ନକଲି ମଦ କାରଖାନା ଠାବ, ୨ ଗିରଫ

ସିମୁଳିଆ, ୩୦।୧(ଡି.ଏନ.ଏ.)-କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଦ୍ୱାରା ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ସାହୁଖର୍ଦ୍ଦା ଅଞ୍ଚଳରେ ଚାଲିଥିବା ନକଲି ମଦ କାରଖାନା ଉପରେ ଚଢାଉ କରାଯାଇଛି । ମଦ କାରଖାନା ଚଳାଇଥିବା ମାମୁ ସୁରେଶ କୁମାର ମହାନ୍ତି ଓ ଭଣଜା ଅଜିତ କୁମାର ମହାନ୍ତିଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ୧୩୦ବୋତଲ ମଦ ସମେତ ୫୦ଲିଟର ସ୍ପିରିଟ, ୫ଶହରୁ ଊର୍ଦ୍ଧ୍ୱ ସିଲ ପାଇଁ ରଖାଯାଇଥିବା ଠିପି, ୧ ଲିଟର କେମିକାଲ ସମେତ ବିଭିନ୍ନ ସରଞ୍ଜାମ ଜବତ ହୋଇଛି। ଗିରଫ ମାମୁ ଭଣଜାଙ୍କୁ କୋର୍ଟଚାଲାଣ କରାଯାଇଛି । ସୂଚନାଯୋଗ୍ୟ ଏହି ମଦ କାରଖାନା ଚାଲୁଥିବା ସମ୍ପର୍କରେ ଅବକାରୀ ଗୋଇନ୍ଦା ସଂସ୍ଥା ପୂର୍ବରୁ ସୂଚନା ପାଇ ଚଢାଉ କରିଥିଲା। ଅବକାରୀ ଇନ୍ସପେକ୍ଟର ଜଗଦୀଶ ଚନ୍ଦ୍ର ସାମଲ, ଧନେଶ୍ୱର ପାତ୍ରଙ୍କ ସମେତ ବିଭିନ୍ନ ଅଧିକାରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ଫିଫା ବିଶ୍ୱକପ୍‌ ଫାଇନାଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ ଅବିସ୍ମରଣୀୟ, ଯୋଗଦେବେ ନାମିଦାମି

ନ୍ୟୁୟର୍କ,୧୮।୭: ଫିଫା ବିଶ୍ୱକପ୍‌ ୨୦୨୬ର ଉଦ୍‌ଯାପନୀ ଉତ୍ସବକୁ ଯେପରି ଅବିସ୍ମରଣୀୟ କରାଯାଇପାରିବ ସେଥିପାଇଁ ଆୟୋଜକଙ୍କ ପକ୍ଷରୁ ସବୁମତେ ଉଦ୍ୟମ କରାଯାଇଛି। ରବିବାର ଆର୍ଜେଣ୍ଟିନା ବନାମ ସ୍ପେନ୍‌ ଫାଇନାଲ…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଲହରୀ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ନୂଆଦିଲ୍ଲୀ,୧୮।୭: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶନିବାର ଘୋଷଣା କରାଯାଇଛି। ରାଜ କୁମାର ରାଓ ଅଭିନୀତ ଶ୍ରୀକାନ୍ତ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି। ମାମୁଟ୍ଟି…

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ

ବେଙ୍ଗାଲୁରୁ,୧୮।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ଶନିବାର ସନ୍ଧ୍ୟାରେ ବେଙ୍ଗାଲୁରୁର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ଅପରାହ୍ନ ୪ଟାରେ ତାଙ୍କର ହୃଦଘାତରେ…

ଭାଇ ସହ ହେଲା କଳି ଏମତି କାଣ୍ଡ କରିଦେଲେ ୧୩ ବର୍ଷର …

ଛତ୍ରପୁର, ୧୮।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଅଞ୍ଚଳରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ବସ ସେବା ଦାବିରେ ସାଇକେଲ ଯାତ୍ରା ଚେତାବନୀ

ଗୁଣପୁର, ୧୮/୭ (ସୁଜାତା ପାଢ଼ୀ): ଗୁଡାରି ୧୯୭୨ ମସିହାରେ ଏନ୍‌ଏସିର ମାନ୍ୟତା ପାଇଥିଲା। ଏହାଛଡ଼ା ଗୁଡାରି ବ୍ଲକ ୯ଟି ଗ୍ରାମପଞ୍ଚାୟତକୁ ନେଇ ଗଠିତ। ଏହା ଏକ ଆଦିବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri