‘ଧୋନୀ ଆଉ ଦୁଇ ବର୍ଷ ଖେଳିବା ଉଚିତ’

ନୂଆଦିଲ୍ଲୀ,୫।୭- ଧିମା ବ୍ୟାଟିଂ ଲାଗି ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପ୍ରବଳ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି। ସେ ଚଳିତ ବିଶ୍ୱକପ୍‌ରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବେ ବୋଲି କେତେକ ପୂର୍ବତନ ଖେଳାଳି ଓ ବିଶେଷଜ୍ଞ କହିଛନ୍ତି। ହେଲେ ଶ୍ରୀଲଙ୍କା ପେସର ଲସିଥ୍‌ ମାଲିଙ୍ଗା ଭିନ୍ନ ମତ ଦେଇଛନ୍ତି। ଧୋନୀ ଆଉ ଏକରୁ ଦୁଇ ବର୍ଷ ଖେଳିବା ଉଚିତ। ସେ ଏବେ ବି ବିଶ୍ୱର ଶ୍ରେଷ୍ଠ ଫିନିଶର। ତାଙ୍କର ଅଭିଜ୍ଞତାର ଫାଇଦା ଯୁବ ଖେଳାଳିମାନେ ନେଇପାରିବେ। ଭାରତକୁ ନୂଆ ମ୍ୟାଚ୍‌ ଫିନିଶର ପ୍ରସ୍ତୁତ କରିବା ଦରକାର, ଯିଏକି ଧୋନୀଙ୍କ ସ୍ଥାନ ନେଇପାରିବ। ତାଙ୍କ ସ୍ଥାନ ନେବା ଯୁବ ଖେଳାଳିଙ୍କ ଲାଗି ବହୁ କଷ୍ଟକର ହେବ ବୋଲି ମାଲିଙ୍ଗା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri