ଭଦ୍ରକ ଅଫିସ, ୨୮।୩: ଭଦ୍ରକ ଜିଲା ରାଣୀତାଲ ଛକ ନିକଟରୁ ଶନିବାର ସକାଳେ ଭଦ୍ରକ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨ ନକଲି ବିଦେଶୀ ମଦ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରାଣୀତାଲର ଦିଲ୍ଲୀପ ମଲିକ ଓ ଅଶୋକ ମଲିକ। ସେମାନଙ୍କ ନିକଟରୁ ବ୍ୟାପକ ପରିମାଣର ମଦ ଜବତ ହୋଇଥିବା ଜଣାପଡ଼ିଛି।
ଭଦ୍ରକ ଅଫିସ, ୨୮।୩: ଭଦ୍ରକ ଜିଲା ରାଣୀତାଲ ଛକ ନିକଟରୁ ଶନିବାର ସକାଳେ ଭଦ୍ରକ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨ ନକଲି ବିଦେଶୀ ମଦ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରାଣୀତାଲର ଦିଲ୍ଲୀପ ମଲିକ ଓ ଅଶୋକ ମଲିକ। ସେମାନଙ୍କ ନିକଟରୁ ବ୍ୟାପକ ପରିମାଣର ମଦ ଜବତ ହୋଇଥିବା ଜଣାପଡ଼ିଛି।
ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…
ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍ନି ଜିଲାରେ ଏକ ଏକ୍ସପ୍ରେସ୍ ଟ୍ରେନ୍ରୁ ରେଲ୍ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…
ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…
ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…
କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…
ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…
ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…
ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…