Posted inଖେଳ

ଧ୍ୟାନଚାନ୍ଦଙ୍କୁ ‘ଚାନ୍ଦ୍‌’ କହି ଡାକୁଥିଲେ ସାଥୀ ଖେଳାଳି

ଆଜି ହେଉଛି ଜାତୀୟ କ୍ରୀଡା ଦିବସ।୧୯୦୫ ମସିହା ଆହ୍ଲାବାଦର ପ୍ରୟାଗଠାରେ ହକିର ଯାଦୁଗର ଓ କିମ୍ବଦନ୍ତୀ ପୁରୁଷ ମେଜର ଧ୍ୟାନଚାନ୍ଦ ଏକ ରାଜପୁତ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଜନ୍ମ ଦିନକୁ ପ୍ରତିବର୍ଷ ଜାତୀୟ କ୍ରୀଡା ଦିବସ ଭାବେ ପାଳନ କରାଯାଏ। ମାତ୍ର ୧୭ ବର୍ଷ ବୟସରେ ସେ ପଞ୍ଜାବ ରେଜିମେଣ୍ଟରେ ଯୋଗଦେଇ ହକି ତାଲିମ ନେଇଥିଲେ। ପିଲାଟି ଦିନରୁ ଖେଳ ପ୍ରତି ରୁଚି ନ ଥିଲେ ବି ପରବର୍ତ୍ତୀ ସମୟରେ ନିଜର ଅଭ୍ୟାସ,ନିଷ୍ଠା ଯୋଗୁ ହକି ଯାଦୁଗର ହୋଇପାରିଥିଲେ। ତାଙ୍କର ଅସାଧାରଣ ହକିଷ୍ଟିକ ଚାଳନା ବଳରେ ଭାରତ ଏକଦା ବିଶ୍ୱ ହକିରେ ଆଧିପତ୍ୟ ବିସ୍ତାର କରିଥିଲା। ସେଥିପାଇଁ ସାଥୀ ଖେଳାଳିମାନେ ତାଙ୍କୁ ‘ଚାନ୍ଦ୍‌’ ବୋଲି ଡାକୁଥିଲେ। ଧ୍ୟାନଚାନ୍ଦଙ୍କ ସମୟରେ ଭାରତୀୟ ହକିର ସୁବର୍ଣ୍ଣଯୁଗ ଥିଲା। ୧୯୨୬ରୁ ଆରମ୍ଭ କରି ୧୯୪୮ରେ ଅବସର ନେବା ମଧ୍ୟରେ ଏକ ହଜାରରୁ ଅଧିକ ଗୋଲ ସ୍କୋର କରିଥିଲେ। ତିନୋଟି ଅଲିମ୍ପିକରେ ଭାରତର ୧୦୨ଟି ଗୋଲ ମଧ୍ୟରୁ ଧ୍ୟାନଚାନ୍ଦଙ୍କ ଥିଲା ୩୮ଟି ଗୋଲ। ତେଣୁ ତାଙ୍କୁ ଗୋଲ ମେଶିନ ବୋଲି ମଧ୍ୟ କୁହାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri