Posted inଜାତୀୟ

ଧୂଆଁ ଚାଦରରେ ଅଣନିଃଶ୍ୱାସୀ ଦିଲ୍ଲୀ: ୪ ନଭେମ୍ବରରେ ସୁପ୍ରିମ୍‌କୋର୍ଟରେ ରିପୋର୍ଟ ଦାଖଲ

ନୂଆଦିଲ୍ଲୀ,୨।୧୧: ବାୟୁ ପ୍ରଦୂଷଣ ଯୋଗୁ ଧୂଆଁର ବହଳ ଚାଦରରେ ଦିଲ୍ଲୀ ଅଣନିଃଶ୍ୱାସୀ ହେବାରେ ଲାଗିଛି। ଦୀପାବଳିରେ ବାଣ ଫୁଟା ଯୋଗୁ ଏଠାକାର ବାୟୁ ପ୍ରଦୂଷିତ ହୋଇଛି। ସେହିପରି ପଞ୍ଜାବ ଏବଂ ହରିୟାଣାରେ ଚାଷୀମାନେ ନଡ଼ା ଜଳାଇବା ଦ୍ୱାରା ଦିଲ୍ଲୀ ଆଡ଼କୁ ପ୍ରବାହିତ ହେଉଥିବା ପବନରେ ଧୂଆଁ ଆସୁଥିବା କୁହାଯାଉଛି। ଏହାଦ୍ୱାରା ଦିଲ୍ଲୀର ଲୋକଙ୍କ ଆଖିରେ ଯନ୍ତ୍ରଣା ହେବା ସହିତ ନିଃଶ୍ୱାସପ୍ରଶ୍ୱାସ ନେବାରେ ନାନା ସମସ୍ୟା ଦେଖାଦେଇଛି। ଏସମ୍ପର୍କରେ ପରିବେଶ ପ୍ରଦୂଷଣ ବୋର୍ଡ ପକ୍ଷରୁ ନଭେମ୍ବର ୪ରେ ସୁପ୍ରିମ୍‌କୋର୍ଟରେ ରିପୋର୍ଟ ଦାଖଲ କରାଯିବ। ରିପୋର୍ଟ ଆଧାରରେ ସର୍ବୋଚ୍ଚ ନ୍ୟାୟାଳୟରେ ଶୁଣାଣି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକରଙ୍କ ବାସଭବନରେ ଭଙ୍ଗାରୁଜା

ନୂଆଦିଲ୍ଲୀ,୯।୭: ସମ୍ବିଧାନ ପ୍ରଣେତା ଡଃ ବି. ଆର୍‌. ଅମ୍ବେଦକରଙ୍କ ମହାରାଷ୍ଟ୍ରର ଦାଦରସ୍ଥିତ ବାସଭବନ ‘ରାଜ୍‌ଗୃହ’ରେ କେତେକ ଦୁର୍ବୃତ୍ତ ମଙ୍ଗଳବାର ସନ୍ଧ୍ୟାରେ ପଶି ଭଙ୍ଗାରୁଜା କରିଛନ୍ତି। ସେଠାରେ...

ଆଫଗାନିସ୍ତାନ ରାଷ୍ଟ୍ରପତିଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୯ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆଫଗାନିସ୍ତାନ ରାଷ୍ଟ୍ରପତି ଅଶରଫ ଘନିଙ୍କ ସହ ଶେହତୁତ ଡ୍ୟାମକୁ ନେଇ ହେବାକୁ ଥିବା ଚୁକ୍ତିକୁ ନେଇ ଆଲୋଚନା...

ବିଏସ୍‌ଏଫ୍‌ର ଆଉ ୨୪ ଯବାନ କରୋନା ପଜିଟିଭ

ନୂଆଦିଲ୍ଲୀ,୨୨।୫: ଗତ ୨୪ ଘଣ୍ଟା ମଧ୍ୟରେ ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍‌ଏଫ୍‌)ର ଆଉ ୨୪ ଜଣ ଯବାନ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ଖବର ମିଳିଛି।...

ପଶ୍ଚିମବଙ୍ଗ: ସ୍କୁଲରେ ମୁସଲମାନ ଛାତ୍ରଙ୍କ ପାଇଁ ଅଲଗା ଡାଇନିଂ ହଲ୍‌

କୋଲକତା,୨୮।୬: ପୁଣି ଥରେ ଭାଜପା ଟାର୍ଗେଟରେ ଟିଏମ୍‌ସି। କାରଣ ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏମିତି ଏକ ନିର୍ଦ୍ଦେଶ ଦେଇଛନ୍ତି ଯାହା ପୁଣି ରାଜନୈତିକ ଅସ୍ଥିରତା...

ଆଜମ ଖାନ୍‌ଙ୍କୁ ଲୋକ ସଭାରେ ରହିବାର ଅଧିକାର ନାହିଁ:ରମା ଦେବୀ

ନୂଆଦିଲ୍ଲୀ, ୨୬।୭: ସମାଜବାଦୀ ପାର୍ଟି (ଏସପି) ଏମ୍‌ପି ଆଜମ ଖାନଙ୍କୁ ନେଇ ଲୋକ ସଭାରେ ପ୍ରବଳ ହଟ୍ଟଗୋଳ ହୋଇଛି। ବାଚସ୍ପତି ଓମ ବିର୍ଲାଙ୍କ ଅନୁପସ୍ଥିତିରେ ଭାଜପା...

ଭୋଟ ଦେବେ ୪୪% ଅଭିଯୁକ୍ତ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ, ୧୩ା୭: ଆସନ୍ତା ରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବାକୁ ଥିବା ବିଧାୟକ ଓ ଏମ୍‌ପିଙ୍କ ମଧ୍ୟର ୪୪%ଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ଆସୋସିଏଶନ ଫର୍‌...

ଆଜମଗଡ଼, ରାମପୁର ଆସନ ହାତେଇଲା ଭାଜପା

ଲକ୍ଷ୍ନୌ,୨୬।୬: ଉତ୍ତରପ୍ରଦେଶର ୨ ଲୋକ ସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ଭାଜପାକୁ ବଡ଼ ସଫଳତା ମିଳିଛି। ରାମପୁର ଏବଂ ଆଜମଗଡ଼ ଆସନରେ ଭାଜପା ବିଜୟୀ...

ଆଜମ୍‌ ଖାନ୍‌ଙ୍କ ବିଧାୟକ ପଦ ଗଲା

ଲକ୍ଷ୍ନୌ,୨୯ା୧୦(ପି.ଟି.): ଘୃଣା ମନ୍ତବ୍ୟ ମାମଲାରେ ଦୋଷୀସାବ୍ୟସ୍ତ ହେବା ସହ ୩ ବର୍ଷ ଜେଲଦଣ୍ଡ ପାଇଥିବା ବରିଷ୍ଠ ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ଙ୍କୁ ଶୁକ୍ରବାର ଉତ୍ତରପ୍ରଦେଶ...

Advertisement
Archives

Model This Week