ଧୋନୀଙ୍କ ବ୍ୟାଟ୍‌ରେ ଭିନ୍ନ ଲୋଗୋ

ନୂଆଦିଲ୍ଲୀ,୫।୭- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କଦାପି ନିଜ ପ୍ରଶଂସକଙ୍କୁ ଚକିତ କରିବାକୁ ଭୁଲନ୍ତି ନାହିଁ। ୨୦୦୭ ଟି୨୦ ବିଶ୍ୱକପ୍‌ ଫାଇନାଲରେ ଅନ୍ତିମ ଓଭର ଯୋଗିନ୍ଦର ଶର୍ମାଙ୍କୁ ବୋଲିଂ ଦେବା ହେଉ କି ୨୦୧୧ ବିଶ୍ୱକପ୍‌ ଫାଇନାଲରେ ବ୍ୟାଟିଂ ଅର୍ଡରରେ ପରିବର୍ତ୍ତନ ଦ୍ୱାରା ସେ ନିଜର ଅସାଧାରଣ ନିଷ୍ପତ୍ତିର ପରିଚୟ ଦିଅନ୍ତି। ନିକଟରେ ରାଞ୍ଚତ୍ ଷ୍ଟମ୍ପର ବ୍ୟାଟ୍‌ରେ ବିଭିନ୍ନ ବ୍ରାଣ୍ଡର ଲୋଗୋ ବ୍ୟବହାର କରି ପ୍ରଶଂସକଙ୍କୁ ଚକିତ କରିଛନ୍ତି। କ୍ୟାରିୟରରେ ପ୍ରାୟତଃ ବ୍ୟାଟରେ ‘ରିବକ’ କିମ୍ବା ‘ସ୍ପାର୍ଟନ’ ଷ୍ଟିକର ବ୍ୟବହାର କରୁଥିବା ଧୋନୀ ଚଳିତ ବିଶ୍ୱକପ୍‌ରେ ଏସ୍‌ଜି, ଏସ୍‌ଏସ୍‌ ଓ ବିଏଏସ୍‌ ଲୋଗୋ ଲଗାଉଛନ୍ତି। ଭାରତୀୟ ଦଳର ଅନ୍ତିମ ଦୁଇଟି ମ୍ୟାଚ୍‌ ଇଂଲଣ୍ଡ ଓ ବାଂଲାଦେଶରେ ଧୋନୀ ଏସ୍‌ଜି ଲୋଗୋ ଥିବା ବ୍ୟାଟ୍‌ ନେଇ ପନିଆକୁ ଓହ୍ଲାଇଥିଲେ। ପରବର୍ତ୍ତୀ ଭାଗରେ ଯେତେବେଳେ ଦଳକୁ ବଡ଼ ଶଟ ଦରକାର ପଡେ, ସେ ବିଏଏସ୍‌ ଲୋଗୋ ଥିବା ବ୍ୟାଟ୍‌ରେ ଖେଳିଥିଲେ। ଏହି ସମସ୍ତ ବ୍ରାଣ୍ଡକୁ ପ୍ରତିଷ୍ଠିତ କରାଇବା ଲାଗି ସେ ଏଭଳି କରୁଛନ୍ତି। ଏଥିନେଇ କୌଣସି ବ୍ରାଣ୍ଡଠାରୁ ଅର୍ଥ ନେଉନାହାନ୍ତି ବୋଲି ଜଣାପଡ଼ିଛି। ସାଧାରଣତଃ ଧୋନୀ ପ୍ରତ୍ୟେକ ମ୍ୟାଚ୍‌ ପିଛା ନିର୍ଦ୍ଦିଷ୍ଟ ଲୋଗୋ ବ୍ୟବହାର କରିବା ଲାଗି ୧୦ରୁ ୧୫ ଲକ୍ଷ ଟଙ୍କା ନିଅନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌…

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପାକିସ୍ତାନରେ ଆଇପିଏଲ ବ୍ୟାନ୍‌, ହେଲେ ସୀମା ଆରପାରିରେ ଜୋର୍‌ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…

ବିକ୍ରି ହୋଇଥିଲେ ୧.୧୦ କୋଟିରେ, ଏବେ ବ୍ୟାଙ୍କ ଆକାଉଣ୍ଟକୁ ଆସିବ କୋଟି କୋଟି ଟଙ୍କା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧।୬: IPL ୨୦୨୬ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ଉଲ୍ଲେଖନୀୟ ସିଜନ ଥିଲା। ସେ ଅନେକ ପୁରସ୍କାର ଜିତିଥିଲେ, ଯେଉଁଥିରେ ଅରେଞ୍ଜ କ୍ୟାପ ମଧ୍ୟ ଥିଲା, ଯାହା…

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ଟ୍ରଫିରେ ଏମିତି କ’ଣ ଲେଖାଥିଲା ଯାହାକୁ ଦେଖି ହସି ପକାଇଲେ ବିରୁଷ୍କା? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତି ଲଗାତାର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଗୁଜରାଟ ଟାଇଟନ୍ସ…

GT ବସରେ କେମିତି ଲାଗିଲା ନିଆଁ, ସାମ୍ନାକୁ ଆସିଲା ଭିଡ଼ିଓ, ଘଣ୍ଟାଏ ରାସ୍ତା କଡ଼ରେ ବସି ରହିଲେ ଖେଳାଳି

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ ଦଳ ହୋଟେଲକୁ ଫେରୁଥିବା ବେଳେ ଗୁଜୁରାଟ ଟାଇଟାନ୍ସ ଦଳର ବସରେ ନିଆଁ ଲାଗିଯାଇଥିଲା; ଘଟଣାର ଏକ ଭିଡ଼ିଓ ଏବେ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri