Posted inଖେଳ

ଧୋନୀଙ୍କ ଅବସରକୁ ନେଇ ଏମିତି କହିଲେ ସାକ୍ଷୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଅବସର ନେଇ ପୁଣି ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଟୁଇଟରେ ଧୋନି ରିଟାୟାର୍ସ ହ୍ୟାସଟ୍ୟାଗ ଟ୍ରେଣ୍ଡିଂ ହେବା ପରେ ଧୋନୀଙ୍କ ସ୍ତ୍ରୀ ମୁହଁ ଖୋଲିଛନ୍ତି। ‘ଏହା କେବଳ ଗୁଜବ, ମୁଁ ବୁଝି ପାରୁଛି ଲକ୍‌ଡାଉନ ପାଇଁ କିଛି ଲୋକଙ୍କ ମତିଭ୍ରମ ହୋଇଛି’ ବୋଲି ସାକ୍ଷୀ ନିଜ ଟୁଇଟରରେ ଲେଖିଥିଲେ। ତାଙ୍କ ଟ୍ବିଟ ମଧ୍ୟ କିଛି ସମୟ ମଧ୍ୟରେ ଭାଇରାଲ ହୋଇଯାଇଥିଲା। ବିବାଦ ବଢୁଥିବା ଦେଖି ସାକ୍ଷୀ ଏହି ଟୁଇଟ୍‌କୁ ଡିଲିଟ କରି ଦେଇଥିଲେ। ଏହାକୁ ନେଇ ମଧ୍ୟ ଟ୍ରୋଲ୍‌ ଆରମ୍ଭ ହୋଇଯାଇଥିଲା। ‘ସାକ୍ଷୀ ଧୋନି ତାଙ୍କ ସ୍ବାମୀଙ୍କ ଷ୍ଟାଇଲରେ ମ୍ୟାଚ ଶେଷ କଲେ, ଅତି ଚମତ୍କାର ସଟ।’ ସୂଚନାଯୋଗ୍ୟ, ୨୦୧୯ ମସିହାର ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ବକପ ସେମିଫାଇନାଲ ପରେ ଧୋନି ଆଉ କୌଣସି ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ର ନୂଆ ସଂଯୋଗ: ଯାହା ପୂର୍ବରୁ କେବେ ଘଟି ନ ଥିଲା

ନୂଆଦିଲ୍ଲୀ,୩୦।୪: ଆଇପିଏଲ ୨୦୨୧ର ଏକ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ବିପକ୍ଷରେ ୧୭୧ ରନ ସଂଗ୍ରହ କରିଥିଲା। ଏହି ସ୍କୋରରେ ଅଜବ କିଛି...

ଛକା ମାରି ନାକ ଭାଙ୍ଗିଦେଲେ

ବେଙ୍ଗାଲୁରୁ,୧୩।୩: ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ଶନିବାର ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଛକାରେ ଜଣେ ଦର୍ଶକ ଆହତ ହୋଇଛନ୍ତି।...

ଗର୍ଲଫ୍ରେଣ୍ଡଙ୍କୁ ବିହାହ କରିଥିଲେ ଏହି ପ୍ରସିଦ୍ଧ ମହିଳା କ୍ରିକେଟର୍‌: ଏବେ ହେବେ ମା’

ବ୍ରିସ୍‌ବେନ୍‌,୧୨।୮: ଅଷ୍ଟ୍ରେଲିଆର ମହିଳା କ୍ରିକେଟ ଦଳର ଦ୍ରୁତ ବୋଲର ମେଗାନ ଶୁଟ୍‌ ଗର୍ଭବତୀ ଅଛନ୍ତି। ନିକଟରେ ସେ ତାଙ୍କ ମହିଳା ସାଥୀ ଜେସ ହୋଲିଓକେ ସହ...

ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ସଚିନ

ନୂଆଦିଲ୍ଲୀ,୭।୨- ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଶୁକ୍ରବାର ଅଷ୍ଟ୍ରେଲିଆର ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି) ଗସ୍ତ କରି ଷ୍ଟାଡିୟମରେ ତାଙ୍କ ପସନ୍ଦୀୟ ଜାଗା ଦେଖାଇଛନ୍ତି।...

୪୦୦ ଛକା କ୍ଲବ ନିକଟରେ ରୋହିତ

ନାଗପୁର,୯।୧୧- ଭାରତୀୟ ଟି୨୦ ଦଳର କାମଚଳା ଅଧିନାୟକ ରୋହିତ ଶର୍ମା ଏଠାରେ ବାଂଲାଦେଶ ବିପକ୍ଷରେ ଖେଳାଯିବାକୁ ତୃତୀୟ ଟି୨୦ ମ୍ୟାଚ୍‌ରେ ଏକ ନୂଆ ମାଇଲଷ୍ଟୋନର ଅଧିକାରୀ...

ଅଙ୍କିତାଙ୍କ ପ୍ରଥମ ବିଜୟ

ମେଲବୋର୍ନ, ୧୫ା୨ (ପି.ଟି.)-ଭାରତୀୟ ଟେନିସ ଖେଳାଳି ଅଙ୍କିତା ରାଇନା ଏକ ଡବ୍ଲ୍ୟୁଟିଏ ଟୁର୍‌ର ସିଙ୍ଗଲ୍ସ ମୁଖ୍ୟ ଡ୍ର’ରେ ତାଙ୍କର ପ୍ରଥମ ବିଜୟ ହାସଲ କରିଛନ୍ତି। ଏଠାରେ...

କରୋନା ଭାଇରସ୍‌: ଜାପାନ ଅଲିମ୍ପିକ କମିଟି ଉପମୁଖ୍ୟ ସଂକ୍ରମିତ

ଟୋକିଓ,୧୮।୩ (ଏଏଫ୍‌ପି)- କରୋନା ଭାଇରସ୍‌ ଦ୍ୱାରା ଜାପାନ ଅଲିମ୍ପିକ କମିଟି ଉପମୁଖ୍ୟ କୋଜୋ ତାସିମା ସଂକ୍ରମିତ ହୋଇଛନ୍ତି। ସେ ନିଜେ ଏ ନେଇ ସ୍ବୀକାର କରିଛନ୍ତି।...

ଏମ୍‌ଆଇ ପାଇଁ ୧୫୯ ରନ୍‌ର ବିଜୟ ଲକ୍ଷ୍ୟ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ)ସ ଜିତି ପ୍ରଥମେ ବୋଲିଂ...

Advertisement
Archives

Model This Week