ଧଳା କେଶ ସମସ୍ୟାରୁ ମୁକ୍ତି ଦିଏ ଏହି ୪ ଖାଦ୍ୟ

ବୟସ ବଢ଼ିବା ସହିତ କେଶର ରଙ୍ଗ ପରିବର୍ତ୍ତନ ହୋଇ ଧଳା ହେବା ଏକ ସାଧାରଣ କଥା। ମାତ୍ର ବର୍ତ୍ତମାନ ସମୟରେ କେବଳ ବୟସ୍କ ଲୋକ ନୁହନ୍ତି ବରଂ ଯୁବପିଢ଼ିମାନଙ୍କଠାରେ ଏହି ସମସ୍ୟା ଦେଖାଯାଉଛି। ଏହାର ମୁଖ୍ୟ କାରଣ ପାଲଟିଛି ଆଧୁନିକ ଜୀବନଶୈଳୀ ସହ କେଶକୁ ସୁନ୍ଦର କରିବା ନିମନ୍ତେ ବିଭିନ୍ନ ରସାୟନିକ ସାମଗ୍ରୀର ବ୍ୟବହାର। ଏଥିସହ ଚିନ୍ତା, ବାୟୁ ପ୍ରଦୂଷଣ ଆଦି ଏହାର ଅନ୍ୟତମ କାରଣ ବୋଲି କୁହାଯାଏ। ଯଦି ଏହି ସମସ୍ୟାକୁ ନେଇ ଆପଣ ଚିନ୍ତାରେ ଅଛନ୍ତି, ତେବେ ଏହାକୁ ସହଜ ଉପାୟରେ ରୋକିପାରିବେ। କେଶ ପାଇଁ ଭିଟାମିନ୍‌ ନିତାନ୍ତ ଆବଶ୍ୟକ। ତେଣୁ ଆପଣଙ୍କ ଖାଦ୍ୟପେୟରେ ଏସବୁ ବ୍ୟବହାର କରି ଏଥିରୁ ମୁକ୍ତି ପାଇପାରିବେ।

ବାଦାମ
ବାଦାମରେ କପର ଓ ଭିଟାମିନ୍‌ ’ଇ’ ରହିଥାଏ । ଏହା କେଶ ପାଇଁ ଅଧିକ ଲାଭଦାୟକ ହୋଇଥାଏ।

ଚକୋଲେଟ ମସ୍‌ରୁମ
ଏଥିରେ ମଧ୍ୟ ଅଧିକ ମାତ୍ରାରେ କପର ଥାଏ, ଯାହା କେଶକୁ କଳା ଓ ଘଞ୍ଚ କରାଇଥାଏ।

ଶାଗ
ଶାଗ ଖାଇବା ଦ୍ୱାରା ଭିଟାମିନ୍‌ ବି ମିଳିଥାଏ, ଯାହା ଶରୀର ପାଇଁ ଜରୁରୀ । ଏହା କେଶକୁ କଳା କରାଇଥାଏ।

ଅଣ୍ଡା
ଅଣ୍ଡାରେ ଭିଟାମିନ ବି -୧୨ ଥାଏ,ଏହା କେଶ ପାଇଁ ଅଧିକ ଜରୁରୀ ହୋଇଥାଏ। ଯଦି ଆପଣଙ୍କର ଅଣ୍ଡା ଖାଇବାରେ କୌଣସି ସମସ୍ୟା ନ ଥାଏ ତେବେ ପ୍ରତିଦିନ ଏହାକୁ ଖାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri