Posted inଖେଳ

ଧୋନୀଙ୍କ ଟ୍ରାକ୍ଟର କିଣାକୁ ନେଇ ଏମିତି କହିଲେ ଆନନ୍ଦ ମହିନ୍ଦ୍ରା

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ନିକଟରେ ଆଠ ଲକ୍ଷ ଟଙ୍କା ଦେଇ ଟ୍ରାକ୍ଟର କିଣିଛନ୍ତି। ଏହାକୁ ନେଇ ଏକ ଟୁଇଟ୍‌ କରିଛନ୍ତି ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା। ସେ କହିଛନ୍ତି, ମୁଁ ସବୁବେଳେ ଭାବିଥିଲି ଯେ ବିଚାରର ସିଦ୍ଧ ଭାବନା ସହିତ ବ୍ୟକ୍ତି ଜଣକ ଭଲ ନିଷ୍ପତ୍ତି ନିଅନ୍ତି। ସୂଚନାଯୋଗ୍ୟ, ଧୋନୀ ମହିନ୍ଦ୍ରା ସ୍ବରାଜ ୯୬୩ ଏଏଫଇ ଟ୍ରାକ୍ଟର କିଣିଛନ୍ତି। ଧୋନୀ ଆଗକୁ ନିଜ ୭ ଏକ ଫାର୍ମହାଉସ୍‌ରେ ଅର୍ଗାନିକ ଚାଷ କରିବାକୁ ଯାଉଛନ୍ତି। ଏହି କାରଣରୁ ସେ ଟ୍ରାକ୍ଟର କିଣିଥିବା କୁହାଯାଉଛି। ୨୦୧୯ ବିଶ୍ୱକପ ପରଠାରୁ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ନିଜକୁ ଦୂରେଇ ରଖିଛନ୍ତି। ସେ କେବେ କ୍ରିକେଟକୁ ଫେରିବେ ତାହା ଏବେ ପ୍ରଶ୍ନବାଚୀ ହୋଇ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବକ୍ସିଂ ବିଶ୍ୱକପ: ପଙ୍ଘାଲଙ୍କୁ ସ୍ବର୍ଣ୍ଣ, ସତୀଶଙ୍କୁ ରୌପ୍ୟ

ନୂଆଦିଲ୍ଲୀ,୨୦।୧୨(ପି.ଟି.): ଜର୍ମାନୀର କଲୋନେଠାରେ ଚାଲିଥିବା ବକ୍ସିଂ ବିଶ୍ୱକପରେ ଶନିବାର ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ବିଜେତା ଭାରତର ଅମିତ ପଙ୍ଘାଲ ୫୨ କେ.ଜି. ବର୍ଗରେ ସ୍ବର୍ଣ୍ଣ ପଦକ...

ରାଜ୍ୟ ସବ୍‌ଜୁନିୟର ଚେସ୍‌ ଉଦ୍‌ଘାଟିତ

ଭୁବନେଶ୍ୱର, ୧୪।୧୧ (କ୍ରୀଡ଼ା ପ୍ରତିନିଧି): ପଟିଆସ୍ଥିତ ରାଜା ମଧୁସୂଦନ ଦେବ ଡିଗ୍ରୀ କଲେଜ ପରିସରରେ ରାଜ୍ୟ ୧୩ ବର୍ଷରୁ କମ୍‌ (ବାଳିକା ଓ ଓପନ୍‌) ଚେସ୍‌...

ଫ୍ରିଡମ୍‌ ଟ୍ରଫି ପାଇଁ ଲଢ଼େଇ

ଫ୍ରିଡମ୍‌ ଟ୍ରଫି ଟେଷ୍ଟ ସିରିଜ ଖେଳିବା ପାଇଁ ଦକ୍ଷିଣ ଆଫ୍ରିକା ଦଳ ଫାଫ ଡୁପ୍ଲେସିସ୍‌ଙ୍କ ନେତୃତ୍ୱରେ ଭାରତ ଗସ୍ତରେ ଆସୁଛି। ଗତବର୍ଷ ଟିମ୍‌ ଇଣ୍ଡିଆ ଦକ୍ଷିଣ...

କୋଭିଡ୍‌-୧୯: ଦିଲ୍ଲୀ ସରକାରଙ୍କୁ ପିସିଆଇର ୫୦୦ ପିପିଇ କିଟ୍‌ ଦାନ

ନୂଆଦିଲ୍ଲୀ,୨୬।୪(ପି.ଟି.): କୋଭିଡ୍‌-୧୯ ମହାମାରୀ ମୁକାବିଲାରେ ଏବେ ପାରା ଅଲିମ୍ପିକ କମିଟି ଅଫ୍‌ ଇଣ୍ଡିଆ (ପିସିଆଇ) ସାମିଲ ହୋଇଛନ୍ତି। ପିସିଆଇ ଦିଲ୍ଲୀ ସରକାରଙ୍କୁ ୫୦୦ଟି ପର୍ସନାଲ ପ୍ରୋଟେକ୍ଟିଭ୍‌...

ଜାତୀୟ ଶିବିରରେ ୨ ଓଡ଼ିଆ

କଟକ ଅଫିସ,୨୯|୧୦- ବାହାରିନ୍‌ଠାରେ ହେବାକୁ ଥିବା ଏଏଫ୍‌ସି ୧୫ ବର୍ଷରୁ କମ୍‌ ଫୁଟ୍‌ବଲ ଚାମ୍ପିୟନଶିପ୍‌-୨୦୨୦ ନିମନ୍ତେ ଜାତୀୟ ଦଳର ପ୍ରସ୍ତୁତି ଓ ଚୟନ ଶିବିର ଗୋଆଠାରେ...

ଅଷ୍ଟ୍ରେଲିଆର କ୍ଲିନ୍‌ ସୁଇପ୍‌

ଆଡିଲେଡ୍‌,୧୧।୧୨: ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିବାରାତ୍ର କ୍ରିକେଟ ଟେଷ୍ଟରେ ୪୧୯ ରନ୍‌ରେ ବିଜୟ ସହ ଅଷ୍ଟ୍ରେଲିଆ ଦୁଇ ମ୍ୟାଚ ବିଶିଷ୍ଟ ସିରିଜରେ କ୍ଲିନ୍‌...

କଟକ ଜିଲା ଚେସ୍‌ ଉଦ୍‌ଯାପିତ: ଅଂଶୁମାନ, ସ୍ବସ୍ତିକ ଚାମ୍ପିୟନ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- କଟକସ୍ଥିତ ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍‌ଷ୍ଟିଚ୍ୟୁଟ୍‌ଠାରେ କଟକ ଜିଲା ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଉଦ୍‌ଯାପିତ ହୋଇଛି। ଏହାର ସିନିୟର ବିଭାଗରେ ଅଂଶୁମାନ ସାମଲ...

କୋଚ୍‌ଙ୍କ ନକଲ କରୁଥିଲାବେଳେ ଧରାପଡିଲେ ଏହି ଖେଳାଳି

ଦୁବାଇ, ୧୯।୧୦: ଇଣ୍ଡିଆନ୍‌ ପ୍ରିମିୟର୍‌ ଲିଗ୍‌ର ୧୩ତମ ସିଜିନ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଶ୍ରେଷ୍ଠ ଖେଳ ପ୍ରଦର୍ଶନ କରୁଛି। ୯ଟି ମ୍ୟାଚ୍‌ରୁ ୭ଟିରେ ବିଜୟ ହାସଲ କରି...

Advertisement
Archives

Model This Week