ନଓ୍ବାଜ୍‌ ଶରିଫ୍‌ଙ୍କୁ ଜେଲ୍‌ରେ ଦିଆଯାଇଛି ଜହର: ପୁଅ ଆଣିଲେ ଅଭିଯୋଗ

ଇସଲାମାବାଦ୍‌,୨୩।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଏନେଇ ତାଙ୍କ ପୁଅ ହୁସେନ୍‌ ନଓ୍ବାଜ୍‌ ଲଣ୍ଡନରୁ ଟୁଇଟ୍‌ କରି ପାକିସ୍ତାନ ସରକାରଙ୍କ ଉପରେ ଅଭିଯୋଗ ଆଣିିଛନ୍ତି। ତାଙ୍କ ପିତାଙ୍କୁ ଜେଲ୍‌ରେ ଜହର ଦିଆଯାଇଥିବା ସେ ଅଭିଯୋଗ କରିଛନ୍ତି। ଏହାର ପ୍ରଭାବରେ ତାଙ୍କ ପିତାଙ୍କ ଶରୀରରେ ପ୍ଲେଟ୍‌ଲେଟସ୍‌ ସଂଖ୍ୟା କମିବାରେ ଲାଗିଥିବା ସେ କହିଛନ୍ତି। ହୁସେନଙ୍କ ମନ୍ତବ୍ୟ ନେଇ ପାକିସ୍ତାନ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ନଓ୍ବାଜଙ୍କୁ ଦୁର୍ନୀତି ଅଭିଯୋଗରେ ଲାହୋରସ୍ଥିତ କୋଟ ଲଖପତ୍‌ ଜେଲ୍‌ରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲିପାଇନ୍ସରେ ବାତ୍ୟା: ୨୦ ମୃତ

ମାନିଲା, ୨୭-୧୨:କେନ୍ଦ୍ରୀୟ ଫିଲିପାଇନ୍ସରେ ଭୟଙ୍କର ଝଡ଼ବାତ୍ୟା ‘ଫନ୍‌ଫୋନ’ ତାଣ୍ଡବ ରଚିଛି। ଏଥିରେ ୨୦ ଜଣଙ୍କ ପ୍ରାଣହାନି ଘଟିଥିବାବେଳେ ହଜାର ହଜାର ଲୋକ ବାସହରା ହୋଇଛନ୍ତି। ଝଡ଼ବାତ୍ୟା...

ସ୍ତ୍ରୀଙ୍କୁ ଭେଟିବାକୁ ଜଳପଥରେ ୨୦୦୦ କିଲୋମିଟର ଯାତ୍ରା କଲେ ସ୍ବାମୀ

ହାନୋଇ,୨୬ା୩: ଭିଏତନାମର ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଭେଟିବା ପାଇଁ ଜଳପଥରେ ୨ ହଜାର କିଲୋମିଟର ଯାତ୍ରା ଆରମ୍ଭ କରଥିଲେ। ଯଦିଓ ସେ ତାଙ୍କ ସ୍ତ୍ରୀଙ୍କ...

ଗୋଟାବାୟା ଅସମର୍ଥ

କଲମ୍ବୋ,୬ା୪: ଘୋର ଆର୍ଥିକ ସଙ୍କଟକୁ ସାମ୍ନା କରୁଥିବା ଶ୍ରୀଲଙ୍କାର ସ୍ଥିତି ଦିନକୁ ଦିନ ଅତି ଖରାପ ଆଡ଼କୁ ଗତି କରୁଛି। ୪୨ ଏମ୍‌ପି ନିଜକୁ ସ୍ବାଧୀନ...

ପାକିସ୍ତାନରେ ଖୋଲାଖୋଲି ବୁଲୁଛନ୍ତି ହିଜବୁଲର ମୁଖ୍ୟ ସଲାଉଦ୍ଦିନ

ଇସଲାମାବାଦ,୨୫ ।୨: ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ତା’ର ପୂର୍ବ ପ୍ରକୃତିକୁ ଛାଡି ପାରୁ ନାହିଁ । ବିଶ୍ୱ ସଙ୍ଗଠନର ବହୁ...

ଚାଇନା ବାୟୁସୀମାରେ ଆମେରିକା ଗୁପ୍ତଚର ବିମାନ

ବେଜିଂ, ୨୭।୮: ସମରାଭ୍ୟାସ ବେଳେ ଆମେରିକା ସୈନ୍ୟବାହିନୀର ଏକ ବିମାନ ଚାଇନା ବାୟୁସୀମା ମଧ୍ୟରେ ପ୍ରବେଶ କରିବାରୁ ବେଜିଂ ପ୍ରତିବାଦ ଜଣାଇଛି। ଏଭଳି କାର୍ଯ୍ୟ ଉତ୍ତେଜନା...

ଦୁଇ ଖବରଦାତାଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ,୮।୧୦: ଚଳିତବର୍ଷ ଦୁଇ ଖବରଦାତାଙ୍କୁ ମିଳିତ ଭାବେ ନୋବେଲ ଶାନ୍ତି ପୁରସ୍କାର ଦିଆଯିବ ବୋଲି ଘୋଷଣା କରାଯାଇଛି। ସେମାନେ ହେଲେ ମାରିଆ ରେସା ଓ ଦିମିତ୍ରି...

ଆମେରିକାରେ ମହାତ୍ମାଙ୍କ ପ୍ରତିମା ପ୍ରତି ଅସମ୍ମାନ ପ୍ରଦର୍ଶନ

ଓ୍ବାଶିଂଟନ,୧୩।୧୨: କୃଷି ଆଇନକୁ ନେଇ ଭାରତରେ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ କରି ଆମେରିକାରେ ଖଲିସ୍ତାନୀ ସଂଗଠନଗୁଡ଼ିକ ପକ୍ଷରୁ ପ୍ରଦର୍ଶନ କରାଯାଇଛି। ପ୍ରଦର୍ଶନ ସମୟରେ...

ହସ୍ପିଟାଲରେ ଗର୍ଭବତୀଙ୍କୁ ମିଳିଲାନି ସିଟ୍‌: ସ୍ବାମୀ ବନିଲେ ଷ୍ଟୁଲ୍‌…

ବେଜିଂ,୮।୧୨: ଚାଇନାରେ ଜଣେ ଗର୍ଭବତୀ ଏକ ହସ୍ପିଟାଲକୁ ଯାଇଥିଲେ। ତେବେ ସେଠାରେ ବସିବା ପାଇଁ ତାଙ୍କୁ କୌଣସି ସିଟ୍‌ ମିଳି ନ ଥିଲା। ବହୁ ସମୟ...

Advertisement
Archives

Model This Week