୍ୟାଙ୍କ କାରବାର

ମୁମ୍ବାଇ,୨୫-୧: ୩୧ ଜାନୁୟାରୀଠାରୁ ଆରମ୍ଭ ହେଉଥିବା ୨ ଦିନିଆ ଦେଶ ବ୍ୟାପି ବ୍ୟାଙ୍କ ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ କାରବାର ପ୍ରଭାବିତ ହେବାର ଆଶଙ୍କା ଉପୁଜିଛି। ଏହି ସମୟରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇପାରେ ବୋଲି ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଧର୍ମଘଟ ସମୟରେ ବ୍ୟାଙ୍କ କାର୍ଯ୍ୟାଳୟ ଏବଂ ଶାଖାଗୁଡିକର କାର୍ଯ୍ୟସ୍ଥିତି ଯେଭଳି ସ୍ବାଭାବିକ ରହେ ସେ ଦିଗରେ ଉଦ୍ୟମ କରାଯିବ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ରହିଛି। ବେତନ ସଂଶୋଧନ ନେଇ ସରକାରଙ୍କ ସହ ଆଲୋଚନା ବିଫଳ ହେବା ଯୋଗୁ ବ୍ୟାଙ୍କ ସଙ୍ଗଠନଗୁଡିକ ପକ୍ଷରୁ ଏହି ଧର୍ମଘଟ ଡାକରା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଓଆଇ ଅଫିସର୍ସ ଆସୋସିଏଶନ ପକ୍ଷରୁ ରିଲିଫ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୯।୫: ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଫିସର୍ସ ଆସୋସିଏଶନ ପକ୍ଷରୁ ବାତ୍ୟା ପ୍ରଭାବିତ ଲୋକଙ୍କ ଲାଗି ରିଲିଫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କ୍ଷତିଗ୍ରସ୍ତଙ୍କୁ ତାର୍ପୋଲିନ, ମଶାରୀ, ସୋଲାର...

ସିବିଡିଟି, ସିବିଆଇସି ମିଶ୍ରଣ ହେବନି

ନୂଆଦିଲ୍ଲୀ,୬।୭ : କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ଏବଂ କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ସୀମା ଶୁଳ୍କ ବୋର୍ଡ(ସିବିଆଇସି)ର ମିଶ୍ରଣ ହେବ ନାହିଁ। ଏ ନେଇ...

ନିର୍ବାଚନ ପରେ ପେଟ୍ରୋଲ-ଡିଜେଲ ଦାମ୍‌ ୧୫ ଟଙ୍କା ବଢ଼ିବା ଆଶଙ୍କା, ୮ ବର୍ଷର ରେକର୍ଡ ଭାଙ୍ଗିଲା ଆଶୋଧିତ ତୈଳ…

ନୂଆଦିଲ୍ଲୀ, ୧୫।୨ : ସମ୍ପ୍ରତି ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଜାରି ରହିଛି। ଏହାପରେ...

ସିଆଇଆଇ ବାତ୍ୟା ପରିଚାଳନା କମିଟି ବୈଠକ;ରିଲିଫ୍‌,ପୁନର୍ବାସରେ ସହଯୋଗ ଲାଗି ଶିଳ୍ପ ଜଗତକୁ ଆହ୍ବାନ

ଭୁବନେଶ୍ୱର,୧୨-୫ (ବ୍ୟୁରୋ): କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି(ସିଆଇଆଇ) ବାତ୍ୟା ପରିଚାଳନା ଷ୍ଟିଅରିଂ କମିଟି ବୈଠକ ଶନିବାର ଅପରାହ୍ନରେ ସ୍ଥାନୀୟ ନାଲ୍‌କୋ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।...

ରିଲାଏନ୍ସ ରିଟେଲରେ ନିବେଶ କରିବ କେକେଆର୍‌

ନୂଆଦିଲ୍ଲୀ: ବିଶ୍ୱର ପ୍ରମୁଖ ପୁଞ୍ଜିନିବେଶକାରୀ କମ୍ପାନୀ କେକେଆର୍‌ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ୍‌ରେ ୫,୫୦୦ କୋଟି ଟଙ୍କା ନିବେଶ କରିବ। ଏ ନେଇ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ...

ବିମୁଦ୍ରୀକରଣକୁ ପୂରିଲା ୪ ବର୍ଷ

୨୦୧୬ ନଭେମ୍ବର ୮ରେ କେନ୍ଦ୍ର ସରକାର ବିମୁଦ୍ରୀକରଣ ଘୋଷଣା ଦ୍ୱାରା ମହାତ୍ମା ଗାନ୍ଧୀ ସିରିଜର ୫୦୦ ଏବଂ ୧୦୦୦ ଟଙ୍କିଆ ନୋଟ୍‌ଗୁଡିକୁ ଅଚଳ କରିଦେଲେ। ଏହା...

ଆଉ ୯୦ ଟ୍ରେନ୍‌ ବାତିଲ୍‌

ନୂଆଦିଲ୍ଲୀ,୨୧-୩: ଶୁକ୍ରବାର ରେଲଓ୍ବେ ଆଉ ୯୦ ଟ୍ରେନ ବାତିଲ କରିଛି। ଏଗୁଡିକ ମାର୍ଚ୍ଚ ୨୦ରୁ ୩୧ ଯାଏ ଚଳାଚଳ କରିବ ନାହିଁ। କରୋନା ପ୍ରଭାବରୁ ଯାତ୍ରୀ...

କ୍ଷତ ଛାଡ଼ିଯାଇଛି ମହାମାରୀ

ଚାଇନାରେ କରୋନା ସଂକ୍ରମଣ ବ୍ୟାପିବା ପରେ ଏହା ମହାମାରୀର ରୂପ ନେଉଥିବା ସମ୍ପର୍କରେ ଆମ ବ୍ୟାବସାୟିକ ସହଯୋଗୀ ତୁରନ୍ତ ସୂଚନା ଦେଇଥିଲେ। ଆମ ସହଯୋଗୀ ଚିଙ୍ଗୁଡ଼ି...

Advertisement
Archives

Model This Week