ନକଲି ବନ୍ଧୁକ ଦେଖାଇ ପ୍ରେମ ନିବେଦନ: ଯୁବକଙ୍କୁ କାବୁକରି ନିସ୍ତୁକ ମାଡ଼ ପରେ ପୋଲିସ ଜିମା

ସମ୍ବଲପୁର,୧୩।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଟାଉନ ଥାନା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଛକଠାରେ ଶୁକ୍ରବାର ଏକ ରୋମାଞ୍ଚକର ଘଟଣା ଦେଖିବାକୁ ମିଳିଛି । ଜଣେ ଯୁବକ କଲେଜ ଛାତ୍ରୀଙ୍କୁ ନକଲି ବନ୍ଧୁକ ଦେଖାଇ ପ୍ରେମ ନିବେଦନ କରିଥିଲେ । ଉଭୟଙ୍କ କିଛି ସମୟ ଯୁକ୍ତିତର୍କ ହେବା ପରେ ସ୍ଥାନୀୟଲୋକେ ପହଞ୍ଚି ଯୁବକଙ୍କୁ କାବୁ କରିଥିଲେ। ଯୁବକଙ୍କୁ ମାଡ଼ ମାରିବା ସହ ଟାଉନ ଥାନା ପୋଲିସକୁ ହସ୍ତାନ୍ତର କରିଥିଲେ। ପୋଲିସ ଯୁବକଙ୍କୁ ଥାନାରେ ଅଟକ ରଖିଛି। ତାଙ୍କ ପାଖରୁ ଏକ ନକଲି ବନ୍ଧୁକ ଜବତ କରାଯାଇଛି। ଛାତ୍ରୀଙ୍କ ପକ୍ଷରୁ କୌଣସି ଅଭିଯୋଗ ହୋଇ ନ ଥିବାରୁ ଏନେଇ ଥାନାରେ କୌଣସି ମାମଲା ରୁଜୁ ହୋଇନାହିଁ । ଯୁବକ ଜଣକ କେନ୍ଦ୍ରାପଡ଼ା ଜିଲାର ବୋଲି ପ୍ରାଥମିକ ତଦନ୍ତରୁ ପୋଲିସ କହିଛି ।
ସୂଚନାଯୋଗ୍ୟ ଯେ, ଶୁକ୍ରବାର ମଧ୍ୟାହ୍ନରେ ଯୁବକ ଜଣକ କଲେଜ ପରିସରକୁ ଯାଇ ପ୍ରେମ ନିବେଦନ କରିଥିଲେ। ଛାତ୍ରୀ ଜଣକ ମନା କରିବାରୁ କଲେଜ ବାହାରେ ଅପେକ୍ଷା କରି ଏଭଳି କାଣ୍ଡ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri