ଧାନପେଷା ମେଶିନ ସଂସ୍ପର୍ଶରେ ଆସି ମହିଳା ଗୁରୁତର

ଆନନ୍ଦପୁର,୧୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦରଡ଼ିପାଳ ଗ୍ରାମରେ ଜଣେ ମହିଳା ଧାନପେଷା ମେଶିନ୍‌ ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ଦରଡ଼ିପାଳ ଗ୍ରାମର ଗୁରୁତର ମହିଳା ସତ୍ୟଭାମା ରାଉତଙ୍କୁ ପରିବାର ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଗୁରୁବାର ସକାଳେ ସତ୍ୟଭାମା ଗ୍ରାମରେ ଥିବା ଏକ ମେଶିନ୍‌କୁ ଧାନ ପେଶିବା ପାଇଁ ନେଇଥିଲେ। ମେଶିନ ଡାଲାରେ ଧାନ ଢାଳିବା ସମୟରେ ଅସାବଧାନତା ବଶତଃ ତାଙ୍କ ଶାଢ଼ି ମେଶିନ ବେଲ୍ଟରେ ଗୁଡ଼ାଇ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ଚୋରା ମଦ ବେପାରି ଗିରଫ

ପାଟଣା,୨୧।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ତୁରୁମୁଙ୍ଗା ଥାନାର ଖିରେଇଟାଙ୍ଗିରି ଓ ଦାଶରଥୀପୁର ଗ୍ରାମରେ ଚଢ଼ାଉ କରି ୧୩୦ ଲିଟର ମହୁଲି ମଦ...

ବିଏନ୍‌ ହାଇସ୍କୁଲ ପ୍ଲାଟିନମ୍‌ ଜୁବୁଲି ଉଦ୍‌ଯାପିତ: ଯୋଗ ଦେଲେ ରାଜ୍ୟପାଳ

ଆନନ୍ଦପୁର,୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୁରାତନ ଶିକ୍ଷାନୁଷ୍ଠାନ ବିଏନ୍‌ ହାଇସ୍କୁଲର ପ୍ଲାଟିନମ୍‌ ଜୁବୁଲି ଉଦ୍‌ଯାପନ ଦିବସରେ ରବିବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେଇଛନ୍ତି। ପୂର୍ବ...

ଷଣ୍ଢ ସହ ବାଇକ୍‌ ଧକ୍କା: ଚାଲିଗଲା ଯନ୍ତ୍ରୀଙ୍କ ଜୀବନ

ଆନନ୍ଦପୁର,୧୩ା୮(ସ୍ବ.ପ୍ର.): ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ରାମଚନ୍ଦ୍ର ମାରାଣ୍ଡିଙ୍କର ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଘସିପୁରା ଥାନା ନାରଙ୍ଗପୁର ଛକ ନିକଟରେ ଏହି...

ବଧୁ ହତ୍ୟା ମାମଲାର ରାୟ ପ୍ରକାଶ: ସ୍ବାମୀ, ଶାଶୁ, ଶ୍ୱଶୁରଙ୍କୁ ୧୦, ନଣନ୍ଦଙ୍କୁ ୭ ବର୍ଷ ଜେଲ

ଆନନ୍ଦପୁର, ୧। ୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ କୃଷ୍ଣପୁର ଗ୍ରାମର ଏକ ବଧୂ ହତ୍ୟା ମାମଲାରେ ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବାମୀ, ଶାଶୁ...

ଡିଆରଡିଏ କାର୍ଯ୍ୟାଳୟ ଘେରାଉ କଲେ ଗାଁ ସାଥୀ

କେନ୍ଦୁଝର,୭।୧(ସ୍ବ.ପ୍ର.): ମହାତ୍ମାଗାନ୍ଧୀ ଜାତୀୟ କର୍ମ ନିଯୁକ୍ତି ଯୋଜନାରେ କାର୍ଯ୍ୟ ସମ୍ପାଦନ ପାଇଁ ନିୟୋଜିତ ଗାଁ ସାଥୀ (ମେଟ୍‌)ମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଗୁରୁବାର ଗାଁ ସାଥୀ...

କଶ୍ମୀରର ଅନୁଭୂତି ବାଣ୍ଟୁଛି ଦରଗୁଡ଼ିଶିଳା

ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ୍‌ ମନୋରମ। ବିଶେଷ କରି ଶୀତ ରୁତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ ଗୁଡ଼ିକରେ ପ୍ରକୃତିରାଣୀର...

ନିଆରା ବ୍ୟକ୍ତିତ୍ୱ ଉଜ୍ଜ୍ୱଳ କୁମାର: ବାଣ୍ଟି ଚାଲିଛନ୍ତି ସମାଜସେବାର ବାର୍ତ୍ତା

କେନ୍ଦୁଝର, ୩୦।୯ – ସେବା କାର୍ଯ୍ୟରୁ ଯେଉଁ ଆନନ୍ଦ ମିଳେ, ତାହା ଅବର୍ଣ୍ଣନୀୟ । ଯୁବପିଢ଼ି ସେବା କାର୍ଯ୍ୟ ଲାଗି ଆଗଭର ହେଲେ ସମାଜରେ ପରିବର୍ତ୍ତନ...

ଖାଦ୍ୟ ଅଭାବରୁ ରାଜରାସ୍ତାରେ ମାଙ୍କଡ଼

କେନ୍ଦୁଝର,୨୭।୨(ସ୍ବ.ପ୍ର.): ଏକଦା କେନ୍ଦୁଝର ଜିଲା ବଣପାହାଡ଼ ଘେରରେ ପରିପୂର୍ଣ୍ଣ ଥିଲା। କିଛି ବର୍ଷ ହେଲା ବିଭିନ୍ନ କାରଣରୁ ଜଙ୍ଗଲ ନଷ୍ଟ ହେବା ଫଳରେ ଜଙ୍ଗଲ ମଧ୍ୟରେ...

Advertisement
Archives

Model This Week