Posted inଖେଳ

ଧୋନୀଙ୍କ ସମର୍ଥନରେ ବାହାରିଲେ ଭାରତୀୟ ଦଳର ବ୍ୟାଟିଂ କୋଚ

ବର୍ମିଂହମ, ୨।୭: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ବ୍ୟାଟିଂକୁ ନେଇ ଚାଲିଥିବା ଆଲୋଚନାରେ ମୁହଁ ଖୋଲିଛନ୍ତି ଭାରତୀୟ ଦଳର ବ୍ୟାଟିଂ କୋଚ ସଞ୍ଜୟ ବାଙ୍ଗର। ଧୋନୀଙ୍କ ଭଳି ବ୍ୟାଟ୍ସମ୍ୟାନଙ୍କ ଉପରେ ପ୍ରଶ୍ନ ଉଠାଇବା ତାଙ୍କୁ ଆଶ୍ଚର୍ଯ୍ୟ କରିଛି ବୋଲି ସେ କହିଛନ୍ତି। ଭାରତୀୟ ଦଳକୁ ଉଚ୍ଚ ଶିଖରରେ ପହଞ୍ଚାଇବାରେ ଧୋନୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। ବିଶ୍ୱକପ୍‌ରେ ମଧ୍ୟ ଧୋନୀ ଭଲ ଖେଳୁଛନ୍ତି, ତାଙ୍କୁ ନେଇ ଆଲୋଚନା କରିବା ଆଦୌ ଉଚିତ୍‌ ନୁହେଁ ବୋଲି ବାଙ୍ଗର କହିଛନ୍ତି। ସୂଚନାଯୋଗ୍ୟ, ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଧୋନୀ ୩୧ଟି ବଲରୁ ୪୨ରନ୍‌ କରି ଅପରାଜିତ ରହିଥିଲେ ମଧ୍ୟ ଶେଷ ଓଭର ଆଡକୁ ଦ୍ରୁତ ଗତିରେ ରନ ସଂଗ୍ରହ କରିପାରି ନ ଥିଲେ। ଫଳରେ ଭାରତ ୩୧ରନରେ ପରାସ୍ତ ହୋଇଥିଲା। ପରେ ଧୋନୀଙ୍କ କ୍ଷମତାକୁ ବେଶ୍‌ ଆଲୋଚନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କୁ ସେହ୍ବାଗଙ୍କ ସମର୍ଥନ

ନୂଆଦିଲ୍ଲୀ: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଏଲିମିନେଟରରୁ ବିଦାୟ ନେଇଛି। ଚଳିତ ସଂସ୍କରଣରେ ଦଳର ବ୍ୟାଟିଂ ଭଲ ହୋଇନାହିଁ। ପ୍ରତିଯୋଗିତା...

ସ୍ବଦେଶୀ ଖେଳ ଯୋଡ଼ିଲା ନୂଆ ଅଧ୍ୟାୟ

ପୁଣେ, ୩୧ା୮: ମହାଲୁଙ୍ଗେସ୍ଥିତ ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଚାଲିଥିବା ଅଲ୍‌ଟିମେଟ ଖୋ ଖୋ ଲିଗ୍‌ ଭାରତୀୟ କ୍ରୀଡ଼ା ଇତିହାସରେ ନୂଆ ଫର୍ଦ୍ଦ ଯୋଡ଼ିଛି।...

ପୂର୍ବାଞ୍ଚଳ ରୋଲ୍‌ବଲ୍‌ ପାଇଁ ଓଡ଼ିଶା ଦଳ ମନୋନୀତ

ଭୁବନେଶ୍ୱର, ୨ା୧୧(କ୍ରୀଡ଼ା ପ୍ରତିନିଧି): ପୂର୍ବାଞ୍ଚଳ ଜାତୀୟ ରୋଲବଲ୍‌ ଚାମ୍ପିୟନଶିପ୍‌ (୧୪ ବର୍ଷରୁ କମ୍‌)ର ଦ୍ୱିତୀୟ ସଂସ୍କରଣ ଆସାମର ଗୁଆହାଟୀଠାରେ ଚଳିତ ମାସ ୪ରୁ ୬ ପର୍ଯ୍ୟନ୍ତ...

କିଟ୍‌ ଇଣ୍ଟରନାଶନାଲ ଚେସ୍‌ ଫେଷ୍ଟିଭାଲ ଆରମ୍ଭ

ଭୁବନେଶ୍ୱର, ୨।୬(ସ୍ପୋଟର୍‌ସ ବ୍ୟୁରୋ)- ଦ୍ୱାଦଶ ଅନ୍ତର୍ଜାତୀୟ କିଟ୍‌ ଇଣ୍ଟରନ୍ୟାଶନାଲ ଚେସ୍‌ ଫେଷ୍ଟିଭାଲ-୨୦୧୯ ଶନିବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। କିଟ୍‌ ବିଶ୍ୱବିଦ୍ୟାଳୟ ଓ ଅଲ୍‌ଓଡ଼ିଶା ଚେସ୍‌...

ଡେନମାର୍କ ଓପନ୍‌: ସିନ୍ଧୁଙ୍କ କଷ୍ଟସାଧ୍ୟ ବିଜୟ

ଓଡେନସେ, ୧୫।୧୦ (ପି.ଟି.)- ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ମଙ୍ଗଳବାରଠାରୁ ଏଠାରେ ଆରମ୍ଭ ହୋଇଥିବା ୭ ଲକ୍ଷ ୭୫ ହଜାର ଆମେରିକୟ ଡଲାର ପୁରସ୍କାର ରାଶିବିଶିଷ୍ଟ...

ପାରିବାରିକ ଶତ୍ରୁତା ସତ୍ତ୍ୱେ ଡୋନାଙ୍କୁ ଛାଡ଼ିବାକୁ ନାରାଜ ଥିଲେ ଗାଙ୍ଗୁଲୀ: ଏଥିପାଇଁ ଦୁଇଥର କରିଥିଲେ ବିବାହ

ନୂଆଦିଲ୍ଲୀ,୧୧।୯: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନ ବିସିସିଆଇର ଅଧ୍ୟକ୍ଷ ଥିବା ସୌରଭ ଗାଙ୍ଗୁଲୀଙ୍କ ପ୍ରେମଜୀବନ କୌଣସି ଫିଲ୍ମକାହାଣୀଠାରୁ କମ୍‌ ନ ଥିଲା।...

ଚଳିତ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟରେ ଫେରିପାରନ୍ତି ପୃଥ୍ବୀ

ଲଣ୍ଡନ,୮।୧୧- ଡୋପ ନିୟମ ଭଙ୍ଗ କରିବାରୁ ବାସନ୍ଦ ଥିବା ଓପନିଂ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ସମ୍ଭବଃ ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ପଡ଼ିଆକୁ...

ବିଶ୍ୱକପ୍‌ରୁ ବାଦ୍‌ ପଡିପାରନ୍ତି ପନ୍ତ

ନୂଆଦିଲ୍ଲୀ,୫।୧: ଭାରତୀୟ ଉଇକେଟ୍‌ କିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତଙ୍କ ଦୁର୍ଘଟଣା ପରେ ଏବେ ସେ ଚିକିତ୍ସାଧୀନ ଅଛନ୍ତି। ପନ୍ତଙ୍କ ଏହି ଦୁର୍ଘଟଣା ପରେ ସେ ଚଳିତ...

Advertisement
Archives

Model This Week