ଧାନକଟାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ, ଚାଷୀଙ୍କ ମୃତ୍ୟୁ

ବସ୍ତା, ୧୦।୫ (ଡି.ଏନ.ଏ)- ବସ୍ତା ବ୍ଲକ ଅନ୍ତର୍ଗତ ପହଣା ଗ୍ରାମରେ ଧାନକଟାକୁ କେନ୍ଦ୍ର କରି ଆକ୍ରମଣ ଯୋଗୁ ଗରାଙ୍ଗ ସୁର (୬୦) ନାମକ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ଶନିବାର ସନ୍ଧ୍ୟାରେ ପାଚିଲା ଧାନ କାଟି ଆଣି ରଖୁଥିବା ବେଳେ ଅତର୍କିତ ଭାବେ ସଂଘବଦ୍ଧଭାବେ ଆକ୍ରମଣର ଶିକାର ହୋଇ ସେ ଗୁରୁତର ହୋଇପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କ ପରିବାର ଲୋକେ ଉଦ୍ଧାର କରି ବସ୍ତା ଡାକ୍ତରଖାନାକୁ ନେଇଥିଲେ ହେଁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ସିଂଲା ପୋଲିସ ମୃତଦେହ ଜବତ କରି ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧାନଜମି ଜଳମଗ୍ନ

ଖଣ୍ଡପଡ଼ା,୨୫ା୯(ସ୍ବ.ପ୍ର.): ଗତ ୨ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି ା ବ୍ଲକ ଅନ୍ତର୍ଗତ ୨୨...

ବିଦ୍ୟାଳୟରୁ ଚୋରି କରୁଥିଲେ ପଡ଼ିଲେ ଧରା

ମୋରଡା,୧୦।୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ବର୍ତ୍ତନା ଗ୍ରାମରେ ଥିବା ବିଦ୍ୟାଳୟରୁ ଚୋରି କରୁଥିବା ସମୟରେ ଜଣେ ଯୁବକ ଗ୍ରାମବାସୀଙ୍କ ହାତରେ ପଡ଼ିଛନ୍ତି। ସେମାନେ...

ସ୍କାନରରେ ୨୫୦ ଶିକ୍ଷକଙ୍କ ଜାଲ୍‌ ପ୍ରମାଣପତ୍ର

ଛତ୍ରପୁର,୩୦ା୩(ଡି.ଏନ.ଏ): ଗଞ୍ଜାମ ଜିଲାରେ ଜାଲ୍‌ ଶିକ୍ଷାଗତଠାରୁ ଆରମ୍ଭ କରି ଜାତିଗତ ଓ ବିଭିନ୍ନ ପ୍ରମାଣପତ୍ର ଦାଖଲ କରି ଶିକ୍ଷକ ନିଯୁକ୍ତି ପାଇଛନ୍ତି। ଏନେଇ ଦୀର୍ଘ ବର୍ଷ...

ଅଢେଇ ବର୍ଷ ପରେ ବି ପୋଲିସ ହାତ ଖାଲି

ରାଉରକେଲା,୨୨ା୬(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଏସ୍‌ଟିଆଇ ଓଭରବ୍ରିଜ ଉପରେ ୨୦୨୦ ମସିହା ଡିସେମ୍ବର ୧୮ ତାରିଖ ରାତି ୯ଟା ୪୫ରେ ଘଟିଥିଲା ଗୁଳିକାଣ୍ଡ। ସରୋଜ ସାହୁ ନାମକ...

ପୁରୀରେ ଲାଇଟ୍‌ ଆଣ୍ଡ ସାଉଣ୍ଡ ଶୋ’ ପ୍ରସ୍ତାବ

ଭୁବନେଶ୍ୱର,୨୯। ୧୦(ବ୍ୟୁରୋ): ପୁରୀକୁ ଆସୁଥିବା ଅଣହିନ୍ଦୁ ଓ ବିଦେଶୀଙ୍କୁ ଶ୍ରୀମନ୍ଦିରର ଇତିହାସ, ପ୍ରତିଷ୍ଠା, ଜଗନ୍ନାଥ ସଂସ୍କୃତିର ମହତ୍ତ୍ବ ବିଷୟରେ ଅବଗତ କରିବା ଲାଗି ଲାଇଟ୍‌ ଆଣ୍ଡ୍‌...

ମେରୁମଠ ଜମିରେ ବେଆଇନ ରାସ୍ତା ନିର୍ମାଣ

ସାରସକଣା,୨୯ା୧୧(ଡି.ଏନ୍‌.ଏ.):ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ଶୀର୍ଷା ପଞ୍ଚାୟତର ମେରୁମଠ ଜମିରେ ବେଆଇନ ରାସ୍ତା ନିର୍ମାଣ କରାଯାଉଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ବେଢାପାଳ ଗ୍ରାମର ପ୍ରାୟ...

ଦୋଷ ଖସାଇବାକୁ ଉଦ୍ୟମ

ଅନୁଗୋଳ ଅଫିସ, ୧୫ା୧୧: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ୨୦୧୯ ମାର୍ଚ୍ଚ ୧୩ରୁ ୨୦୨୧ ମଧ୍ୟରେ ପାରା ମେଡିକାଲ ଷ୍ଟାଫ୍‌ ନିଯୁକ୍ତିରେ ବ୍ୟାପକ ଅନିୟମିତତା ହୋଇଛି। ଏହି...

୧୮ରୁ ଧାନକିଣା, ୩ରୁ ମିଳିବ ଟୋକନ

ଢେଙ୍କାନାଳ ଅଫିସ, ୨୪।୧୧ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ‘୫-ଟି’ ଏବଂ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। ଜିଲାପାଳ ଭୂମେଶ...

Advertisement
Archives

Model This Week