Posted inVideo

ଧୋନିଙ୍କ ଶେଷ ଆଇପିଏଲ ! Dhoni’s final IPL series !

Featured Video Play Icon

ସ୍ପୋଷ୍ଟ୍ସ ରାଉଣ୍ଡଅପର ଏହି ଏପିସୋଡରେ ଦେଖିବା କୋରନାକୁ ନେଇ ଚାଇନା ପରେ ଇଟାଲୀରେ ପରିସ୍ଥିତି ସାଙ୍ଘାତିକ ହେବାରୁ ସେଠାକାର ସରକାର କଣ ନିଷ୍ପତ୍ତି ନେଇଛନ୍ତି । ଆଇସିସି ମହିଳା ଟି 20 ପରେ ଶେଫାଳିଙ୍କ ହରାଇଲେ ଶୀର୍ଷ ସ୍ଥାନ । ବିସିସିଆଇ ଭାରତ – ଦକ୍ଷିଣ ଆଫ୍ରିକା ମ୍ୟାଚ୍ ନେଇ ଖେଳାଳିଙ୍କ ଲାଗି କେଉଁସବୁ ନିୟମ ଆଣିଛନ୍ତି । କ୍ରିକେଟରେ ଲୋକପ୍ରିୟ ନିୟମ ଫ୍ରି ହିଟ୍ କଣ ଓ ଏହା କେବେଠୁ ଆରମ୍ଭ ହୋଇଛି । ଶେଷରେ ଧୋନିଙ୍କ କ୍ରିକେଟ କ୍ୟାରିୟରକୁ ନେଇ ବିଶେଷଜ୍ଞ କଣ କହୁଛନ୍ତି ।

 

In this episode of Sports Roundup, we will discuss about the coronavirus situation in Italy and the steps Italian government is taking to contain it. Besides, we will reveal why Shafali Verma lost the top spot in ICC women’s T20 International rankings, the new rules to be in place by BCCI for India- South Africa match, the ‘free hit’ system in cricket and the career of MS Dhoni in IPL.


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri