Posted inଜାତୀୟ

ଧ୍ୱଜାବତରଣ ଉତ୍ସବରେ ଯୋଗଦେବେନି ଦର୍ଶକ

ନୂଆଦିଲ୍ଲୀ,୭ା୩(ପି.ଟି.): କରୋନା ସଂକ୍ରମଣ ଭୟରେ ଅଟ୍ଟାରୀ-ଓ୍ବାଘା ସୀମାରେ ପ୍ରତିଦିନ ସନ୍ଧ୍ୟାରେ ହେଉଥିବା ଧ୍ୱଜାବତରଣ ଉତ୍ସବରେ ଦର୍ଶକମାନଙ୍କୁ ଭାଗନେବାକୁ ଅନୁମତି ଦିଆଯିବନି। ଶନିବାରଠାରୁ ଏହି ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ପକ୍ଷରୁ କୁହାଯାଇଛି। ଭାରତ ସମେତ ବିଭିନ୍ନ ଦେଶକୁ କରୋନା ଭୂତାଣୁ ବ୍ୟାପିଥିବାରୁ ସମାବେଶଠାରୁ ଦୂରେଇ ରହିବା ପାଇଁ ସରକାର ମାର୍ଗଦର୍ଶିକା ଜାରି କରିଛନ୍ତି। ତେଣୁ ଧ୍ୱଜାବତରଣ ଉତ୍ସବରେ ଭାଗନେବା ପାଇଁ କାହାକୁ ଅନୁମତି ଦିଆଯିବନି ବୋଲି ବିଏସ୍‌ଏଫ୍‌ ମୁଖପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନମତ ଦେଶଦ୍ରୋହ ନୁହେଁ

ନୂଆଦିଲ୍ଲୀ,୪ା୩(ପି.ଟି.): ସରକାରଙ୍କ ଆଭିମୁଖ୍ୟଠାରୁ ଭିନ୍ନମତ ପୋଷଣ କରିବା ଦେଶଦ୍ରୋହ ପଦବାଚ୍ୟ ହେବ ନାହିଁ ବୋଲି ବୁଧବାର ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌...

୨୦୨୪ରେ କେନ୍ଦ୍ରରେ କ୍ଷମତାକୁ ଆସିବେ ଅଣ-ଭାଜପା ସରକାର: ବିଏସପି ଏମ୍‌ପି…

ନୂଆଦିଲ୍ଲୀ,୧୪।୧୧ : ଆମରୋହାର ବହୁଜନ ସମାଜବାଦୀ ପାର୍ଟି (ବିଏସପି) ଏମ୍‌ପି ଦାନିଶ ଅଲି ଏକ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ ୨୦୨୪ ସାଧାରଣ ନିର୍ବାଚନରେ...

ମଞ୍ଚକୁ ଗଲେନି ମମତା

କୋଲକାତା,୩୧ା୧୨: ପଶ୍ଚିମବଙ୍ଗର ହାଓଡ଼ା ଷ୍ଟେଶନରେ ଶୁକ୍ରବାର ସକାଳେ ହାଇ ଡ୍ରାମା ଦେଖିବାକୁ ମିଳିଥିଲା। ସେଠାରୁ ନ୍ୟୁ ଜଲପାଇଗୁଡ଼ିକୁ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପୋଲିସ ଆଖି ଆଗରେ ନିଆଁରେ ୩ ଘଣ୍ଟା ଜଳିଲେ ଯୁବତୀ: ମହିଳା ଅଧିକାରୀ ଆସି ନ ଥିବାରୁ ହୋଇ ପାରିଲାନି ଉଦ୍ଧାର କାର୍ଯ୍ୟ

ଭୋପାଳ,୫।୧୦: ମଧ୍ୟପ୍ରଦେଶ ମନ୍ଦସୌର ଜିଲାରୋ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୨୨ ବର୍ଷ ବୟସ୍କା ଯୁବତୀ କୌଣସି କାରଣରୁ ଦେହରେ କିରାସିନି ଢ଼ାଳି...

ଭୁଲ୍‌ ଲେନ୍‌ରେ ଥିବା ବସ୍‌ ଆଗରେ ସ୍କୁଟି ରଖିଲେ ମହିଳା: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୨୬।୯: ଏବେ ଜଣେ ମହିଳାଙ୍କ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ମହିଳା ଜଣକ ଲେଡି ଡନ୍‌ ଷ୍ଟାଇଲ୍‌ରେ ଭୁଲ୍‌ ଲେନ୍‌ରେ ଥିବା ଏକ...

ପୁରୋହିତ, ବରିଷ୍ଠ ସନ୍ଥଙ୍କ ପାଇଁ ଯୋଗୀଙ୍କ ନୂଆ ଯୋଜନା

ଲକ୍ଷ୍ନୌ,୨୧ ।୪: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ପୁରୋହିତ ଓ ବରିଷ୍ଠ ସନ୍ଥଙ୍କ ଲାଭକୁ ନେଇ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ...

କିଏ ସେହି ଦିଶା ରବି, ଯାହାଙ୍କୁ ଟୁଲ୍‌କିଟ୍‌ ମାମଲାରେ ଗିରଫ କରିଛି ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୧୪।୨: ପରିବେଶକର୍ମୀ ଗ୍ରେଟା ଥନବର୍ଗ ଟୁଲକିଟ ମାମଲାରେ ଦିଲ୍ଲୀ ପୋଲିସ ରବିବାର ବେଙ୍ଗାଲୁରୁରୁ ୨୧ ବର୍ଷୀୟା ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବିଙ୍କୁ ଗିରଫ କରିଛି। ଚାଷୀଙ୍କ...

‘ମୁଁ କାହାକୁ ଡରେ ନାହିଁ’

ଭୋପାଳ,୨୭।୩: ପ୍ରାୟ ଏକ ଦଶନ୍ଧି ପୁରୁଣା ମାମଲାରେ ଇନ୍ଦୋରର ଏକ ସ୍ବତନ୍ତ୍ର ଅଦାଲତ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟଙ୍କୁ ଏକ...

Advertisement
Archives

Model This Week