ଧାରା ୩୭୦ ହଟିବା ନେଇ ନିଜ ନିଜର ଖୁସି ପ୍ରକାଶ କଲେ ବଲିଉଡ୍‌ କଳାକାର

ମୁମ୍ବାଇ,୫।୮: ଜମ୍ମୁ-କଶ୍ମୀରରୁ ୭୨ ବର୍ଷ ପୁରାତନ ଧାରା ୩୭୦ ହଟିବା ନେଇ ବଲିଉଡ୍‌ର ଖ୍ୟାତି ସମ୍ପନ୍ନ ବ୍ୟକ୍ତି ବିଶେଷ ଟୁଇଟ୍‌ କରି ନିଜର ଖୁସି ବ୍ୟକ୍ତ କରିଛନ୍ତି। ଅଭିନେତା ପରେଶ ରାଓ୍ବଲ କହିଛନ୍ତି ଭାରତ ମାତା ଶେଷରେ ସ୍ବାଧୀନତା ହାସଲ କରିଛି। ଅପରପକ୍ଷରେ ନିର୍ଦ୍ଦେଶକ ବିବେକ ଶର୍ମା ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯୋଗୁ ସମ୍ଭବ ହୋଇଥିବା କହିଛନ୍ତି। ଅଭିନେତ୍ରୀ ଦିୟା ମିର୍ଜା ଜମ୍ମୁ-କଶ୍ମୀରରେ ଶୀଘ୍ର ଶାନ୍ତି ଫେରିଆସୁ ବୋଲି ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଦୁଇ ଝିଅଙ୍କୁ ହରାଇଥିଲେ ଦମ୍ପତି, ୨ ବର୍ଷ ପରେ ଘଟିଲା ଏମିତି କିଛି

ବିଶାଖାପାଟନମ୍‌,୨୦।୯: ଆନ୍ଧ୍ରପ୍ରଦେଶର ଗୋଦାବରୀ ନଦୀରେ ୧୫ ସେପ୍ଟେମ୍ବର ୨୦୧୯ରେ ଏକ ଡଙ୍ଗା ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ୫୦ରୁ ଅଧିକ ଲୋକଙ୍କର ମୃତୃ୍ୟ ହୋଇଛି। ଏଥିରେ...

ଗୁଜରାଟ-ଝାଡ଼ଖଣ୍ଡ ସରକାରଙ୍କ ବିରୋଧରେ ପ୍ରଦର୍ଶନ କଲେ ଜୈନ ସମ୍ପ୍ରଦାୟ…

ମୁମ୍ବାଇ,୧।୧ : ଜୈନ ସମ୍ପ୍ରଦାୟ ପକ୍ଷରୁ ଗୁଜରାଟ ଏବଂ ଝାଡ଼ଖଣ୍ଡ ସରକାରଙ୍କ ବିରୋଧରେ ପ୍ରଦର୍ଶନ କରାଯାଇଛି। ରବିବାର ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ଏଭଳି କରାଯାଇଛି। ଝାଡ଼ଖଣ୍ଡ...

ପ୍ରଥମ ଫିଲ୍ମ ପାଇଁ ନିଜର ଓଜନ କମାଇଥିଲେ ସୋନାକ୍ଷି

ମୁମ୍ବାଇ: ବଲିଉଡର ଦବଙ୍ଗଗର୍ଲ ଭାବେ ପରିଚିତ ସୋନାକ୍ଷି ସିହ୍ନା ଶୁକ୍ରବାର ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ୨ ଜୁନ ୧୯୮୭ରେ ସୋନାକ୍ଷିଙ୍କର ଜନ୍ମ...

ଜେଟଲୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ରାଖୀ ସାଓ୍ବନ୍ତ: ୧୦ ଦିନ ପୂର୍ବରୁ ହୋଇଥିଲା ମୃତ୍ୟୁ

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ନେଇ ଅଭିନେତ୍ରୀ ରାଖୀ ସାଓ୍ବନ୍ତ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଜେଟଲୀ ୧୦ ଦିନ ପୂର୍ବରୁ ଦେହତ୍ୟାଗ କରିଥିବା...

ମନ୍ଦିର କାନ୍ଥରେ ଫଶିଗଲା ଚୋର

ଶ୍ରୀକାକୁଲମ,୭।୪: ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ ଜିଲାର ଜାମି ଏଲାମା ମନ୍ଦିରରୁ ଚୋରି କରିବା ପରେ ମନ୍ଦିରର କାନ୍ଥରେ ଥିବା ଗାତରେ ଫଶି ଯାଇଥିଲେ ଅଭିଯୁକ୍ତ। ଶେଷରେ...

ବୟଫ୍ରେଣ୍ଡଙ୍କ ସହ ସ୍କୁଟିରେ ବୁଲୁଛନ୍ତି ଶ୍ରଦ୍ଧା

କରୋନା ଯୋଗୁ ଏବେ ଫିଲ୍ମ ଶୁଟିଂ ବନ୍ଦ ରହିଛି। ଫଳରେ ବଲିଉଡ୍‌ ସେଲିବ୍ରିଟିମାନେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଏହାସହ ସୋସିଆଲ ମିଡିଆରେ ବି...

ଅକ୍ସିଜେନ୍‌ ସାହାଯ୍ୟରେ ପରୀକ୍ଷା ଦେଲେ ଛାତ୍ରୀ

ବରେଲି(ଉତ୍ତର ପ୍ରଦେଶ): ଦୃଢ଼ ଇଚ୍ଛାଶକ୍ତି ଥିଲେ କୌଣସି ପ୍ରତିବନ୍ଧକ ଲକ୍ଷଚ୍ୟୁତ କରିପାରେନି। ନିଜର ଆତ୍ମବିଶ୍ୱାସ ଆଗରେ ରୋଗ ମଧ୍ୟ ହାର୍‌ ମାନିଯାଏ। ଏହା ପ୍ରମାଣିତ କରିଛନ୍ତି,...

କରୋନା ଟିକାନେଇ ମେଡିକାଲ ସିକ୍ୟୁରିଟି ଗାର୍ଡ ଗୁରୁତର

ନୂଆଦିଲ୍ଲୀ,୧୭।୧: ଶନିବାର ଦେଶରେ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଯାଇଛି। ଦିଲ୍ଲୀରେ ପ୍ରଥମ ଦିନରେ ୪୩୧୯ ସ୍ବାସ୍ଥ୍ୟ କର୍ମୀ ଟିକାକରଣ କରିଥିଲେ। ଟିକା ନେଇ ଜଣେ...

Advertisement
Archives

Model This Week