ନଅ ଦିନ ହେଲା ଲଗାତର ବୃଦ୍ଧି ପାଉଛି ତେଲ ଦର

ନୂଆଦିଲ୍ଲୀ,୧୫।୬: ଦେଶରେ ତେଲ ଦର ଗତ ୯ ଦିନ ହେଲା ଲଗାତର ବୃଦ୍ଧି ପାଉଛି। ବର୍ତ୍ତମାନ ଦେଶର ପରିସ୍ଥିତି ଭଲ ନଥିବା ବେଳେ ତେଲ ଦର ବୃଦ୍ଧି ସବୁ ବର୍ଗର ଗ୍ରାହକଙ୍କ ଉପରେ ବୋଝ ଉପରେ ଲଳିତା ବିଡା ପରି ସମସ୍ୟା ସୃଷ୍ଟି କରିଛି। ଚଳିତ ମାସ ୭ରୁ ସୋମବାର ଯାଏ କ୍ରମାଗତ ଭାବେ ଦେଶର ତେଲ ଦର ବୃଦ୍ଧି ହେଉଛି। ଫଳରେ ୯ଦିନ ମଧ୍ୟରେ ପେଟ୍ରୋଲ ଲିଟର ପିଛା ୫ ଏବଂ ଡ଼ିଜେଲ ୪.୮୭ ଟଙ୍କା ବୃଦ୍ଧି ପାଇଛି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଙ୍କ ସୂଚନା ଅନୁସାରେ, ସୋମବାର ପେଟ୍ରୋଲ ଲିଟର ପିଛା ୪୮ ପଇସା ଏବଂ ଡ଼ିଜେଲ ୨୩ ପଇସା ବୃଦ୍ଧି ପାଇଛି। ଫଳରେ ପେଟ୍ରୋଲ ଦର ୭୫.୭୮ଟଙ୍କାରୁ ବୃଦ୍ଧି ପାଇ ୭୬.୨୬ ଟଙ୍କା ଛୁଇଁଛି। ସେହିଭଳି ଡ଼ିଜେଲ ଦର ୭୪.୦୩ ଟଙ୍କାରୁ ୭୪.୨୬ଟଙ୍କାକୁ ବୃଦ୍ଧି ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲାଏନ୍ସ ରିଟେଲରେ ନିବେଶ କରିବ ପିଆଇଏଫ୍‌

ନୂଆଦିଲ୍ଲୀ: ରିଲାଏନ୍ସ ରିଟେଲ ଭେଞ୍ଚର୍ସରେ ପବ୍ଲିକ ଇନ୍‌ଭେଷ୍ଟମେଣ୍ଟ ଫଣ୍ଡ (ପିଆଇଏଫ୍‌) ୯୫୫୫ କୋଟି ଟଙ୍କା ନିବେଶ କରିବ। ଫଳରେ ଏହା ରିଲାଏନ୍ସ ରିଟେଲରେ ୨.୦୪% ଅଂଶଧନ...

ବ୍ୟାଙ୍କ ଜମାର ବୀମା ସୁରକ୍ଷା ବଢିପାରେ

ନୂଆଦିଲ୍ଲୀ,୧୬-୧୧: ବ୍ୟାଙ୍କ ଜମା ଉପରେ ବର୍ତ୍ତମାନ ୧ ଲକ୍ଷ ଟଙ୍କାର ବୀମା ସୁରକ୍ଷା ରହିଥିବା ବେଳେ ଏହାକୁ ବଢାଇବାକୁ ସରକାର ଯୋଜନା କରୁଥିବା ଅର୍ଥମନ୍ତ୍ରୀ ନିର୍ମଳା...

ଟିକ୍‌ଟକ୍‌ ଉପରେ ୧ କୋଟିରୁ ଊର୍ଦ୍ଧ୍ୱ ଜରିମାନା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୬ା୭: ଶର୍ଟ ଭିଡିଓ ପ୍ରସ୍ତୁତ ପ୍ଲାଟଫର୍ମ ତଥା ଟିକ୍‌ଟକ୍‌ ଆପ୍‌କୁ ଭାରତରେ ସମ୍ପୂର୍ଣ୍ଣ ଭାବେ ନିଷେଧ କରାଯାଇଛି। ବ୍ୟବହାରକାରୀଙ୍କ ତଥ୍ୟର ସୁରକ୍ଷା ଏବଂ ଜାତୀୟ ସୁରକ୍ଷାକୁ...

୬.୯୩% ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୪।୮: ଖୁଚୁରା ମୁଦ୍ରାସ୍ଫୀତି ଭିତ୍ତିକ ଖାଉଟି ମୂଲ୍ୟସୂଚୀ (ସିପିଆଇ) ଜୁଲାଇ ମାସରେ ୬.୯୩% ସ୍ତରକୁ ବଢ଼ିଛି। ଏହା ଜୁନ୍‌ ମାସରେ ୬.୨୩% ସ୍ତରରେ ରହିଥିଲା। ଖାଦ୍ୟ...

ଏଜିଆର୍‌ ମାମଲାରେ ପୁଣି ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯-୩: ଆଡଜଷ୍ଟେଡ୍‌ ଗ୍ରସ ରେଭିନ୍ୟୁ(ଏଜିଆର୍‌) ମାମଲାରେ ସୁପ୍ରିମକୋର୍ଟ ପୁଣି ଥରେ ଟେଲିକମ କମ୍ପାନୀଙ୍କ ଉପରେ ବର୍ଷିଛନ୍ତି। ଟେଲିକମ କମ୍ପାନୀଗୁଡିକ ନିର୍ଦ୍ଦେଶ ପାଳନ ନ ଲେ କମ୍ପାନୀଗୁଡିକର...

କେୟର୍ନ ମାମଲା ଉପରେ ୟୁଏସ୍‌ କୋର୍ଟଙ୍କ ରୋକ୍‌

ନୂଆଦିଲ୍ଲୀ,୨୭।୯: କେୟର୍ନ ଏନର୍ଜି ମାମଲା ଉପରେ ନ୍ୟୁୟର୍କର ଏକ କୋର୍ଟ ରୋକ୍‌ ଲଗାଇବା ଲାଗି ନିର୍ଦ୍ଦେଶନାମା ଜାରି କରିଛନ୍ତି। ମାମଲାର ସମାଧାନ ଲାଗି କମ୍ପାନୀ ଭାରତ...

ଭାରତରେ ୭୪,୪୫୦ କୋଟି ନିବେଶ କରିବ ସଫ୍ଟ ବ୍ୟାଙ୍କ

ଜାପାନର ସଫ୍ଟ ବ୍ୟାଙ୍କ ଗ୍ରୁପ କର୍ପୋରେଶନ ଆସନ୍ତା ବର୍ଷ ଭାରତରେ ପ୍ରାୟ ୩୭,୨୨୫ କୋଟିରୁ ୭୪,୪୫୦ କୋଟି ଟଙ୍କା ନିବେଶ କରିବାକୁ ଯୋଜନା ରଖିଛି। ସଫ୍ଟ...

ପିଏମ୍‌ସି ଠକେଇର ଫୋରେନସିକ ଅଡିଟ୍‌ ରିପୋର୍ଟ ଶୀଘ୍ର

ମୁମ୍ବାଇ,୬-୧୨: ଠକେଇ ଦ୍ୱାରା ପ୍ରଭାବିତ ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କର ଫରେନସିକ ରିପୋର୍ଟ ଚଳିତ ମାସ ଶେଷ ସୁଦ୍ଧା ଆସିବ ବୋଲି ରିଜର୍ଭ ବ୍ୟାଙ୍କ...

Advertisement


Archives

Model This Week