ନଏଡା ପରେ ଏବେ ଗାଜିଆବାଦ ବର୍ଡର ସିଲ୍‌: କେବଳ ପାସ୍‌ଧାରୀଙ୍କୁ ମିଳିବ ପ୍ରବେଶ ଅନୁମତି

ଗାଜିଆବାଦ,୨୫।୫: ଉତ୍ତରପ୍ରଦେଶ ଗାଜିଆବାଦରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ମାମଲା ତୀବ୍ରଗତିରେ ବଢ଼ିବାରେ ଲାଗିଛି। କରୋନା ମାମଲାକୁ ବଢ଼ୁଥିବା ଦେଖି ଗାଜିଆବାଦ ପ୍ରଶାସନ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ସୋମବାର ଦିଲ୍ଲୀ-ଗାଜିଆବାଦ ବର୍ଡରକୁ ସିଲ୍‌ କରିବା ପାଇଁ ଗାଜିଆବାଦ ଜିଲାପାଳ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ଏଠାରେ ଲଗାତର ଭାବେ କରୋନା ଭାଇରସ୍‌ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାରୁ ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହି ସମୟରେ କେବଳ ପାସ୍‌ଧାରୀଙ୍କୁ ଜିଲାରେ ପ୍ରବେଶ କରିବା ପାଇଁ ଅନୁମତି ଦିଆଯିବ। କିନ୍ତୁ ଡାକ୍ତର, ପାରାମେଡିକାଲ ଷ୍ଟାଫ୍‌, ପୋଲିସ ଓ ବ୍ୟାଙ୍କ କର୍ମଚାରୀଙ୍କୁ କୌଣସି ପାସ୍‌ର ଆବଶ୍ୟକତା ନାହିଁ। ସେମାନେ ନିଜର ପରିଚୟ ପତ୍ର ଦେଖାଇ ବର୍ଡର ପାର କରିପାରିବେ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟ ଗଲେ ରକୁଲ

ନୂଆଦିଲ୍ଲୀ, ୧୭ ।୯: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଡ୍ରଗ୍ସ ମାମଲା ଯୋଡି ହୋଇଯିବା ପରେ ଏବେ କେତେଜଣ ସେଲିବ୍ରିଟି...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ଦୁଇଗୁଣା ହେବ ଚାଷୀଙ୍କ ଆୟ

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ହୋଇଛି। ପୂର୍ବାହ୍ନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ...

ସୋନିଆଙ୍କୁ ଭେଟିଲେ ଗେହଲୋଟ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ବୁଧବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପରେ ସେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ...

କାଞ୍ଝାଓ୍ବାଲା ମାମଲା: ବଢ଼ିଲା ଅଭିଯୁକ୍ତଙ୍କ ୧୪ଦିନିଆ ନ୍ୟାୟିକ ହେପାଜତ ମିଆଦ

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀର କାଞ୍ଝାଓ୍ବାଲା ମାମଲାରେ ୫ଜଣ ଅଭିଯୁକ୍ତଙ୍କ ନ୍ୟାୟିକ ହେପାଜତ ବଢ଼ିଛି। ସୋମବାର ଦିଲ୍ଲୀର ରୋହିଣୀ କୋର୍ଟ ସମସ୍ତ ଅଭିଯୁକ୍ତଙ୍କ ୧୪ଦିନିଆ ନ୍ୟାୟିକ ହେପାଜତ ମିଆଦକୁ...

କନିକାଙ୍କ ସଂସ୍ପର୍ଶରେ ଆସିଛନ୍ତି ବାପି!

ମୁମ୍ବାଇ: ବଲିଉଡ୍‌ ଗାୟିକା କନିକା କପୁର କରୋନା ଭାଇରସରେ ପୀଡିତ ହେବା ପରେ ତାଙ୍କୁ ନେଇ ଆସୁଛି କିଛି ନା କିଛି ଖବର। ନିକଟରେ ସେ...

୨ ସ୍ତ୍ରୀଙ୍କ ସହ କରଓ୍ବାଚୌଥ ପାଳନ କଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୪।୧୦: ସମଗ୍ର ଦେଶରେ ଗୁରୁବାର କରଓ୍ବାଚୌଥ ପର୍ବ ଧୂମଧାମରେ ପାଳନ କରାଯାଇଥିଲା। ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ ସମେତ ଅନେକ ଦଳର ନେତା ମଧ୍ୟ...

ଉପମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀଙ୍କୁ ଧମକ ଦେବା ଅଭିଯୋଗରେ ଜଣେ ଗିରଫ

ପୁଣେ,୨୦।୩: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସଙ୍କ ସ୍ତ୍ରୀ ଅମୃତାଙ୍କୁ ଫୋନରେ ଧମକ ଦେବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ପୋଲିସ ସୂତ୍ରରୁ ପ୍ରକାଶ...

୨ ମାସରେ ଗଲାଣି ୬ ଚିତାଙ୍କ ଜୀବନ

ନୂଆଦିଲ୍ଲୀ,୨୮।୫: ମଧ୍ୟପ୍ରଦେଶ କୁନୋ ଜାତୀୟ ଉଦ୍ୟାନରେ କିଛି ଦିନ ତଳେ ମହିଳା ଚିତା ‘ଜ୍ୱାଲା’ ୪ ଟି ଛୁଆ ଜନ୍ମ କରିଥିଲା। ଗୁରୁବାର ୨ ଚିତା...

Advertisement
Archives

Model This Week