Posted inଜାତୀୟ

ଧାର୍ଯ୍ୟ ସମୟରେ ହୋଇ ପାରିଲାନି ଆସ୍ଥା ଭୋଟ: ୩ଟା ପର୍ଯ୍ୟନ୍ତ ଗୃହ ମୁଲତବି

ବେଙ୍ଗାଲୁର,୧୯।୭: ରାଜ୍ୟପାଳଙ୍କ ନିର୍ଦ୍ଦେଶ ପରେ ମଧ୍ୟ ହୋଇ ପାଲିଲାନି ଆସ୍ଥା ଭୋଟ। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଏଚ୍‌ ଡି କୁମାରସ୍ବାମୀ କହିଲେ ଆସନ୍ତା ସୋମବାର ଅବା ମଙ୍ଗଳବାର ପର୍ଯ୍ୟନ୍ତ ଏହା ଚାଲିପାରେ। ଏଥିରୁ ଆଲୋଚନା ହେଉଛି କି ପୁଣି ଥରେ ଉଭୟ ଶାସକ ଓ ବିରୋଧି ସୁପ୍ରିମକୋର୍ଟ ଯାଇ ପାରନ୍ତି। ସିଦ୍ଧରମେୟା ମଧ୍ୟ କୁମାରସ୍ବାମୀଙ୍କ କଥାକୁ ଦୋହରାଇ କହିଛନ୍ତି ଏହା ହୁଏତ ଆଜି ସରିପାରିବ ନାହିଁ ଆସନ୍ତା ସୋମବାର ପର୍ଯ୍ୟନ୍ତ ଏହା ଲାଗି ରହିବ ବୋଲି ସେ ଆଶଙ୍କା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତଙ୍କ ବାପାଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୧୦ା୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଉପରେ ଅଧାରିତ ଫିଲ୍ମ ‘ନ୍ୟାୟ: ଦ ଜଷ୍ଟିସ୍‌’, ‘ସୁଇସାଇଡ୍‌ ଅର୍‌ ମର୍ଡର: ଏ ଷ୍ଟାର ଓ୍ବାଜ୍‌...

ଛାତ୍ରଙ୍କ ଦାବି ସମ୍ମୁଖରେ ମୁଣ୍ଡ ନୁଆଁଇଲେ ସରକାର

ନୂଆଦିଲ୍ଲୀ,୧୩।୧୧ : ଗତ କିଛି ଦିନରୁ ବର୍ଦ୍ଧିତ ହଷ୍ଟେଲ ଫିକୁ ନେଇ ଦିଲ୍ଲୀ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଛାତ୍ରମାନେ ବିରୋଧ ପ୍ରଦର୍ଶନ କରିଆସୁଛନ୍ତି। ହେଲେ ବୁଧବାର...

ଟୋଲ୍‌ ପ୍ଲାଜା କର୍ମଚାରୀଙ୍କୁ ମାଡ଼ ମାରିଲେ ଭାଜପା ଏମ୍‌ପିଙ୍କ ଅଙ୍ଗରକ୍ଷୀ

ଆଗ୍ରା,୭ା୭: ଭାଜପା ନେତାମାନଙ୍କ ହିଂସାକାଣ୍ଡକୁ ବରଦାସ୍ତ କରାଯିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚେତାବନୀ ଦେବାର ୩ ଦିନ ପରେ ଦଳର ଜଣେ ଏମ୍‌ପିଙ୍କ...

ଭାରତୀୟ ସେନା ଉପରେ ଆତଙ୍କବାଦୀ ଆକ୍ରମଣ: ୪ ଯବାନ ଆହତ

ଶ୍ରୀନଗର, ୨୭।୧: ଜମ୍ମୁ-କଶ୍ମୀରରେ ସେନା ଯବାନଙ୍କ ଉପରେ ବୁଧବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୪ ଜଣ ଯବାନ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା...

କରୋନା ମୃତ୍ୟୁ ସଂଖ୍ୟା ୯୦ ହଜାର ଟପିଲା

ନୂଆଦିଲ୍ଲୀ, ୨୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଇତିମଧ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୯୦ ହଜାର ୨୦ ଛୁଇଁଛି। ଲଗାତାର...

୮ମ ଶ୍ରେଣୀ ଛାତ୍ର ନିଜର ଦେହାନ୍ତ ହୋଇ ଯାଇଛି କହି ଅଧା ଦିନ ଛୁଟି ପାଇଁ ଲେଖିଲେ ଦରଖାସ୍ତ: ପ୍ରିନ୍ସିପଲ କଲେ ମଞ୍ଜୁର

କାନପୁର,୩୧।୮: ଉତ୍ତରପ୍ରଦେଶରେ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ଶିକ୍ଷାର ମାନ ସମ୍ପର୍କରେ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ସ୍ଥାନୀୟ କାନପୁରର ଏକ ସ୍କୁଲରେ ଜଣେ ୮ମ...

ବାୟୋମେଟ୍ରିକ୍ସକୁ ଲକ୍‌ କରିପାରିବେ କାର୍ଡଧାରୀ

ନୂଆଦିଲ୍ଲୀ, ୧।୬: ଆଧାର ନିୟମାବଳୀରେ କେତେକ ପରିବର୍ତ୍ତନ ହେବାକୁ ଯାଉଛି। ଏଥିପାଇଁ ଭାରତର ବିଶିଷ୍ଟ ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଏକ ଚିଠା ନିୟମାବଳୀ ପ୍ରସ୍ତୁତ କରିଛନ୍ତି।...

ବଢ଼ିବ କଣ୍ଟେନମେଣ୍ଟ ଜୋନ୍‌

ନୂଆଦିଲ୍ଲୀ, ୨୭।୪: ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ମାଡ଼ିଚାଲିଥିବାବେଳେ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ସୋମବାର ରାଜ୍ୟଗୁଡ଼ିକ ପାଇଁ ସବିଶେଷ କଣ୍ଟେନମେଣ୍ଟ ଯୋଜନା...

Advertisement
Archives

Model This Week