ଧାମରାରେ କେନ୍ଦ୍ରୀୟ ପ୍ରତିନିଧି ଦଳ

ଚାନ୍ଦବାଲି,୧୫।୧୧(ଡି.ଏନ୍‌.ଏ.): ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ପ୍ରଭାବରେ ଭଦ୍ରକ ଜିଲାର ଉପକୂଳବର୍ତ୍ତୀ ଅଞ୍ଚଳ ଚାନ୍ଦବାଲି ଓ ଧାମରାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏ ନେଇ କ୍ଷୟକ୍ଷତିର ଆକଳନ ଲାଗି ୮ ଜଣିଆ କେନ୍ଦ୍ରୀୟ ଟିମ୍‌ ଗୁରୁବାର ଧାମରା ଗସ୍ତ କରିଥିଲେ। ରାତିରେ ଧାମରାରେ ରହି ଶୁକ୍ରବାର ସକାଳୁ ସେମାନେ ଦୁଇଟି ଦଳରେ ବିଭକ୍ତ ହୋଇ ଗୋଟିଏ ଦଳ ଧାମରାର ଦୋସିଙ୍ଗା ଗ୍ରାମପଞ୍ଚାୟତର କେତେକ ଅଞ୍ଚଳ ପରିଦର୍ଶନ କରିଛନ୍ତି । ଅନ୍ୟ ଏକ ଦଳ ବାସୁଦେବପୁର ବ୍ଲକ ଗସ୍ତ କରିଛନ୍ତି । ଏହି ପରିଦର୍ଶନ ସମୟରେ ସେମାନେ ସ୍ଥାନୀୟ ଲୋକ ଓ ପ୍ରଶାସନିକ ଅଧିକାରୀଙ୍କ ସହିତ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଛନ୍ତି । ମଧ୍ୟାହ୍ନରେ ସେମାନେ କେନ୍ଦ୍ରାପଡ଼ା ଜିଲା ଗସ୍ତରେ ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଖୋଲିବ ବାଣ ଦୋକାନ: ମିଳିଲା ଅନୁମତି

କଟକ ଅଫିସ, ୨।୧୧: ଆଗକୁ କାଳୀ ପୂଜା ଓ ଦୀପାବଳି। ତେବେ କୋଭିଡ୍‌ କଟକଣା ଭିତରେ ପାଳିତ ହେବ ଏହିସବୁ ପର୍ବ। କଟକରେ ପୂର୍ବଭଳି ଚଳିତ...

ଭଙ୍ଗା ଯାଉନି ବିପଦସଙ୍କୁଳ ସ୍କୁଲ ଗୃହ

ତିହିଡ଼ି, ୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କୁବେରା ପଞ୍ଚାୟତ ଇଟାଗଡ଼ି ପ୍ରାଥମିକ ସ୍କୁଲ ପରିସରରେ ଥିବା ଏକ ପୁରାତନ ସ୍କୁଲ...

ପଞ୍ଜାବରୁ କଟକ ଆସୁଥିଲା ସୁନା

କଟକ ଅଫିସ,୧୬ା୭: ପଞ୍ଜାବରୁ ଓଡ଼ିଶାକୁ ଆସୁଥିଲା ପୁଳା ପୁଳା ସୁନା। ପରେ କଟକର ବିଭିନ୍ନ ଦୋକାନରେ ବିକ୍ରି ହେଉଥିଲା। ଏଥିପାଇଁ ଦୋକାନୀଙ୍କୁ ଜିଏସ୍‌ଟି ଦେବାକୁ ପଡୁ...

ଓଡ଼ିଆ ଶିକ୍ଷକଙ୍କ ଭାଷା ବୁଝୁନାହାନ୍ତି ପିଲା

ମାଥିଲି,୧୯ା୧୧(ଡି.ଏନ.ଏ.)- ଏବେ ସୁଦ୍ଧା ଲୋକଙ୍କ ନିକଟରେ ପହଞ୍ଚତ୍ପାରିନି ମୌଳିକ ସୁବିଧା। ଶିକ୍ଷା ବ୍ୟବସ୍ଥାର ବିକଳ ରୂପ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକରେ। ବ୍ଲକର...

ଅସ୍ଥାୟୀ ମେଡ଼ିକାଲ୍‌ କ୍ୟାମ୍ପ ପରିଦର୍ଶନ କଲେ ଏମ୍‌ପି

ବାରିପଦା ଅଫିସ, ୬ା୫- ମୟୂରଭଞ୍ଜ ଏମ୍‌ପି ଇଂ. ବିଶେଶ୍ୱର ଟୁଡ଼ୁ ଶିମିଳିପାଳ ଭିତରେ ଥିବା ୩ଟି ପଞ୍ଚାୟତର ସମସ୍ତ ଅସ୍ଥାୟୀ ମେଡିକାଲ କ୍ୟାମ୍ପ ବୁଲି ଦେଖିଛନ୍ତି।...

ପୂର୍ବତନ କର୍ପୋରେଟରଙ୍କ ପୁଅଙ୍କୁ ହତ୍ୟା ଉଦ୍ୟମ

ବ୍ରହ୍ମପୁର ଅଫିସ,୨୨ା୮-ବ୍ରହ୍ମପୁର ବଡବଜାର ଥାନା ସୀତାଢ଼ିମ୍ବିରା ସାହିରେ ମଙ୍ଗଳବାର ରାତିପ୍ରାୟ ୧୧ଟା ବେଳେ ବିଏମ୍‌ସିର ପୂର୍ବତନ କର୍ପୋରେଟର କୃଷ୍ଣ ସେଠୀଙ୍କ ପୁଅ ଚିଙ୍କୁ ଓରଫ ଗୌରବଙ୍କୁ...

କୋରାପୁଟରେ ୮୭୦.୮ ମିମି ବର୍ଷା

କୋରାପୁଟ,୯।୮(ସ୍ବ.ପ୍ର.):କୋରାପୁଟ ଜିଲାରେ ଗତ ସୋମବାର ୮୭୦.୮ ମିମି ବର୍ଷା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୧୯୪ ମିମି ବର୍ଷା ହୋଇଥିବାବେଳେ ଲକ୍ଷ୍ମୀପୁର...

ଆନ୍ତଃ ଜିଲା ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ବଲାଙ୍ଗୀର ବିଜୟୀ

କୋମନା,୧।୧୦(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଉଦ୍ୟାନବନ୍ଧ ଖେଳ ପଡିଆରେ ଜୟ ମା’ ବସ୍ତ୍ରାଣୀ ଫୁଟବଲ କ୍ଲବ ଆନୁକୁଲ୍ୟରେ ଆନ୍ତଃ ଜିଲା ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ...

Advertisement
Archives

Model This Week