ନକଲି ମୋବିଲ କାରଖାନା ଠାବ: ୨ ଗିରଫ

ବାଲେଶ୍ୱର ଅଫିସ,୧୯।୭: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ଆରଡ଼ି ବଜାର ମଜିତ୍‌ ଗଳି ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ପୋଲିସ ଚଢ଼ାଉ କରି ନକଲି ମୋବିଲ କାରଖାନା ଠାବ କରିଛି। ଏଥିରେ ୨ଜଣଙ୍କୁ ଗିରଫ କରାଯିବା ସହ ୫ ଲକ୍ଷ ଟଙ୍କାର ମୋବିଲ, ମିଶ୍ରଣ ସାମଗ୍ରୀ ଜବତ କରାଯାଇଛି। ୨ ଅଭିଯୁକ୍ତ ହେଲେ ଇସୁଦ୍‌ ଖାନ୍‌(୪୦) ଓ ଇର୍‌ସାଦ ଖାନ୍‌ (୧୮)। ଏ ନେଇ ପୋଲିସ (କେସ୍‌ ନଂ. ୧୯୮/୧୯) ଏକ ମାମଲା ରୁଜୁକରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ୪୮ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଧିକାଂଶ ଥିଲେ କ୍ୱାରାଣ୍ଟାଇନ ସେଣ୍ଟରରେ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ନୂଆ ୪୮ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ମଧ୍ୟରୁ...

ହେଲାନି କରୋନା ପଞ୍ଜୀକରଣ, ୫ ବିଦେଶୀଙ୍କୁ ଛାଡ଼ିଦେଲା ପୋଲିସ

କେନ୍ଦ୍ରାପଡା ଅଫିସ/ ମହାକାଳପଡା (ଡି.ଏନ.ଏ.)୨୦।୩: କେନ୍ଦ୍ରାପଡା ଜିଲାରେ ଅନୁପ୍ରବେଶକୁ ଜିଲା ପୋଲିସ ଗୁରୁତ୍ୱ ଦେଉନାହିଁ। ଏପରି କି କରୋନା ଭୂତାଣୁ ସଂକ୍ରମଣ ପାଇଁ ରାଜ୍ୟ ସରକାରଙ୍କ...

କରୋନାରେ ଆଖି ବୁଜିଲେ ଦିଗପହଣ୍ଡି ବିଜୁ ଯୁବ ବାହିନୀ ସଦସ୍ୟ

ଦିଗପହଣ୍ଡି,୧୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସାନଦାଣ୍ଡ ସାହି ନିବାସୀ ତଥା ବିଜୁ ଯୁବ ବାହିନୀ ସଦସ୍ୟ ଏମ. ଶିବରାମଙ୍କର ଶନିବାର କରୋନାରେ ମୃତ୍ୟୁ ଘଟିଛି। ଗତ...

ଛାତ୍ରାବାସରେ ମସାଜ୍‌ର ମଜା ନେଉଛନ୍ତି ଶିକ୍ଷକ, ଭିଡିଓ ଭାଇରାଲ

ବାରିପଦା ଅଫିସ,୨୩।୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଖେରଣା ସ୍ଥିତ ଈଶ୍ୱରଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବାର ଏକ ଭିଡିଓ...

ବରୁଣେଇରେ ଧର୍ମେନ୍ଦ୍ର, ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ସମୀକ୍ଷା କଲେ

ଖୋର୍ଦ୍ଧା ଅଫିସ,୭।୧୨: ବରୁଣେଇରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତ ପୂର୍ବରୁ ଶନିବାର ସେ ପ୍ରସ୍ତୁତିର ସମୀକ୍ଷା କରିଥିବା ସୂଚନା ମିଳିଛି। ପ୍ରକାଶଯୋଗ୍ୟ,...

ଗିରଫଦାରି, ବନ ବିଭାଗ କାର୍ଯ୍ୟକୁ ନେଇ ବଢ଼ୁଛି ସନ୍ଦେହ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଆଠଗଡ଼ ନରସିଂହପୁର ୱେଷ୍ଟ ରେଞ୍ଜ୍‌ ଅଧୀନ ବାରାସିଂଘା ବିଟ୍‌ ଅନ୍ତର୍ଗତ ଜଙ୍ଗଲରେ ପୋତା ଯାଇଥିବା ହାତୀର ଗଳିତ ମୃତଦେହ ଜବତ ଘଟଣାକୁ ଇତିମଧ୍ୟରେ ୧୧ଦିନ...

୧୬ରୁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୧୦।୬: ଆସନ୍ତା ୧୬ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ବର୍ଷା ଋତୁ ପାଇଁ ପର୍ଯ୍ୟଟକମାନଙ୍କ ପାଇଁ...

ଚାଲିଲା ୧୮ ଏକ୍ସପ୍ରେସ୍‌ ଟ୍ରେନ୍‌ : ପୁରୀରୁ ସମସ୍ତ ଏକ୍ସପ୍ରେସ୍‌ ଟ୍ରେନ୍‌ ସେବା ଆରମ୍ଭ

ଭୁବନେଶ୍ୱର,୧୩।୫(ବ୍ୟୁରୋ)-ବାତ୍ୟା ପାଇଁ ବାତିଲ ହୋଇଥିବା ସମସ୍ତ ଏକ୍ସପ୍ରେସ୍‌ ଟ୍ରେନ୍‌ ପୁଣିଥରେ ଚଳାଚଳ ଆରମ୍ଭ କରିଛି। ରବିବାରଠାରୁ ଦେଶର ବିଭିନ୍ନ ପ୍ରାନ୍ତକୁ ମୋଟ ୧୮ ଏକ୍ସପ୍ରେସ୍‌ ଟ୍ରେନ୍‌...

Advertisement
Archives

Model This Week