Posted inଜାତୀୟ

ଧର୍ମାନ୍ତରଣ ରୋକିବା ପାଇଁ ମୋଦି ସରକାର ଆଣିବେ ଆଇନ: ସଂସଦର ଆସନ୍ତା ଅଧିବେଶନରେ ହୋଇପାରେ ଆଗତ

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଂସଦର ଆସନ୍ତା ଅଧିବେଶନରେ ଧର୍ମାନ୍ତରଣ ରୋକିବା ପାଇଁ ଆଇନ ଆଣିବାର ସମ୍ଭାବନା ରହିଛି। କେରଳ ଏବଂ ଉତ୍ତର-ପୂର୍ବ ରାଜ୍ୟରେ ଏଭଳି କାର୍ଯ୍ୟ ଅଧିକ ହେଉଥିବାରୁ ସରକାର ଏନେଇ ଦୃଢ଼ ପଦକ୍ଷେପ ଗ୍ରହଣ କରିବେ ବୋଲି କୁହାଯାଉଛି। ଆର୍‌ଏସ୍‌ଏସ୍‌ ମୁଖ୍ୟ ପ୍ରବକ୍ତା ମନମୋହନ ବୈଦ ଏନେଇ ଦୃଢ଼ ଆଇନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ୨୦୧୪ରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଭେଙ୍କୟା ନାଇଡୁ ଧର୍ମାନ୍ତରଣ ଉପରେ ଆଇନ ଆଣିବାକୁ ଜୋର୍‌ ଦେଇଥିଲେ। ତେବେ ଏହା ସମ୍ଭବ ହୋଇପାରି ନ ଥିଲା। ତେବେ ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍‌ରେ ଏସମ୍ପର୍କିତ ବିଲ୍‌ ଲୋକ ସଭା ତଥା ରାଜ୍ୟ ସଭାରେ ଆଗତ ହେବାର ସମ୍ଭାବନା ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri