ଧାନ ଗଦା ଜଳିଗଲା

ଦିଗପହଣ୍ଡି,୧୦ା୧୨(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ପୋଡାବାଡି ଗାଁରେ ମଙ୍ଗଳବାର ସକାଳେ ଚାଷୀ ସୋମନାଥ ଦଳେଇଙ୍କ ୧୦ ଭରଣ ଜମିିର ଧାନ ଗଦା ଜଳିଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେହି ଦୁର୍ବୃତ୍ତ ଧାନ ଗଦାରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଦିଗପହଣ୍ଡି ଅଗ୍ନିଶମ ବାହିନୀ ପହଞ୍ଚିଥିଲେ ମଧ୍ୟ ଧାନ ଖଳାକୁ ରାସ୍ତା ନ ଥିବାରୁ ଦମକଳ ଗାଡ଼ି ଘଟଣାସ୍ଥଳକୁ ଯାଇ ନ ପାରି ଫେରିଯାଇଥିଲା। ଗ୍ରାମବାସୀଙ୍କ ସହଯୋଗରେ ନିଆଁ ଲିଭାଯାଇଛି। ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁଙ୍କ ନିର୍ଦ୍ଦେଶରେ ରାଜସ୍ବ ନିରୀକ୍ଷକ ପ୍ରଶାନ୍ତ କୁମାର ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚି କ୍ଷୟକ୍ଷତି ରିପୋର୍ଟ ସଂଗ୍ରହ କରି ଫେରିଛନ୍ତି। ଅଗ୍ନିକାଣ୍ଡରେ ପ୍ରାୟ ୫୦ ହଜାର ଟଙ୍କା ମୂଲ୍ୟର ଧାନ ଜଳି ଯାଇଥିବା ଚାଷୀ କହିଛନ୍ତି। ଏ ନେଇ ସେ ସନ୍ଧ୍ୟାରେ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଥ ଉପରେ ମୋବାଇଲ ରଖି ମହିଳାଙ୍କ ଗାଧୁଆ ସମୟର ଭିଡିଓ ଶୁଟିଂ କରୁଥିଲେ ଯୁବକ , ତା’ପରେ…

ଜଳେଶ୍ୱର, ୧୯ା୬ (ନବୀନ ସାହୁ): ମହିଳାଙ୍କ ଗୋପନୀୟତାକୁ ନେଇ ଅତି ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା…

ଶ୍ୱଶୁରଙ୍କ ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା, ରାତିରେ ସମସ୍ତେ ଶୋଇଥିବାବେଳେ…

ଦେବଗଡ଼,୧୯ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ବେତେଇଝରଣ ଗ୍ରାମସ୍ଥିତ ଶ୍ୱଶୁରଙ୍କ ଘରେ ଫାଶୀ ଲଗାଇ ଜ୍ୱାଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ସୁନ୍ଦରଗଡ଼ ଜିଲା…

ଆଜି ଆସିବେ ରାଷ୍ଟ୍ରପତି, ଜନ୍ମଦିନରେ ଯିବେ ଶାଶୁଘର

ବାରିପଦା, ୧୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି। ୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri