ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁ ଗୁରୁତର

କୋକସରା,୩୦।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ବିଜମରା ଗ୍ରାମରେ ଶନିବାର ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କୋକସରା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ଶରୀରର ୯୦ ପ୍ରତିଶତ ଅଂଶ ପୋଡ଼ି ଯାଇଥିବା ଜଣାପଡ଼ିଛି।
ସେମାନେ ହେଲେ ଉକ୍ତ ଗ୍ରାମର ହେମରାଜ ଦିଶାରୀଙ୍କ ଦୁଇ ଯାଆଁଳା ଝିଅ ରୋଜି ଓ ଡେଜି। ଅନ୍ୟ ଜଣେ କୁଚିଣ୍ଡା ଗ୍ରାମର ରଚନା ରାଉତ। ରଚନା ନିଜ ମାମୁ ଘର ବିଜମରାକୁ ଆସିଥିବା ବେଳେ ଏହି ଅଘଟଣ ଘଟିଛି। ଏହି ତିନି ଜଣଙ୍କ ବୟସ ୪ରୁ ୫ ବର୍ଷ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରୁ ୬ଜଣ କରିବେ ପ୍ଲାଜମା ଦାନ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୮।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ବିଭିନ୍ନ ବ୍ଲକରୁ କରୋନା ଆକ୍ରାନ୍ତରୁ ସୁସ୍ଥ ହୋଇଥିବା ୬ଜଣ ବ୍ୟକ୍ତି ପ୍ଲାଜମା ଦାନ ପାଇଁ ଶୁକ୍ରବାର କଟକରେ ପାନ୍ଥନିବାସରେ ପହଞ୍ଚତ୍ଛନ୍ତି।...

ଜୁଲାଇ ମାସରେ ହୋଇଥାନ୍ତା ବାହାଘର: ରିପୋର୍ଟ ଆସିଲା ପଜିଟିଭ୍‌

ସିଂହପୁର,୨୫।୬-ବିଞ୍ଝାରପୁର ବ୍ଲକ ଜରୀ ପଞ୍ଚାୟତରେ ଗୁରୁବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଦିଲ୍ଲୀ ଫେରନ୍ତା ୩୨ ବର୍ଷିୟ...

ପରିଣତ ବୟସରେ ସକ୍ଷମ

କେନ୍ଦୁଝର, ୫।୭(ସ୍ବ.ପ୍ର.)-ଯେଉଁ ବୟସରେ ନାତିନାତୁଣୀଙ୍କ ସହ ଖେଳାବୁଲା କରିବା କଥା ଓ ଘରେ ବିଶ୍ରାମ କରିବା କଥା ସେହି ବୟସରେ ବାଂଶପାଳ ବ୍ଲକ ଅନ୍ତର୍ଗତ ଠାକୁରଡିହି...

ଜାଲ୍‌ ଶିକ୍ଷକଙ୍କୁ ଜିଲାପାଳଙ୍କ ଚେତାବନୀ: ଚାକିରି ଛାଡ଼ିଲେ ବି କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ୍‌,୨୨|୧୧- ଗଞ୍ଜାମ ଜିଲରେ ଶିକ୍ଷକ ନିଯୁକ୍ତି ସମୟରେ ଜାଲ ସାର୍ଟିଫିକେଟ୍‌ ଦେଇ ଚାକିରି କରିଥିବାରୁ ବର୍ତ୍ତମାନ ଅଡ଼ୁଆ ବଢ଼ିବାରେ ଲାଗିଛି। ପ୍ରତିଦିନ କେହି ନା...

ଅଗ୍ନିକାଣ୍ଡକୁ ୪ମାସ ବିତିଲା: ମିଳିପାରୁନି ପରିବାରକୁ ସହାୟତା

ଜେନାପୁର,୨|୮(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅଧୀନ ପଣସପଡ଼ିଆ ଗ୍ରାମର ରମେଶ ମଳିକଙ୍କ ଘର ୪ ମାସ ହେବ ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ପୋଡ ଯାଇଥିଲା।...

ବାଲିଆରେ ବୋମାମାଡ: ୨ ଜୀବନ୍ତ ଗୁଳି ଜବତ

ଡେରାବିଶ, ୧୬।୧୨(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ଡେରାବିଶ ଥାନା ବାଲିଆ ମୁସଲମାନ ବସ୍ତିରେ ରବିବାର ବିଳମ୍ବିତ ରାତିରେ ଏକ ବୋମାମାଡ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ସୂଚନା...

ଅଜଗର ଉଦ୍ଧାର

ଠାକୁରମୁଣ୍ଡା,୨୬ା୭(ଡି.ଏନ୍‌.ଏ.)- ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଭରାଣ୍ଡିହା ପଞ୍ଚାୟତର ଗମ୍ଭାରୀଆ ଗ୍ରାମରୁ ବନବିଭାଗ ଏକ ଅଜଗର ଉଦ୍ଧାର କରିଛି। ଶୁକ୍ରବାର ଭରାଣ୍ଡିହା ସମିତି ସଭ୍ୟ...

ପୋଲିସ ଦୁର୍ବବ୍ୟହାର ଶିକାର ହୋଇଥିବା ଚାଷୀଙ୍କୁ ଭେଟିଲେ କଂଗ୍ରେସ ନେତା

ରତ୍ନଗିରି,୨।୫(ଡି.ଏନ୍‌.ଏ.)- ଯାଜପୁର ଜିଲା ବରୀ ବ୍ଲକ ଅଧୀନସ୍ଥ ମହାକାଳପଡ଼ା ପଞ୍ଚାୟତର ଚାଷୀମାନେ ଲକ୍‌ଡାଉନ୍‌ ସମୟରେ ଜିଲା ସୀମାନ୍ତବର୍ତ୍ତି କେନ୍ଦ୍ରାପଡା ଜିଲାର ଇନ୍ଦୁପୁର ସାପ୍ତାହିକ ହାଟକୁ ପନିପରିବା...

Coronavirus Update

Archives

Model This Week

Why Dharitri