ଧାନଖଳାରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ବରଗଡ଼ ଅଫିସ,୧୩।୧୨: ବରଗଡ଼ ବ୍ଲକ ଅନ୍ତର୍ଗତ ଖୁଣ୍ଟପାଲି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଗ୍ରାମର ଦୁଇଜଣ ଚାଷୀଙ୍କ ଧାନଖଳାରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଗ୍ରାମର ଅମର ଭୁଏ ଏବଂ ଅମର ବାଗଙ୍କ ୫ଏକର ଜମିରୁ ଅମଳ ହୋଇଥିବା ଧାନ ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଶୁକ୍ରବାର ସକାଳେ ବରଗଡ଼ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଥିଲେ। ଉପରୋକ୍ତ ଦୁଇ ଚାଷୀ ଧାନ କାଟିବା ପରେ ତାକୁ ଗଦା ମାଡ଼ିବା ପାଇଁ ଖଳାରେ ଗଦା କରି ରଖିଥିଲେ। ମାତ୍ର ଏହା ପୂର୍ବରୁ ଦୁର୍ବୃତ୍ତମାନେ ସେଥିରେ ନିଆଁ ଲଗାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ଭାରତୀୟ ଥିବା ଜାହାଜ ଉପରକୁ ଆକ୍ରମଣ କଲା ଇରାନ, ଜଣ ନିଖୋଜ, ପ୍ରତିକ୍ରିୟା ଦେଲା ଭାରତ

ନୂଆଦିଲ୍ଲୀ/ତେହରାନ,୧୨।୭: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଯେତେବେଳେ ଏହି ଆକ୍ରମଣ ଘଟିଥିଲା…

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ…

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri